ନୟାଗଡ଼, (ନୟାଗଡ଼ ଦର୍ପଣ): ବଂଶୀଧର ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ ଫର ପିସ ଆଣ୍ଡ ଡେଭଲପମେଣ୍ଟ ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ରାଜନେତା, ସାହିତ୍ୟିକ, ଶିକ୍ଷାବିତ୍, ନାଟ୍ୟକାର ସମାଜସେବୀ ତଥା ପୂର୍ବତନ ବିଧାୟକ ନୟାଗଡ଼ ସ୍ୱର୍ଗତ ବଂଶୀଧର ସାହୁଙ୍କ ସ୍ମୃତିରେ ପ୍ରତିବର୍ଷ ପରି ଚଳିତ ବର୍ଷ ୩୨ତମ ବିଷୁବ ମିଳନ ଓ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ୨୦୨୫ ବଂଶୀଧର ମହାବିଦ୍ୟାଳୟ, ଇଟାମାଟି ପରିସରରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ଅଧକ୍ଷ ମନୋଜ କୁମାର ସାହୁଙ୍କ ପରିଚାଳନାରେ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଡ଼. ଜ୍ୟୋତି ରଞ୍ଜନ ସାମନ୍ତରାୟ, ମୁଖ୍ୟ ବକ୍ତା ଭାବେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ପ୍ରାଧ୍ୟାପକ ଡ଼. ଆଶୁତୋଷ ମିଶ୍ର, ନୟାଗଡ଼ ଜିଲ୍ଲା ଲେଖକ ପରିଷଦର ସମ୍ପାଦକ ଶେଖ ଅବଦୁଲ…
Read MoreCategory: ନୟାଗଡ଼ ବ୍ଲକ
ସାଇସିଦ୍ଧି ଫାଉଣ୍ଡେସନ ଓ ଫିଟନେସ୍ ହବ୍ ପକ୍ଷରୁ ବିଶ୍ଵ ଛେନାପୋଡ଼ ଦିବସ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଅପ୍ରେଲ ୧୧ ଶୁକ୍ରବାର ଦିନ ସାଇସିଦ୍ଧି ଫାଉଣ୍ଡେସନ ଓ ଫିଟନେସ୍ ହବ୍ ପକ୍ଷରୁ ବିଶ୍ଵ ଛେନାପୋଡ଼ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୧୦୦ରୁ ଉର୍ଦ୍ଧ୍ବ ଯୁବକ ଯୋଗଦାନ କରିବା ସହିତ ୧୫ କି.ଗ୍ରା. ରୁ ଉର୍ଦ୍ଧ୍ବ ଛେନାପୋଡ଼ କଟାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅନୁଷ୍ଠା ର ଅଧ୍ୟକ୍ଷ ସାଇ ଶୁଭମ୍, ପ୍ରଦିପ କୁମାର ସେଠୀ, ଶଙ୍କର୍ଷଣ ବେହେରା, ପୁର୍ନଚନ୍ଦ୍ର ମହାରଣା, ସୁଜିତ କୁମାର ରାଉତ, ମୁକେଶ କୁମାର ସାହୁ, ମୃତ୍ଯୁଞୟ ନାୟକ, କୁନା ନାୟକ, ସ୍ବାଧୀନ କୁମାର ସାହୁ, ରୁଦ୍ର ମାଧବ ଦାସ, ଶୁଭେନ୍ଦୁ ମହାନ୍ତି, ଜ୍ଞାନୀ ଦେବାଶିଷ, ଯୁବରାଜ, ସାଇ ସ୍ଵରାଜ, ସୁଶାନ୍ତ କୁମାର ସାହୁ, ସୁକାନ୍ତ ବେହେରା ପ୍ରମୁଖ ସହଯୋଗ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ଛେନାପୋଡ଼ ବଣ୍ଟନ କରାଯିବା ସହିତ ଛେନାପୋଡ଼କୁ ନେଇ ସମସ୍ତଙ୍କର ସ୍ମୃତି ଅନୁଭୂତି…
Read MoreGive Blood Save life ପକ୍ଷରୁ ବିଶ୍ୱ ଛେନାପୋଡ଼ ଦିବସ ପାଳିତ
ଇଟାମାଟି, (ନୟାଗଡ଼ ଦର୍ପଣ): ଅପ୍ରେଲ ୧୧ ଶୁକ୍ରବାର ଦିନ ଇଟାମାଟି ନିକଟସ୍ଥ ଭୈରବୀ ମନ୍ଦିର ପ୍ରାଙ୍ଗଣରେ Give Blood Save life ପକ୍ଷରୁ ବିଶ୍ୱ ଛେନାପୋଡ଼ ଦିବସ ତୃତୀୟ ଥର ପାଇଁ ପାଳିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମ ରେ ୧୫୦ ରୁ ଉର୍ଦ୍ଧ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦାନ କରିବା ସହିତ ୨୦ କି.ଗ୍ରା.ରୁ ଉର୍ଦ୍ଧ ଛେନାପୋଡ଼ କଟାଯାଇଥିଲା। ଅନୁଷ୍ଠାନର ସଭାପତି ଭାଗିରଥି ବାଇ ସ୍ୱାଗତ ସମ୍ଭାଷଣ ଦେଇଥିବା ବେଳେ ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଅଶୋକ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ।ନିକୁଲର ନିର୍ଦେଶକ ଦିଲ୍ଲୀପ କୁମାର ସାହୁ ଏହା କୁ ପରିଚାଳନା କରିଥିଲେ। ଇଟାମାଟିର ବହୁ ମାନ୍ୟଗନ୍ୟ ବ୍ୟକ୍ତି ଓ ବୁଦ୍ଧିଜୀବି ମାନେ ଯଥା ଶ୍ରବଣ କୁମାର ରାମ, ବିଶ୍ୱନାଥ ମହାପାତ୍ର, କ୍ରିଷ୍ଣା କୁମାର ଅଗ୍ରୱାଲ, ପ୍ରଶାନ୍ତ କୁମାର…
Read Moreଓଡ଼ିଆ ପକ୍ଷ ପାଳନ ନେଇ ରକ୍ତ ଦାନ ଶିବିର
ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ତରଫରୁ ଓଡ଼ିଆ ପକ୍ଷ ପାଳନ ୨୦୨୫ ଅବସରରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଓଡ଼ିଶା ରକ୍ତ କେନ୍ଦ୍ର ଠାରେ ଜିଲ୍ଲା ରେଡ କ୍ରସ, ରେଡକ୍ରସ ଭଲ୍ୟୁଣ୍ଟିରର୍ସ ଫୋରମ ଏବଂ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଓଡ଼ିଶା ସରକାରଙ୍କ ଉଦ୍ୟମରେ ‘ରକ୍ତ ଦାନ ଦିବସ’ ଅଭିଯାନ ଏପ୍ରିଲ ୮ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଏହି ରକ୍ତ ଦାନ ଦିବସ ଅଭିଯାନରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ସୁଶାନ୍ତ କୁମାର ଦାସ, ଏଡିଏମ ଡ଼. ଅଜୟ କୁମାର ବାହିନୀପତି, ଡେପୁଟି କଲେକ୍ଟର ତପତି ରାଜ, ଡ଼ ପୀତବାସ ନାୟକ, ଡ଼ ମୋନାଲିସା ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ। ତତ ସହିତ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ବିଜେପି ନେତା ସନ୍ତୋଷ ପ୍ରଧାନ, ଦାମୋଦର ସାହୁ ଉପସ୍ଥିତ ଥିଲେ। ରେଡ଼କ୍ରସ ଭଲ୍ୟୁଣ୍ଟର୍ସ ଫୋରମର ଉପଦେଷ୍ଟା ବିଭୁତି…
Read More‘ସୋହମ୍’ ସଙ୍ଗଠନ ସଦସ୍ୟଙ୍କ ସ୍ମୃତିରେ ରକ୍ତଦାନ ଶିବିର ଆୟୋଜନ
ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡର ଅଗ୍ରଣୀ ସ୍ଵେଚ୍ଛାସେବୀ ସଙ୍ଗଠନ “ସୋହମ୍” ତରଫରୁ ଏହାର ସଦସ୍ୟ ତଥା ଶିକ୍ଷକ ସ୍ବର୍ଗତ ରମେଶ କୁମାର ବେହେରାଙ୍କ ସ୍ମୃତିରେ ଦ୍ଵିତୀୟ ଶ୍ରାଦ୍ଧ ବାର୍ଷିକୀରେ ତାରିଣୀ ନଗରସ୍ଥିତ କାର୍ଯ୍ୟାଳୟ ଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ବର୍ଗତ ବେହେରା ଦୀର୍ଘ ପାଞ୍ଚ ବର୍ଷ ରକ୍ତ କର୍କଟ ରୋଗରେ ଜୀବନ ସହିତ ସଂଗ୍ରାମ କରି ୨୦୨୪ ମସିହା ଅପ୍ରେଲ ୦୭ତାରିଖରେ ମୃତ୍ୟୁ ବରଣ କରିଥିଲେ। ସଙ୍ଗଠନର ଉପସଭାପତି ତଥା ପରିବେଶବିତ ଅନାଦି ଚରଣ ମହାନ୍ତି ଓ ଡାକ୍ତର ସୌମେନ୍ଦ୍ର ସାହୁ ଭଗବାନଙ୍କ ନିକଟରେ ପ୍ରଦୀପ ପ୍ରଜ୍ଵଳନ କରି ଶିବିରକୁ ଉଦଘାଟନ କରିଥିଲେ। ଶିବିରରେ ମୋଟ ୧୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ “ସୋହମ୍” ସଙ୍ଗଠନର ସମ୍ପାଦକ କାମାକ୍ଷା ପ୍ରସାଦ ଦାଶ ପରିଚାଳନା କରିଥିଲେ। ଏଥିରେ ଜିଲ୍ଲା ରେଡକ୍ରସ୍ ରକ୍ତ…
Read Moreନୟାଗଡ଼ରେ ସି.ଏମ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଉଦଘାଟିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଖେଳ ପଡିଆରେ ଫାଓ, କଟକ, ଜିଲ୍ଲା କ୍ରୀଡା ବିଭାଗ ଏବଂ ଜିଲ୍ଲା ଅଥଲେଟିକ ଆସୋସିଏସନର ମିଳିତ ଆନୁକୂଲ୍ୟରେ ୭ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ସି.ଏମ ଟ୍ରଫି ଜିଲ୍ଲା ସ୍ତରୀୟ ଚମ୍ପିୟାନସିପ ସୋମବାର ସକାଳ ସମୟରେ ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକଙ୍କ ଦ୍ୱାରା ଉଦଘାଟିତ ହୋଇ ଯାଇଛି। ପ୍ରଥମ ମ୍ୟାଚଟି ମର୍ଣ୍ଣିଙ୍ଗ ସ୍ପୋର୍ଟ୍ସ କ୍ଲବ ନୟାଗଡ଼ ଏବଂ ପୋଲ ଷ୍ଟାରସ ସ୍ପୋର୍ଟ୍ସ ରାଜପଟଣା ମଧ୍ୟରେ ଖେଳାଯାଇ ଉଭୟ ପରସ୍ପରକୁ ଗୋଟିଏ ଲେଖାଏଁ ଗୋଲ ଦେବାରୁ ଖେଳ ଅମୀମାଂଶିତ ରହିଥିଲା। ସେହିପରି ଅପରାହ୍ନରେ ଖେଳା ଯାଇଥିବା ଦ୍ଵିତୀୟ ମ୍ୟାଚକୁ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ଉଦ୍ଘାଟନ କରିଥିବା ବେଳେ ଦ୍ଵିତୀୟ ମ୍ୟାଚ ଟି ୟୁଥ ସ୍ପୋର୍ଟ୍ସ କ୍ଲବ ବାଇଗୁଣିଆ ଏବଂ ମଧୁକେଶ ଅଥଲେଟିକ କ୍ଲବ…
Read Moreରେଳ କର୍ତ୍ତୃପକ୍ଷଙ୍କ ଉଦାସୀନତା ପ୍ରତିବାଦରେ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ବିକ୍ଷୋଭ ତଥା ଗଣଧାରଣା ଚେତାବନୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ରେଳ କର୍ତ୍ତୃପକ୍ଷଙ୍କ ଉଦାସୀନତା ପ୍ରତିବାଦରେ ନୟାଗଡ଼ ନାଗରିକ ମଞ୍ଚ କଠୋର ଆଭିମୁଖ୍ୟ ଗ୍ରହଣ କରିବା ସହିତ ଆଗାମୀ ମଇ ୧୧ ତାରିଖ ଦିନ ଜୋରଦାର ବିକ୍ଷୋଭ ପ୍ରଦର୍ଶନ ସହିତ ଗଣ ଧାରଣା ଚେତାବନୀ ଦେଇଛି। ବାରମ୍ବାର ଦାବି ପରେ ଗତ ଜାନୁଆରୀ ମାସରୁ ଦଶପଲ୍ଲା-ପୁରୀ ପାସେଞ୍ଜର ଟ୍ରେନକୁ ବଦଳାଇ ମେମୁ ଟ୍ରେନ ପ୍ରଚଳନ କରିବା ପାଇଁ ପୂର୍ବତଟ ରେଳ ପକ୍ଷରୁ ନଭେମ୍ବର ୧୪ ତାରିଖ ୨୦୨୪ ମସିହାରେ ଚିଠି ନଂ-୪୭୫ରେ ସମସ୍ତଙ୍କୁ ଅବଗତ କରାଯାଇଥିଲା। ତେବେ ଏହା ମଧ୍ୟରେ ୩ ମାସରୁ ଉର୍ଦ୍ଧ୍ୱ ସମୟ ଅତିକ୍ରାନ୍ତ ହୋଇ ଯାଇଥିଲେ ସୁଦ୍ଧା ମେମୁ ଟ୍ରେନ ଚାଲିଲା ନାହିଁ। ଏହାକୁ ନେଇ ତୀବ୍ର ପ୍ରତିବାଦ କରିଛି ନୟାଗଡ଼ ନାଗରିକ ମଞ୍ଚ। ନୟାଗଡ଼ ଜିଲ୍ଲାର ରେଳଯାତ୍ରୀ ମାନଙ୍କ ସର୍ବନିମ୍ନ ସୁବିଧା ପ୍ରତି ରେଳ ବିଭାଗ ଆଖି ବୁଜି ଦେଇଥିବା…
Read Moreଓଡଗାଁରେ ରାମ ନବମୀ ପାଇଁ ସାମାଜିକ ସେବା, ପ୍ରାଥମିକ ଚିକିତ୍ସା ଓ ଦହିପଣା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଭାରତୀୟ ଜୁନିଅର୍ ରେଡ୍ କ୍ରସ୍ ସଂସ୍ଥା, ନୟାଗଡ଼ ଜିଲ୍ଲାର ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ, ଓଡ଼ଗାଁର ପ୍ରଧାନଶିକ୍ଷକ ରମେଶ ଚନ୍ଦ୍ର ସାହୁଙ୍କ ଆନୁକୁଲ୍ୟରେ ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ଶ୍ରୀ ଶ୍ରୀ ରଘୁନାଥ ପୀଠଙ୍କ ଠାରେ ସାମାଜିକ ସେବା, ପ୍ରାଥମିକ ଚିକିତ୍ସା ଓ ଦହି ପଣା ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ, ଓଡ଼ଗାଁର ଜୁନିଅର୍ ରେଡ୍ କ୍ରସ୍ ଏହି ସେବା କାର୍ଯ୍ୟର ଆୟୋଜନ କରିଥିଲା। ଏଥିରେ ନୟାଗଡ଼ ଜିଲ୍ଲା ଜୁନିଅର୍ ରେଡକ୍ରସ୍ ଅଧିକାରୀ ଘନଶ୍ୟାମ ରାଉତ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଅନୀଲ କୁମାର ଦାସ ଏବଂ କାଉନସିଲର ଫାଷ୍ଟ ଏଡର, ଗୋସ୍ବାମୀ ଦାସ, ପରମାନନ୍ଦ ଦଳାଈ, ଡକ୍ଟର ପ୍ରତାପ କୁମାର ପରିଡ଼ା ଦେବରାଜ ସ୍ୱାଇଁ, ମାନସ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ଜୁନିଅରମାନଙ୍କୁ ଉତ୍ସାହିତ…
Read Moreଜିଲ୍ଲା ଓକିଲ ସଙ୍ଘ ନବନିର୍ବାଚିତ କାର୍ଯ୍ୟକର୍ତାଙ୍କ ଶପଥପାଠ ସମାରୋହ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଓକିଲ ସଙ୍ଘ ନବନିର୍ବାଚିତ କାର୍ଯ୍ୟକର୍ତାଙ୍କ ଶପଥ ଗ୍ରହଣ ସମାରୋହ ନିର୍ବାଚନ ଅଧିକାରୀ ବିଶ୍ୱଜିତ ଆଚାର୍ଯ୍ୟଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ ରାଜ୍ୟ ବାର କାଉନସିଲ ସଭ୍ୟ ପୀତବାସ ପଣ୍ଡା ଏବଂ ଅକ୍ଷୟ କୁମାର ସାମନ୍ତରାୟଙ୍କୁ ସ୍ୱତନ୍ତ୍ର ଅତିଥି ଭାବେ ନିମନ୍ତ୍ରଣ କରାଯାଇ ଉଭୟଙ୍କୁ ଓକିଲ ସଙ୍ଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇ ଥିଲା।ଓକିଲ ସଂଘର ନବନିର୍ବାଚିତ ସଭାପତି ଭାବେ ବରିଷ୍ଠ ଆଇନଜୀବୀ ରଣଜିତ ଦାଶ, ଉପସଭାପତି ସନ୍ତୋଷ କୁମାର ରାଉତରାୟ, ସମ୍ପାଦକ ଭାବେ ସ୍ବଦେଶ ମିଶ୍ର, ସହ-ସମ୍ପାଦକ ଆଶୁତୋଷ ସାମନ୍ତରାୟ, କୋଷାଧ୍ୟକ୍ଷ ବିଶ୍ୱେଶ ରଞ୍ଜନ ମହାପାତ୍ର ଏବଂ କାର୍ଯ୍ୟକାରୀ କମିଟି ସଦସ୍ୟ ଚିତ୍ତରଞ୍ଜନ ପ୍ରଧାନ, ଶୈଳେନ୍ଦ୍ର ନାରାୟଣ ପଟ୍ଟନାୟକ, ନୀରାକାର ମହଲ, ହରେକୃଷ୍ଣ ପ୍ରଧାନ, ବିଭୁଦତ୍ତ ସାହୁ ଏବଂ ସୁନୀଲ ମହାପାତ୍ରଙ୍କୁ ବରିଷ୍ଠ ଆଇନଜୀବୀ ଦଣ୍ଡପାଣି ନାୟକ ପଦ ଗୋପନୀୟତାର ଶପଥ…
Read Moreପିଲାଙ୍କ ମନରେ ଉତ୍ସାହ ଭରିଥାଏ ବାର୍ଷିକ ଉତ୍ସବ
ନୟାଗଡ଼,(ନୟାଗଡ଼ ଦର୍ପଣ): ଶିଶୁମାନଙ୍କ ମଧ୍ୟରେ ଅନ୍ତର୍ନିହିତ ଥିବା ଲୁକ୍କାୟିତ ପ୍ରତିଭା ବାର୍ଷିକୋତ୍ସବ ପାଳନ ମାଧ୍ୟମରେ ପରିସ୍ଫୁଟିତ ହେବା ସହିତ ପିଲାଙ୍କ ମନରେ ଭରିଥାଏ ଉତ୍ସାହ । ପିଲାମାନଙ୍କ ଶିକ୍ଷଣ ଦକ୍ଷତା ବ୍ୟତୀତ ସେମାନଙ୍କ ମଧ୍ୟରେ ଥିବା କଳା, ସାହିତ୍ୟ, ସଂସ୍କୃତି, ସଙ୍ଗୀତ, ଅଭିନୟ ଆଦିରେ ରହିଥିବା ଦକ୍ଷତା ପ୍ରତିପାଦନ କରିବା ପାଇଁ ବାର୍ଷିକ ଉତ୍ସବ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ନୟାଗଡ଼ ବ୍ଲକ ଅନ୍ତର୍ଗତ ଇଟାମାଟି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକଉତ୍ସବରେ ଉପସ୍ଥିତ ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆୟୋଜିତ ବାର୍ଷିକୋତ୍ସବ ସଭାରେ ମୁଖ୍ୟଅତିଥି ଭାବେ ଇଟାମାଟି ସରପଞ୍ଚ ସ୍ଵପ୍ନେଶ୍ଵର ସେଠୀ ଯୋଗଦାନ କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ରଙ୍ଗନାଥ ବେହେରା, ରମେଶ ଚନ୍ଦ୍ର…
Read More