ଓଡ଼ଗାଁ,(ନୟାଗଡ଼ ଦର୍ପଣ): ୧୩ତମ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୁହ ଦୌଡକୁଦ ପ୍ରତିଯୋଗିତା ୨୦୨୬ ଓଡଗାଁ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କ ଠାରେ ଅନୁଷ୍ଠିତ ହୋଇସାରିଛି। ପୁରୀ ଲୋକସଭା ସାଂସଦ ଡ଼ଃ ସମ୍ବିତ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ପୂର୍ବତନ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ସହିତ ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ଗୀତାଞ୍ଜଳି ସାହୁଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଅନ୍ୟତମ ଅତିଥିଭାବେ ଓଡଗାଁ ତହସିଲଦାର ଡ଼ଃ ମାନସ ରଞ୍ଜନ ଭୋଈ, ଓଡଗାଁ ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ରାଜକିଶୋର ସାହୁ ଓ ସନ୍ତୋଷ କୁମାର କର, ରୋହିବାଙ୍କ ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ସୁରେନ୍ଦ୍ର ସେନାପତି, ପ୍ରଧାନଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ, ଓଡଗାଁ ଏକ ନମ୍ବର ଜୋନର ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ…
Read MoreCategory: ଓଡ଼ଗାଁ ବ୍ଲକ
ରୋହିବାଙ୍କ ଉଚ୍ଚ ବିଦ୍ୟାଳୟରେ ୧୩ତମ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୁହ ଦୌଡକୁଦ ପ୍ରତିଯୋଗିତା ଉଦଯାପିତ
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ୧୩ତମ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୁହ ଦୌଡକୁଦ ପ୍ରତିଯୋଗିତା ୨୦୨୬ ଓଡଗାଁ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କ ଠାରେ ଅନୁଷ୍ଠିତ ହୋଇସାରିଛି। ପୁରୀ ଲୋକସଭା ସାଂସଦ ଡ଼ଃ ସମ୍ବିତ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ପୂର୍ବତନ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ସହିତ ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ଗୀତାଞ୍ଜଳି ସାହୁଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଅନ୍ୟତମ ଅତିଥିଭାବେ ଓଡଗାଁ ତହସିଲଦାର ଡ଼ଃ ମାନସ ରଞ୍ଜନ ଭୋଈ, ଓଡଗାଁ ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ରାଜକିଶୋର ସାହୁ ଓ ସନ୍ତୋଷ କୁମାର କର, ରୋହିବାଙ୍କ ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ସୁରେନ୍ଦ୍ର ସେନାପତି, ପ୍ରଧାନଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ, ଓଡଗାଁ ଏକ ନମ୍ବର ଜୋନର ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ…
Read Moreରୋହିବାଙ୍କ ଉଚ୍ଚ ବିଦ୍ୟାଳୟରେ ୧୩ତମ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୁହ ଦୌଡକୁଦ ପ୍ରତିଯୋଗିତା ଉଦଯାପିତ
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ୧୩ତମ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୁହ ଦୌଡକୁଦ ପ୍ରତିଯୋଗିତା ୨୦୨୬ ଓଡଗାଁ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କ ଠାରେ ଅନୁଷ୍ଠିତ ହୋଇସାରିଛି। ପୁରୀ ଲୋକସଭା ସାଂସଦ ଡ଼ଃ ସମ୍ବିତ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ପୂର୍ବତନ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ସହିତ ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ଗୀତାଞ୍ଜଳି ସାହୁଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଅନ୍ୟତମ ଅତିଥିଭାବେ ଓଡଗାଁ ତହସିଲଦାର ଡ଼ଃ ମାନସ ରଞ୍ଜନ ଭୋଈ, ଓଡଗାଁ ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ରାଜକିଶୋର ସାହୁ ଓ ସନ୍ତୋଷ କୁମାର କର, ରୋହିବାଙ୍କ ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ସୁରେନ୍ଦ୍ର ସେନାପତି, ପ୍ରଧାନଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ, ଓଡଗାଁ ଏକ ନମ୍ବର ଜୋନର ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ…
Read Moreରୋହିବାଙ୍କ ଇକୋକ୍ଲବ ଛାତ୍ର ଛାତ୍ରୀଙ୍କ ଦ୍ୱାରା ବୃକ୍ଷରୋପଣ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ରାଜ୍ୟସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓ ନୟାଗଡ଼ ତଥା ଓଡଗାଁ ବ୍ଲକ ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ଓଡଗାଁ ବ୍ଲକ ରୋହିବାଙ୍କ ପଞ୍ଚାୟତ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ରୋହିବାଙ୍କ ରେ ଯଶସ୍ବୀ ପ୍ରଧାନ ମନ୍ତ୍ରୀନରେନ୍ଦ୍ର ମୋଦିଙ୍କ ଙ୍କ ୭୬ତମ ଜନ୍ମବାର୍ଷିକ ଉପଲକ୍ଷେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ସହକାରୀ ଜଙ୍ଗଲ ସଂରକ୍ଷକ ଡ଼ଃ ସତ୍ୟଜିତ କର ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ, ସମ୍ମାନିତ ଅତିଥିଭାବେ ଓଡଗାଁ ବନାଞ୍ଚଳ ଅଧିକାରୀ ଅଭିମନ୍ୟୁ ମଲ୍ଲିକ, ଓଡଗାଁ ବନପାଳ ସରିତା ବରାଳ, ବନପାଳ ଜ୍ୟୋତିର୍ମୟୀ ସାମନ୍ତରାୟ, ଲାଉଖାଳ ବନରଖି ଦିପ୍ତିମୟୀ ରାଉତ, କୋମଣ୍ଡ ସାଧାନକେନ୍ଦ୍ର ସଂଯୋଜକ ଲଳିତମୋହନ ମିଶ୍ର ପ୍ରମୁଖ ଯୋଗଦେଇଥିଲେ। ପ୍ରଧାନଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ ସମସ୍ତଙ୍କୁ ସ୍ୱାଗତ କରି ଥିବାବେଳେ ସମସ୍ତ…
Read Moreନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ
ମଗରବନ୍ଧ ବାଲିସାହି ପ୍ରାଥମିକ ବିଦ୍ୟାଳୟ ନଗ୍ନ ଦୃଷ୍ଟାନ୍ତ : କଂଗ୍ରେସ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗ କରିଛି ଜିଲ୍ଲା କଂଗ୍ରେସ। ଶିକ୍ଷକ ନିଯୁକ୍ତି ଦାବିରେ ଓଡ଼ଗାଁ ବ୍ଲକ ମଗରବନ୍ଧ ପଞ୍ଚାୟତ ବାଲିସାହି ପ୍ରାଥମିକ ବିଦ୍ୟାଳୟର କୁନିକୁନି ଛାତ୍ରଛାତ୍ରୀ ନିଜ ପିତାମାତାଙ୍କ ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେବା ଘଟଣାକୁ ନେଇ କଂଗ୍ରେସ ଚିନ୍ତା ପ୍ରକଟ କରିଛି। ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରଛାତ୍ରୀମାନେ ‘ଆମକୁ ଶିକ୍ଷକ ଦିଅ, ଆମେ ପାଠ ପଢ଼ିବୁ’ ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେବା ଘଟଣା ଜିଲ୍ଲାର ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନଚିହ୍ନ ଲଗାଇଛି ବୋଲି ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶ କହିଛନ୍ତି। ଆଗାମୀ ଦିନରେ ଏଭଳି ଦୁର୍ଭାଗ୍ୟଜନକ ଘଟଣାର ପୁନରାବୃତ୍ତି ଯେପରି ନହୁଏ,…
Read Moreଶରଣକୁଳ ମହାବିଦ୍ୟାଳୟରେ ‘ଓସ୍ନେଲିଆ’ର ଅନୁଦାନ ପକ୍ଷ ପାଳିତ: ଦାବି ପୂରଣ ନହେଲେ ସେପ୍ଟେମ୍ବର ୨୨ରୁ ମହାଆନ୍ଦୋଳନ ଚେତାବନୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ (ଓସ୍ନେଲିଆ) ପକ୍ଷରୁ ଶରଣକୁଳ ମହାବିଦ୍ୟାଳୟ ପରିସରରେ ‘ଅନୁଦାନ ପକ୍ଷ’ ପାଳିତ ହୋଇଯାଇଛି। ୧/୬/୨୦୦୮ ରୁ ୧/୬/୨୦୧୮ ମଧ୍ୟରେ ପରିଚାଳନା କମିଟି ଦ୍ବାରା ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ସରକାରୀ ଅନୁଦାନ ପ୍ରଦାନ ଦାବିରେ ଏହି ଅଭିଯାନ ସେପ୍ଟେମ୍ବର ୨ରୁ ସେପ୍ଟେମ୍ବର ୧୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଗତ ବର୍ଷ ବିଧାନସଭାର ମୌସୁମୀ ଅଧିବେଶନ ବେଳେ ସଂଘ ପକ୍ଷରୁ ଚାଲିଥିବା ଆମରଣ ଅନଶନକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟକ୍ଷ ହସ୍ତକ୍ଷେପ ପରେ ସ୍ଥଗିତ ରଖାଯାଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଏକାମ୍ର ବିଧାୟକ ବାବୁ ସିଂ, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଉଚ୍ଚଶିକ୍ଷା ସଚିବ ଅରବିନ୍ଦ ଅଗ୍ରୱାଲ ଓ ନିର୍ଦ୍ଦେଶକ କାଳିପ୍ରସନ୍ନ ମହାପାତ୍ରଙ୍କ ସହ ସଂଘ ଦୀର୍ଘ ଏକ ବର୍ଷ ଧରି ଆଲୋଚନା…
Read Moreସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ ଛାତ୍ରଛାତ୍ରୀ,ସ୍ୱୟଂ ସହାୟକ ଗୋଷ୍ଠୀ ଓ ସଫେଇ ମିତ୍ରଙ୍କ ପ୍ରତିଯୋଗିତା ଅନୁଷ୍ଠିତ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଆଜି ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ -୨୦୨୬ ପାଳନ ଉଦ୍ଦେଶ୍ୟରେ ୨୨ ଟି ପ୍ରାଥମିକ, ଉଚ୍ଚପ୍ରାଥମିକ ଓ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରୁ ମୋଟ ୧୭୭ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ତୃତୀୟ ରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୧୦୫ ଜଣ ଷଷ୍ଠ ରୁ ଅଷ୍ଟମ ୬୦ ଜଣ, ନବମରୁ +୨ ପର୍ଯ୍ୟନ୍ତ ୧୨ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ ବେହେରା ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଚିତ୍ରାଙ୍କନ,ସାଧାରଣଜ୍ଞାନ ଓ ତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଏଥିରେ ବିଚାରକ ରୂପେ ଅବସରପ୍ରାପ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ଦାମୋଦର ଖିଲାର,ଅବସରପ୍ରାପ୍ତ ସେନାଧିକାରୀ ସାର୍ଥକ ଷଢ଼ଙ୍ଗୀ, ଶିକ୍ଷକ ଚିତ୍ତରଞ୍ଜନ ମିଶ୍ର ଓ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ନରେଶ ପାଣିଗ୍ରାହୀ ଦାୟିତ୍ୱ ତୁଲାଇଥିଲେ। ଚିତ୍ରାଙ୍କନ ରେ ପ୍ରିୟାଂଶୁ…
Read Moreଲୋକ ନୋଡ଼ାଲ ବିଦ୍ୟାପୀଠରେ ଜାତୀୟ କ୍ରୀଡ଼ା ଦିବସ ପାଳିତ
ଶରଣକୁଳ, (ନୟାଗଡ଼ ଦର୍ପଣ): ଶରଣକୁଳ ନିକଟବର୍ତ୍ତୀ ପଞ୍ଚିରିଡା ମାନପୁରସ୍ଥ ଲୋକ ନୋଡ଼ାଲ ବିଦ୍ୟପୀଠରେ ଆଜି ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ କ୍ରୀଡ଼ା ପତାକା ଉତ୍ତୋଳନ କରିଥିଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଦ୍ଵେତ ନାରାୟଣ ରଣସିଂହ। ପ୍ରାରମ୍ଭରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ କ୍ରୀଡ଼ାର ନିୟମ ମାନି କ୍ରୀଡ଼ାରେ ଅଂଶ ଗ୍ରହଣ କରିବେ ବୋଲି ଶପଥ ଗ୍ରହଣ କରିଥିଲେ। ଏ ଉଦ୍ଦେଶ୍ୟରେ ଆୟୋଜିତ କବାଡ଼ି ଓ ଫୁଟବଲ ପ୍ରତିଯୋଗିତାରେ ବିଭିନ୍ନ ଶ୍ରେଣୀର ଛାତ୍ର ଛାତ୍ରୀ ଭାଗ ନେଇଥିଲେ। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବୈକୁଣ୍ଠ ନାଥ ପ୍ରଧାନ, ମୋ ବିଦ୍ୟାଳୟ କମିଟିର ସଭାପତି ସନ୍ତୋଷ କୁମାର ପାଳ ଓ ପରିଚାଳନା କମିଟିର ସଦସ୍ୟ ସଦସ୍ୟା ତଥା ବହୁ ଅଭିଭାବକ ଅଭିଭାବିକା ଉପସ୍ଥିତ ରହି ପିଲାମାନଙ୍କୁ ଉତ୍ସାହିତ କରିଥିଲେ। ଆୟୋଜିତ କବାଡ଼ି ପ୍ରତିଯୋଗୀତାରେ ନବମ ଶ୍ରେଣୀ ବିଜୟ…
Read Moreକୁରାଳରେ ଏକଦିବସୀୟ ଯଜ୍ଞ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଳକର ମନ୍ଦିର ମାଳନୀ ଗ୍ରାମ କୁରାଳ ରେ ଆଜି ମାଆ ରାମଚଣ୍ଡୀ ଙ୍କ ପ୍ରାଙ୍ଗଣରେ ଏକଦିବସୀୟ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି।କୁରାଳ ବୈଦିକ ବ୍ରାହ୍ମଣ ସମାଜର ସଭାପତି ସୁଶାନ୍ତ କୁମାର ମିଶ୍ର,ସମ୍ପାଦକ ଜଗନ୍ନାଥ ମିଶ୍ର,କୋଷାଧ୍ୟକ୍ଷ ତପନ କୁମାର ତ୍ରିପାଠୀ ଏବଂ କୁରାଳ ଗ୍ରାମବାସୀ ଙ୍କ ମିଳିତ ସହଯୋଗରେ ନୟାଗଡ଼ ଏବଂ ଗଞ୍ଜାମ ଜିଲ୍ଲାର ପ୍ରାୟ ୧୫ ଟି ଶାସନ ରୁ ମୋଟ ୧୫୭ ଜଣ ବୈଦିକବ୍ରାହ୍ମଣ ଯୋଗଦେଇଥିଲେ।ସମସ୍ତ ବ୍ରାହ୍ମଣ ଙ୍କୁ ଅର୍ଚ୍ଚନା କରାଯାଇ ବସ୍ତ୍ର ଓ ଦକ୍ଷିଣାଦ୍ୱାରା ବରଣ କରାଯାଇଥିଲା।ମୁଖ୍ୟ ଆଚାର୍ଯ୍ୟ ସନ୍ତୋଷ କୁମାର ତ୍ରିପାଠୀ ଙ୍କ ଦ୍ୱାରା ପ୍ରଥମେ ସୂର୍ଯ୍ୟ ପୂଜା ଓ ପୀଠ ପୂଜା ସମ୍ପାଦନ କରାଯାଇଥିଲା।ଗ୍ରାମବାସୀ ଙ୍କ ତରଫରୁ ମୃଦଙ୍ଗ, ଘଣ୍ଟ,କାହାଳୀ ଓ ହୁଳହୁଳି ସହିତ ସମସ୍ତ ବ୍ରାହ୍ମଣ ମାନେ କୁରାଳ ଗ୍ରାମ ପରିକ୍ରମା କରିଥିଲେ।ପ୍ରତ୍ୟେକ ସାହିରେ ପୁରୁଷ…
Read Moreରୋହିବାଙ୍କ ଉଚ୍ଚ ବିଦ୍ୟାଳୟରେ ଅବିଭାବକ ଓ ପୁରାତନ ଛାତ୍ର ଛାତ୍ରୀଙ୍କ ବୃକ୍ଷ ରୋପଣ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ୭୭ ତମ ବନ ମହୋତ୍ସବକୁ ବହୁମାତ୍ରାରେ ଜନାଭିମୁଖୀ କରାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସୂଚନାକୁ ବିଦ୍ୟାଳୟର ଛାତ୍ର ଛାତ୍ରୀ, ସେମାନଙ୍କ ପିତାମାତା ସହିତ ପୁରାତନ ଛାତ୍ର ଛାତ୍ରୀଙ୍କ ଦ୍ୱାରା ମା ‘ ପାଇଁ ଗଛଟିଏ ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇସାରିଛି ନୟାଗଡ଼ ଜିଲ୍ଲା ଓଡଗାଁ ରୋହିବାଙ୍କ ଉଚ୍ଚ ବିଦ୍ୟାଳୟରେ। ପ୍ରାୟ ୧୯୫ଜଣ ଅବିଭାବକ, ପୁରାତନ ଛାତ୍ର ଛାତ୍ରୀଙ୍କୁ ଏଥିରେ ସାମିଲି କରାଇ ପ୍ରଶଂସିତ ହୋଇପାରିଛନ୍ତି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ, ପ୍ରକୃତି ବନ୍ଧୁ ଶିକ୍ଷକ ସନ୍ତୋଷ କୁମାର ସାହୁ ସହିତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ। ଅତିଥିଭାବେ କୋମଣ୍ଡ ସାଧନକେନ୍ଦ୍ର ସଂଯୋଜକ ଲଳିତମୋହନ ମିଶ୍ର, ରୋହିବାଙ୍କ ଗ୍ରାମ ପଞ୍ଚାୟତ ସରପଞ୍ଚ ମହନ୍ତ ବେହେରା, ପୁରାତନ ଜିଲ୍ଲା ପରିଷଦ ସଭ୍ୟ ଉମାଚରଣ ନାୟକ, ପୁରାତନ ଛାତ୍ର ଅଜିତ ପ୍ରଧାନ,…
Read More