ରୋଟାରୀ କ୍ଲବ ନୟାଗଡ଼ର ୩୭ତମ ପ୍ରତିଷ୍ଠା ଦିବସ ପାଳିତ
ମା’ ରାମଚଣ୍ଡୀ ମନ୍ଦିରରେ ଥଣ୍ଡା ପାନୀୟ ଜଳ ବଣ୍ଟନ ବ୍ୟବସ୍ଥା ଆରମ୍ଭ ନୟାଗଡ଼,(ନୟାଗଡ଼ ଦର୍ପଣ): ରୋଟାରୀ କ୍ଲବ ନୟାଗଡ଼ର ୩୭ତମ ପ୍ରତିଷ୍ଠା ଦିବସ ଆଜି ନୟାଗଡ଼ସ୍ଥିତ ରୋଟାରୀ ଭବନଠାରେ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଯାଇଛି। ଏହି ଅବସରରେ ନୟାଗଡ଼ର ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡା. ବି. ସୂର୍ଯ୍ୟ ରାଓ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। କ୍ଲବର ସଭାପତି ବାସୁଦେବ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ...