ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସ୍ବର୍ଗତ ରୁଦ୍ରମାଧବ ରାୟଙ୍କ ସପ୍ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି। ଶିକ୍ଷା ବିଭାଗ ଅଧ୍ୟାପକ ଜୟକୃଷ୍ଣ ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଭିକାରୀ ଚରଣ ସ୍ୱାଇଁ, ଇଂରାଜୀ ଅଧ୍ୟାପକ ମହେଶ୍ୱର ପ୍ରଧାନ, କ୍ରୀଡା ଶିକ୍ଷକ ପ୍ରଦୀପ କୁମାର ଖଣ୍ଡୁଆଳ, ମାନସ ରଞ୍ଜନ ପ୍ରଧାନ ପ୍ରମୁଖ ଯୋଗଦେଇ ସ୍ବର୍ଗତ ରୁଦ୍ରମାଧବ ରାୟଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଗଭୀର ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରିଥିଲେ। ଶିକ୍ଷକତା ଜୀବନରୁ ରାଜନୀତି, ସରପଞ୍ଚରୁ ପାର୍ଲିଆମେଣ୍ଟ ଏବଂ ନୂଆଗାଁ କଲେଜ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିବା ସହ ଲୋକସେବାକୁ କିପରି ଜୀବନର ବ୍ରତ ଭାବେ ଗ୍ରହଣ କରିଥିଲେ ସେ ଉପରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉଚ୍ଚ…
Read MoreCategory: ନୂଆଗାଁ ବ୍ଲକ
ଚାହାଳି କ୍ଲଷ୍ଟରରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ
ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଢେଙ୍କେଣା ଗ୍ରାମ ପଞ୍ଚାୟତରେ ଥିବା ବଳଭଦ୍ରପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସର୍ବେଶ୍ଵର ବେହେରା ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଜନଶକ୍ତି ଉଚ୍ଚ ବିଦ୍ୟାଳୟ,ଚାହାଳି କ୍ଲଷ୍ଟରର ଶିକ୍ଷକମାନଙ୍କ ଦ୍ଵାରା ପାଳିତ ହୋଇଯାଇଅଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଦାୟିତ୍ୱରେ ଥିବା ଅତିରିକ୍ତ ଶିକ୍ଷାଧିକାରୀ ଉମେଶ ଚନ୍ଦ୍ର କର ସମ୍ମାନୀତ ଅତିଥି ଭାବେ ଜନଶକ୍ତି ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ନିରଞ୍ଜନ ଦାସ, ମିଳିତ ପ୍ରାଥମିକ ଶିକ୍ଷକ ର ସଭାପତି ଚିନ୍ତାମଣି ମିଶ୍ର, ସିଆରସିସି ବିଭୂତି ଭୂଷଣ ମିଶ୍ର, ସ୍ଥାନୀୟ ସରପଞ୍ଚ ଯୋଗଦେଇ ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷକ ଶ୍ରୀ ବେହେରା କିପରି ଛାତ୍ର ବତ୍ସଳ, ଦାୟିତ୍ବବାନ ଶିକ୍ଷକ ଥିଲେ ସେ ଉପରେ ବକ୍ତବ୍ୟ ରଖିଥିଲେ। ଅବସରପ୍ରାପ୍ତ ଶିକ୍ଷକଙ୍କୁ…
Read Moreଅମୃତ ସରୋବର ପ୍ରକଳ୍ପ ସ୍ଥାନ ପରିଦର୍ଶନ କଲେ ଜିଲ୍ଲା ନୋଡାଲ ଅଧିକାରୀ ଏବଂ ବିଡ଼ିଓ
ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ମଧ୍ୟରେ କାର୍ଯ୍ୟରତ ଅମୃତ ସରୋବର ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିଛନ୍ତି ଜିଲ୍ଲା ନୋଡାଲ ଅଧିକାରୀ ଏବଂ ନୂଆଗାଁ ବ୍ଲକ୍ ବିଡ଼ିଓ। ନୂଆଗାଁ ବ୍ଲକ୍ ବିଡ଼ିଓ ସଚିଦା ନନ୍ଦ ମିଶ୍ର, ଜିଲ୍ଲା ନୋଡାଲ ଅଧିକାରୀ ଦିଲ୍ଲୀପ କୁମାର ଜେନା ଙ୍କୁ ନେଇ ନୂଆଗାଁ ବ୍ଲକ ମଧ୍ୟରେ କାର୍ଯ୍ୟରତ ଅମୃତ ସରୋବର ପ୍ରକଳ୍ପ ସ୍ଥାନ ଉଦୟପୁର, ଶିକ୍ରୀଡା, ହରିପୁର, ବେରୁଆଁବାରୀ, ମହୀପୁର ଇତ୍ୟାଦି ପଞ୍ଚାୟତ ମଧ୍ୟରେ ଚାଲିଥିବା ଅମୃତ ସରୋବର କାର୍ଯ୍ୟ ପରିଦର୍ଶନ କରିଥିଲେ। ବିଡ଼ିଓଙ୍କ ସହିତ ନୂଆଗାଁ ବ୍ଲକ ସହକାରୀ ଯନ୍ତ୍ରୀ ଓ ଏପିଓ ଉପସ୍ଥିତ ଥିଲେ।
Read Moreଜଣ ନୁହେଁ, ଗଣ ପତ୍ରିକା – “ମାଟିର ସ୍ୱର”
ଦଶପଲ୍ଲା,(ନୟାଗଡ଼ ଦର୍ପଣ); ସମ୍ପ୍ରତି ଦଶପଲ୍ଲାଠାରେ ମାଟିର ସ୍ୱର ଇ-ପତ୍ରିକାର ତୃତୀୟ ସଂଖ୍ୟା ଆଜି ତା ୩୧/୫/୨୩ ରିଖ ଦିନ ଶ୍ରୀମତୀ ଲୋପାମୁଦ୍ରା ମହାନ୍ତିଙ୍କ ଦ୍ୱାରା ମାଟି ମଣିଷଙ୍କ ଉଦେଷ୍ୟରେ ଆଭାସୀ ଉତ୍ସବ ମାଧ୍ୟମରେ ଲୋକାର୍ପଣ ହୋଇଯାଇଛି। ଶ୍ରୀମତୀ ସସ୍ମିତା ଦାଶ, ଢେଙ୍କାନାଳ, ଡ. ବାସନ୍ତୀ ମହାନ୍ତି, ଭୁବନେଶ୍ଵର, ମହାଶ୍ୱେତା ପଟ୍ଟନାୟକ, ଭୁବନେଶ୍ଵର, ବନ୍ଦନା ବିଶ୍ବାସ, ବାଲେଶ୍ଵର, ଡ. ଲକ୍ଷ୍ମୀପ୍ରିୟା ଦେଈ, ଦଶପଲ୍ଲା, ରୋହିତ ଜେନା, ଗଞ୍ଜାମ, ଶ୍ରୀକାନ୍ତ ପଣ୍ଡା, ଭଦ୍ରକ, ନଟବର ପ୍ରଧାନ, କଟକ, ଶ୍ରୀକାନ୍ତ ଘଡ଼ାଇ, ମୁମ୍ବାଇ, ଜ୍ଞାନ ପ୍ରକାଶ ବାରିକ, ବୌଦ୍ଧ, ଵିନୋଦ ବିହାରୀ ମହାରଣା, ଧୁଆମଡ଼ା, ବନମାଳୀ ସାହୁ ଓ ତାଙ୍କ ପରିବାର ବର୍ଗ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି କଥା ସମ୍ରାଟ ସୁରେନ୍ଦ୍ର ମହାନ୍ତିଙ୍କ ଉଦେଶ୍ୟରେ ନିଜ ନିଜର ଶ୍ରଦ୍ଧାଂଜଳି କବିତା ଆବୃତ୍ତି କରିବା ସହିତ ମାଟିର ସ୍ୱର ପତ୍ରିକା ଓ…
Read Moreପାଢ଼ୀ ଟ୍ୟୁଟୋରିଆଲ ଛାତ୍ରଛାତ୍ରୀଙ୍କୁ ବିପୁଳ ସଫଳତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷର +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ପାସ ହାରରେ ସାରା ରାଜ୍ୟରେ ନୟାଗଡ଼ ଜିଲ୍ଲାପ୍ରଥମ ସ୍ଥାନ ଅଧିକାର କରିଛି। ନୟାଗଡ଼ ସହର ମଧ୍ୟରେ ଥିବା ପାଢ଼ୀ ଟ୍ୟୁଟୋରିଆଲ ଛାତ୍ରଛାତ୍ରୀମାନେ ବିପୁଳ ସଫଳତା ପାଇଥିବା ଜଣା ପଡ଼ିଛି। ବିଜ୍ଞାନ ବିଭାଗରେ ଜିଲ୍ଲା ଟପ୍ପର ହୋଇଥିବା ପ୍ରଜ୍ଞାନ ମହାନ୍ତି ୫୬୪ ନମ୍ବର ରଖିଥିବା ବେଳେ ସେ ପାଢ଼ୀ ଟ୍ୟୁଟୋରିଆଲ ଛାତ୍ର ଅଟନ୍ତି । ଏଥିସହିତ ପପୁନ ବରାଡ଼ ୫୫୭, ତନୁଶ୍ରୀ ପ୍ରିୟଦର୍ଶିନୀ ଦାଶ ୫୪୮, ଅର୍ପଣ କୁମାର ସାହୁ ୫୪୬ ମାର୍କ ରଖି A1 ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହି ଟ୍ୟୁଟୋରିଆଲ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩୭ଜଣ ୫ଶହରୁ ଉର୍ଦ୍ଧ୍ବ ମାର୍କ ରଖିଥିବା ବେଳେ ୧୮୯ଜଣ ପ୍ରଥମ ଶ୍ରେଣୀରେ ଓ ୩୨ଜଣ ଦ୍ବିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହି…
Read Moreସଂସ୍କୃତଭାଷା ପ୍ରଶିକ୍ଷଣ ଦ୍ବାରା ଆଦର୍ଶ ସମାଜ ଗଠନ ସମ୍ଭବ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସୟଂଶାସିତ ମହାବିଦ୍ୟାଳୟରସୁବର୍ଣ୍ଣ ଜୟନ୍ତୀ କକ୍ଷରେ ଦଶଦିନାତ୍ମକ ଆବିସିକ ପ୍ରଶିକ୍ଷଣ ବର୍ଗର ସମାପନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ରଣପୁର ବିଧାୟକ ତଥା ନୟାଗଡ଼ ଯୋଜନାବୋଡ଼ର ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ ଯୋଗଦେଇ କହିଥିଲେ ଯେ, ସଂସ୍କୃତଭାଷା ପ୍ରଶିକ୍ଷଣ ଦ୍ବାରା ଆଦର୍ଶ ସମାଜ ଗଠନ ସମ୍ଭବ । ମହାବିଦ୍ୟାଳୟର ଅଧ୍ୟକ୍ଷ ସୁରେଶ କୁମାର ପ୍ରଧାନ ଯୋଗଦେଇ ଅଧ୍ୟକ୍ଷତା କରିବା ସହ ସଂସ୍କୃତ ଭାଷା ଭାରତୀୟ ସଂସ୍କୃତିର ପ୍ରାଣ ବୋଲି କହିଥିଲେ । ମୁଖ୍ୟବକ୍ତାଭାବେ ଲୋକକବି କାଳୀପ୍ରସନ୍ନ ଶତପଥୀ ଯୋଗଦେଇ ସଂସ୍କୃତ ପ୍ରଶିକ୍ଷଣ ଦ୍ଵାରା ବିବିଧ ପ୍ରବେଶିକା ପରୀକ୍ଷାରେ କୃତକାର୍ଯ୍ୟ ସମ୍ଭବ ବୋଲି କହିଥିଲେ । ବିଶିଷ୍ଟ ଅତିଥି ଭାବେ ନବୋଦୟ ବିଦ୍ୟାଳୟର ଓଡ଼ିଆ ଅଧ୍ୟାପିକା ସୁଦିପ୍ତା ବିଶ୍ଵାଳ ସଂସ୍କୃତ ସାହିତ୍ୟର ନୈତିକ ମୂଲ୍ୟବୋଧ ବିଷୟରେ ଆଲୋକପାତ କରିଥିଲେ । ସଂସ୍କୃତ ବିଭାଗ ମୁଖ୍ୟ…
Read Moreସମୂହଛୁଟି ପାଇଁ ଦାବିପତ୍ର ପ୍ରଦାନ କଲା ଜିଲ୍ଲା ଅମଲା ସଂଘ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମିଳିତ ଅମଲା ମଞ୍ଚ ପକ୍ଷରୁ କୃଷି ବିଭାଗ ସଭାଗୃହ ମଧ୍ୟରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇଥିଲା । ଆଗାମୀ ଦିନର କାର୍ଯ୍ୟପନ୍ଥା ସମ୍ବନ୍ଧରେ ସୁଚନା ଦେଇଥିଲେ। ସେମାନଙ୍କ ଦାବି ପୁରଣ ନହେଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ରହିବେ ବୋଲି ପ୍ରକାଶ କରିଥିଲେ । ନୟାଗଡ଼ ଜିଲ୍ଲା ଅମଲା ସଂଘର ଆବାହକ ଶ୍ରୀଧର କୁମାର ସାହୁ, ଅଧ୍ୟକ୍ଷ କୈଳାସ ଚନ୍ଦ୍ର ଓଝା, ଉପସଭାପତି ରଶ୍ମିରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ । ମୁଖ୍ୟତଃ ସ୍ନାତକ ଶିକ୍ଷାଗତ ଯୋଗ୍ୟତା ଭିତିରେ ଜିଲ୍ଲା ସ୍ତରୀୟ କନିଷ୍ଠ ଅମଲା ସହିତ ଗ୍ରେଡ୍ ପେ ମାନଙ୍କର ମୁଳ ଦରମା ୯,୩୦୦ ଟଙ୍କା ୪,୨୦୦ ଟଙ୍କା ବୃଦ୍ଧି କରିବା ପାଇଁ ଦାବି ରଖୁଛନ୍ତି । ସଂଘ ପକ୍ଷରୁ ଗତ ଏପ୍ରିଲ ୨୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ…
Read Moreନୂଆଗାଁ ବ୍ଳକ ସଂପଡାରେ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମ
ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ ସଂପଡା ସ୍କୁଲ ପରିସରରେ ଭିନ୍ନକ୍ଷମ ସହାୟତା ସଂସ୍ଥା ଆନୁକୁଲ୍ଯରେ ଭିନ୍ନକ୍ଷମ ସାର୍ଟିଫିକେଟ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଲକ୍ଷ୍ମୀଧର ବେହେରାଙ୍କ ପରାମର୍ଶ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଅଦ୍ଦୀପତ କହଁର,ସମ୍ମାନୀତ ଅତିଥି ଭାବେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ନୂଆଗାଁ ବ୍ଲକ ସାମଜିକ ସୁରକ୍ଷା ଅଧିକାରୀ, ମାଈଛେଳି ସରପଞ୍ଚଙ୍କ ପ୍ରତିନିଧି ଦାଶରଥି ପ୍ରଧାନ ଯୋଗଦେଇଥିଲେ । ଡିଜାବିଲ ରିଲିଫ ଅର୍ଗାନାଇଜେସନ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଭିନ୍ନକ୍ଷମମାନଙ୍କୁ ସରକାରଙ୍କ ତରଫରୁ ଆସୁଥିବା ସମସ୍ତ ଯୋଜନା ସଠିକ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ପାଖରେ ପହଞ୍ଚିବା । ନୟାଗଡ ଜିଲ୍ଲା ମୁଖ୍ୟ ସାମାଜିକ ସୁରକ୍ଷା ଅଧିକାରୀ ଭିନ୍ନକ୍ଷମ ମାନଙ୍କ ପାଇଁ ସରକାରଙ୍କ ତରଫରୁ ଆସୁଥିବା ସମସ୍ତ ଯୋଜନା ବିଷୟରେ ବୁଝାଇଥିଲେ ।। ଶେଷରେ ଡିଜାବଲ ରିଲିଫ ଅର୍ଗାନାଇଜେସନ ଭିନ୍ନ କ୍ଷମ ସହାୟତା…
Read Moreମହାମହିମ ରାଜ୍ୟପାଳଙ୍କୁ କାଳିଆ କଳା ପୁସ୍ତକ ଉପହାର
ନୟାଗଡ଼,(ନୟାଗଡ଼ ଦର୍ପଣ): ମହାମହିମ ରାଜ୍ୟପାଳଙ୍କୁ କାଳିଆ କଳା ପୁସ୍ତକ ଉପହାର। ବିଶ୍ୱ ନିୟତା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଚିତ୍ର ଗୀତି ଶତକ କାଳିଆ କଳା ପୁସ୍ତକ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରେ ସମର୍ପିତ ହେଲା ପରେ ଆଜି ଅପରାହ୍ନରେ ରାଜଭବନ ପରିସରରେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲଜୀଙ୍କୁ ଆୟୋଜକମାନଙ୍କ ତରଫରୁ ଉକ୍ତ ପୁସ୍ତକକୁ ଉପହାର ସ୍ୱରୂପ ପ୍ରଦାନ କରାଯାଇଛି। କାଳିଆ କଳା ପୁସ୍ତକରେ୧୦୨ଗୋଟି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଭିନ୍ନ ବେଶର ଫଟୋ ସମେତ ଶ୍ଳୋକ ସ୍ଥାନିତ କରାଯାଇଛି । ପୁସ୍ତକଟି ଅତ୍ୟନ୍ତ ଚମତ୍କାର ଏବଂ ଜଗନ୍ନାଥ ପ୍ରେମୀଙ୍କ ମନରେ ଅପାର ଆନନ୍ଦ ସୃଷ୍ଟି କରିବବୋଲି ମତବ୍ୟକ୍ତ କରିବା ସଙ୍ଗେ ସଙ୍ଗେ ବିଭିନ୍ନ ବର୍ଗର ଲୋକଙ୍କ ପାଖରେ ଅଧିକରୁ ଅଧିକ ସଂଖ୍ୟାରେ ପୁସ୍ତକଟିକୁ ପହଞ୍ଚାଇବା ପାଇଁ ମହାମହିମ ରାଜ୍ୟପାଳ ପରାମର୍ଶ ଦେଇଥିଲେ।ତତ୍ ସହିତ ନାଟ୍ୟଭୂଷଣ ଡ଼ଃ ବିଜୟ…
Read Moreମା ସୁନାଦେଇ କ୍ରିକେଟ୍ ଟୁର୍ଣ୍ଣମେଣ୍ଟରେ ‘ବାଗଦେଵୀ କ୍ରିକେଟ୍ ଟିମ୍’ ଚାମ୍ପିଅନ
ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଗୁମୀ ପଞ୍ଚାୟତ ଅଧିନରେ ଥିବା କୁସୁମ ଗାଡିଆ ଗ୍ରାମ ରେ ମା ସୁନାଦେଇ କ୍ରିକେଟ୍ କ୍ଳବ୍ ଆନୁକୁଲ୍ୟରେ ଘୋଡକବାରି କ୍ରିକେଟ୍ କ୍ଳବ୍ ସହିତ ମା ବାଗଦେବୀ କ୍ରିକେଟ୍ କ୍ଳବ୍ ମଧ୍ୟରେ ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ଘୋଡ଼କ ବାରି କ୍ରିକେଟ୍ ଟିମ୍ ଟଚ୍ ୱିନ୍ କରି ନିର୍ଦ୍ଧାରିତ ୧୫ ଓଭରରେ ସମସ୍ତ ଉଇକେଟ ହରାଇ ୬୩ ରନ୍ ସଂଗ୍ରହ କରିଥିଲେ।ଏହାର ଜବାବରେ ମା ବାଗଦେବୀ କ୍ରିକେଟ୍ କ୍ଳବ୍ ୭ ଓଭରରେ ଗୋଟିଏ ଉଇକେଟ୍ ହରାଇ ମ୍ୟାଚ୍ ଟିକୁ ଜିତି ନେଇଥିଲେ।ଖେଳକୁ ମୁନା ଜାନୀ ଏବଂ ଶ୍ରୀକାନ୍ତ ପ୍ରଧାନ ପରିଚାଳନା କରିଥିଲେ।ଏହି ଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷାଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା ସମ୍ମାନୀତ ଅତିଥି ଭାବେ ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ, ସ୍ଥାନୀୟ ସରପଞ୍ଚ ବବୃ ମହାରଣା,…
Read More