୩୬ବର୍ଷ ନିରବଚ୍ଛିନ୍ନ, ନିଷ୍ଠାପର ଭାବେ ବିଦ୍ୟାଳୟରେ କାର୍ଯ୍ୟକରି ଆଜି ନେଲେ ଅବସର

ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଅନ୍ତର୍ଗତ ମାଇଛେଳି ପଞ୍ଚାୟତରେ ଥିବା ଚିନ୍ତାମଣି ବିଦ୍ୟାପୀଠ, ସମ୍ପଡା ପରିସରରେ ପୁରାତନ ଛାତ୍ର ସଂସଦ ତରଫରୁ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଭାପତି ପ୍ରମୋଦ କୁମାର ଖଣ୍ଡୁଆଳଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନୂଆଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ବିଶିଷ୍ଟ ଅତିଥି ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ମୁଖ୍ୟବକ୍ତା ଚିନ୍ତାମଣି ବିଦ୍ୟାପୀଠର ପ୍ରଧାନଶିକ୍ଷକ ଭୀମସେନ ସାହୁ, ସମ୍ମାନୀତ ଅତିଥିଭାବେ ସମାଜସେବୀ ଶଙ୍କର୍ଷଣ ବେହେରା, ନୂଆଗାଁ ହାଇସ୍କୁଲ୍ ପ୍ରଧାନ ଶିକ୍ଷକ ଭୀମସେନ ଦାସ, ସି ଆର୍ ସି ସି କୈଳାଶ ନାୟକ, ବିଜ୍ଞାନ ଶିକ୍ଷକ ବିନାୟକ ପରିଡ଼ା, ହରିହର ତ୍ରିପାଠୀ, ହିନ୍ଦୀ ଶିକ୍ଷକ ହୃଷିକେଶ ପ୍ରଧାନ, ସଂସ୍କୃତ ଶିକ୍ଷକ ଗୋପାଳ ଚନ୍ଦ୍ର ରାୟଗୁରୁ, କ୍ରୀଡା ଶିକ୍ଷକ ପରମାନନ୍ଦ ପରିଡ଼ା,…

Read More

ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଦୁରୁଦୁରା କ୍ଲଷ୍ଟର ସିଆରସିସି ରାକେଶ କୁମାର ଘଡେ଼ଇଙ୍କ ତତ୍ବାବଧାନରେ ଦୁରୁଦୁରା କ୍ଳଷ୍ଟରରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ହେଉଛି ଶିଶୁମାନଙ୍କ ଭିତରେ ଥିବା ପ୍ରତିଭାକୁ ବିକଶିତ କରିବା ବୋଲି ସିଆରସିସି କହିଥିଲେ। ଶିଶୁ ମହୋତ୍ସବ ସୁରଭିରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୀତ, ନୃତ୍ୟରେ ବିଚାରକ ଭାବେ ରକ୍ ଷ୍ଟାର ନୃତ୍ୟ ଏକାଡେମୀ କୋରିଓ ଗ୍ରାଫର ଅରବିନ୍ଦ ବାରିକ, ଶାବରୀ ପରମଗୁରୁ ଯୋଗଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାରେ ୨୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଚାହାଳି କ୍ଲଷ୍ଟର ସିଆରସିସି ବିଭୂତି ଭୂଷଣ ମିଶ୍ରଙ୍କ ତତ୍ବାବଧାନରେ ଜନଶକ୍ତି ହାଇସ୍କୁଲ୍ ଚାହାଳିରେ ,  ବିଜୟ କୁମାର ବେହେରାଙ୍କ ତତ୍ବାବଧାନରେ ନୀଳାଦ୍ରିପୁର କ୍ଲଷ୍ଟରରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିଲାଦ୍ରିପୁର କ୍ଲଷ୍ଟରରେ ଅନୁଷ୍ଠିତ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମରେ…

Read More

ବ୍ଲକସ୍ତରୀୟ ଉଚ୍ଚ ପ୍ରାଥମିକ ଶିକ୍ଷକ ଶିକ୍ଷୟତ୍ରୀଙ୍କ ତାଲିମ କାର୍ଯ୍ୟକ୍ରମ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ପଞ୍ଚାୟତ ହାଇସ୍କୁଲ୍ ବକଳ ବନ୍ଧରେ ବ୍ଲକସ୍ତରୀୟ ଉଚ୍ଚ ପ୍ରାଥମିକ ଶିକ୍ଷକ ଶିକ୍ଷୟତ୍ରୀଙ୍କ ବ୍ଲକସ୍ତରୀୟ ଉଚ୍ଚ ପ୍ରାଥମିକ ଶିକ୍ଷକ ଶିକ୍ଷୟତ୍ରୀଙ୍କ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସି ଆର୍ ସି ସି ବିଭୂତି ଭୂଷଣ ମିଶ୍ର ଏବଂ ରାକେଶ କୁମାର ଘଡେ଼ଇଙ୍କ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆର୍ ପି ଦେବବ୍ରତ ଶତପଥୀ, ସିଦ୍ଧାର୍ଥ ରତ୍ନ, ପ୍ରଭାତୀ ଦେଇ ଏବଂ ସୁଭଦ୍ରା ସାହୁ ଶିକ୍ଷକମାନଙ୍କର ବିକାଶତ୍ମକ ମନୋବୃତ୍ତି, ସାମାଜିକ,  ଆବେଗିକ ନୈତିକ ଶିକ୍ଷା, ଅନ୍ତର୍ନୀବେଶୀ ଶିକ୍ଷା, ବସ୍ତାନୀ ବିହୀନ ପାଠପଢ଼ା ଦିବସ, ଜାତୀୟ ଉପଲବ୍ଧି ସର୍ବେକ୍ଷଣ ଆଦି ଉପରେ ଶିକ୍ଷକ ଶିକ୍ଷୟତ୍ରୀ ତାଲିମ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ୫୫ଜଣ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି ତାଲିମ ଗ୍ରହଣ କରିଥିଲେ।ତାଲିମ ଶିବିର…

Read More

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ  ଥିବା ସଂପଡା କ୍ଲଷ୍ଟର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ  ଆଜି କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ମୁଖ୍ୟ ଅତିଥି ଭାବେ ମାଇଛେଳି ଗ୍ରାମପଞ୍ଚାୟତ ସରପଞ୍ଚ ସ୍ୱାଗତିକା ପ୍ରିୟଦର୍ଶିନୀ ପ୍ରଧାନ  ଯୋଗଦେଇ ଶିଶୁ ମାନଙ୍କ ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ।ସମ୍ମାନୀତ ଅତିଥି ଭାବେ ଚିନ୍ତାମଣି ବିଦ୍ୟାପୀଠର ଶିକ୍ଷକ ବିନାୟକ ପରିଡ଼ା, ହରିହର ତ୍ରିପାଠୀ, ହ୍ରୁଶିକେଶ ପ୍ରଧାନଙ୍କ ସହିତ ଶିକ୍ଷକ ପ୍ରମୋଦ କୁମାର ଖଣ୍ଡୁଆଳ, ସୁଧିର ପ୍ରଧାନ,  ପ୍ରଧାନଶିକ୍ଷକ ପୁଲୋଚନ କହଁର, ଶିକ୍ଷୟତ୍ରୀ ଶଞ୍ଜୁକ୍ତା ପରିଡା, ପ୍ରଭାତି ପରିଡା ପ୍ରମୁଖ ଯୋଗଦେଇଥିଲେ। ସଂପଡା କ୍ଲଷ୍ଟରରେ ଥିବା କାଣିଗିରି, କୃଷ୍ଣଚନ୍ଦପୁର, ମାଇଛେଳି, ପାରାଢିପି, ଗୋହିରିବାଦୁ ଆଦି ବିଦ୍ୟାଳୟର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ଏହି ସୁରଭି କାର୍ଯ୍ୟକ୍ରମରେ କୁଇଜ୍, ଇଲୋକୁସନ୍, ଚିତ୍ରାଙ୍କନ, ଗୀତ, ନୃତ୍ୟ  ଇତ୍ୟାଦି ପ୍ରତିଯୋଗିତା…

Read More

ନୂଆଗାଁ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ସ୍ତରୀୟ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ନୂଆଗାଁ, (ନୟାଗଡ଼ ଦର୍ପଣ):  ନୂଆଗାଁ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୂଆଗାଁ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ଶିକ୍ଷଣ ପ୍ରତିଷ୍ଠାନ ରାଜସୁନାଖଳା ଶିକ୍ଷକ ପ୍ରଶିକ୍ଷକ ଦୀପକ ବେହେରା ଯୋଗଦେଇ ସ୍ଵଚ୍ଛତା କଣ, ସ୍ଵଚ୍ଛତାର ଅର୍ଥ ଛାତ୍ରଛାତ୍ରୀଙ୍କୁ କହିବା ସହ ଛାତ୍ରଛାତ୍ରୀମାନଙ୍କ ସ୍ଵଚ୍ଛତା ଉପରେ ଛୋଟ ଛୋଟ ପ୍ରୟାସ ଦେଶକୁ ସ୍ଵଚ୍ଛତା ଦିଗରେ ଆଗେଇ ନେଇଥାଏ। ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ କବିତା ଦାଶ, କୋରଡ଼ା ପଞ୍ଚାୟତ ହାଇସ୍କୁଲ୍ ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ଖଣ୍ଡୁଆଳ, ନୂଆଗାଁ ହାଇସ୍କୁଲ୍ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଭୀମସେନ ଦାସ, ଜଗନ୍ନାଥ ପ୍ରସାଦ ହାଇସ୍କୁଲ୍ ପ୍ରଧାନ ଶିକ୍ଷକ ସୁକଦେବ ପ୍ରଧାନ ପ୍ରମୁଖ ଯୋଗଦେଇ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମର ମହତ୍ତ୍ୱ…

Read More

ଲୋକନୃତ୍ୟ ପ୍ରତି ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି ହେବା ଆବଶ୍ୟକ: ବିଇଓ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୂଆଗାଁ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଯୋଗଦେଇ ଲୋକନୃତ୍ୟର ମହତ୍ତ୍ଵ ଉପରେ କହିଥିଲେ। ସମ୍ମାନୀତ ଅତିଥିଭାବେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ କବିତା ଦାସ, ନୂଆଗାଁ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଭୀମସେନ ଦାସ ପ୍ରମୁଖ ଯୋଗ ଦେଇଥିଲେ। ମହିପୁର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ଶୁଭ ସ୍ୱାଗତିକା ବିଶ୍ଵାଳ, ଶୁଭଶ୍ରୀ ପ୍ରଧାନ, ପ୍ରିୟଦର୍ଶିନୀ ବେହେରା, ଜ୍ୟୋତ୍ସ୍ନାରାଣୀ ରାୟ, ଶ୍ରେୟା ଶତପଥୀ, ସୋନାଲି ବେହେରା ପ୍ରଥମ ସ୍ଥାନ ଅଧିକାର କରି ଜିଲ୍ଲା ସ୍ତରକୁ ମନୋନୀତ ହୋଇଛନ୍ତି। କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ବ୍ଲକ୍ ଶିକ୍ଷା ଅଧିକାରୀ ପୁରସ୍କୃତ କରିଥଲେ। ଆସନ୍ତା…

Read More

ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ନିଲମ୍ବିତ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ସୁଧାଂଶୁ ଶେଖର ପଣ୍ଡା ନିଲମ୍ବିତ ହୋଇଛନ୍ତି। ସୂଚନା ଅନୁଯାୟୀ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁଙ୍କ ଅଜ୍ଞାତ ସାରରେ କନିଷ୍ଠ କିରାଣୀ ସୁଧାଂଶୁ ପୂଜା ଆଡଭାନ୍ସ ପାଇଁ ଶିକ୍ଷକ ମାନଙ୍କ ଠାରୁ ୧୦୦ଟଙ୍କା ଲେଖାଏଁ ଆଦାୟ କରୁଥିଲେ। ଏନେଇ ଶିକ୍ଷକମାନେ ଟଙ୍କା ଦେଉଥିବା କନିଷ୍ଠ କିରାଣୀ ଟଙ୍କା ମାଗିଥିବା ଏକ ଭିଡିଓ ଭାଇରଲ୍ ହୋଇଥିଲା। ଏହି ଘଟଣା ଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକ ଜାଣିବା ପରେ ଅଫିସ ଅର୍ଡର ନଂ ୮୨୬୪ ରେ ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ କନିଷ୍ଠ କିରାଣୀଙ୍କୁ ନିଲମ୍ବିତ କରିଥିବା ଜଣାପଡିଛି। ତେବେ ଏ ସମ୍ପର୍କରେ ବିଇଓଙ୍କୁ ପଚାରିବାରୁ ତାଙ୍କ ଅଜ୍ଞାତସାରରେ ଏଭଳି ଘଟଣା ହୋଇଥବା ଏବଂ ଆଗାମୀ ଦିନରେ ଏଭଳି ଘଟଣାର ପୁନରାବୃତ୍ତି ନ…

Read More

କ୍ରୀଡା ଓ ଯୋଗର ମହତ୍ତ୍ଵ ଅତୁଳନୀୟ କହିଲେ ଦଶପଲ୍ଲା ବିଧାୟକ

ନୂଆଗାଁ:(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ, ଚାହାଳି ଠାରେ ନୟାଗଡ ଜିଲ୍ଲା ବିଦ୍ୟାଳୟ ସମୂହ କ୍ରୀଡ଼ା ସଂଗଠନ ତରଫରୁ ଜିଲ୍ଲା ସ୍ତରୀୟ ବ୍ୟାଡ ମିଣ୍ଟନ, ଚେସ, ଯୋଗ ମନୋନୟନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ବିଦ୍ୟାଳୟ ସମୂହ କ୍ରୀଡା ସଂଗଠନ ର ସଭାପତି ରାଜଶ୍ରୀ ପଟ୍ଟନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିବା ସହ କ୍ରୀଡା ଦ୍ଵାରା ଛାତ୍ର ଛାତ୍ରୀ ମାନଙ୍କ ଶାରିରୀକ, ମାନସିକ ଏବଂ ସାମାଜିକ ବିକାଶ ହୋଇଥାଏ,ତେଣୁ ଛାତ୍ର ଛାତ୍ରୀ ମାନେ ପାଠ ପଢ଼ିବା ସହିତ କ୍ରୀଡା, ଯୋଗକୁ ମଧ୍ୟ ଗୁରୁତ୍ଵ ଦେବାର ଆବଶ୍ୟକତା ରହିଛି ବୋଲି ଦଶପଲ୍ଲା ବିଧାୟକ…

Read More

ଲୁଣିସରା ଠାରେ ଇନୋଭା  ଅଟୋ ଧକ୍କା , ଅଟୋ ଚାଳକ ମୃତ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ଥାନା ୫୭ନଂ ଜାତୀୟ ରାଜପଥ ଲୁଣିସରା ଠାରେ ଇନୋଭା ସହିତ ଅଟୋ ଧକ୍କା ହେବା ଫଳରେ ଅଟୋ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଥାଉକି ଅପରାହ୍ନ ୪ ଟା ସମୟରେ ଭୂବନେଶ୍ୱରରୁ ଏକ ଇନୋଭା ଗାଡି(ଓଡ଼ି- ୦୨- ବି ଡବ୍ଲୁ- ୧୭୨୭ )ଭୁବନେଶ୍ୱରରୁ ଫୁଲବାଣୀ ଯାଉଥିବା ବେଳେ ଦଶପଲ୍ଲାରୁ ନୟାଗଡ ଅଭିମୁଖେ ଯାଉଥିବା ଏକ ଅଟୋ (ଓଡ଼ି -୨୫ ସି -୪୦୦୨) ଲୁଣିସରା ନିକଟରେ ଉଭୟ ଗାଡି ମୁହାମୁହିଁ ହୋଇଥିଲେ। ଫଳରେ ଅଟୋ ଚାଳକ ଓଡ଼ଗାଁ ଥାନା ସାକେରୀ ଗ୍ରାମର ବାସୁଦେବ ପ୍ରଧାନଙ୍କ ପୁଅ ବିରଞ୍ଚି ନାରାୟଣ ପ୍ରଧାନ ଗୁରୁତର ଭାବେ ଆହତ ହୋଇଥିଲେ। ତାଙ୍କୁ ଆହତ ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ସହାୟତାରେ ନୟାଗଡ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। କିନ୍ତୁ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ବିରଞ୍ଚିଙ୍କୁ…

Read More

ବିଭିନ୍ନ ବ୍ଲକରେ ଉତ୍କଳ ସାମ୍ବାଦିକ ସଂଘ ସାଂଗଠନିକ ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଜିଲ୍ଲା ଶାଖା ସଭାପତି ଶ୍ରୀକାନ୍ତ ଖଟେଇଙ୍କ ନିର୍ଦ୍ଦେଶରେ ଆଜି ବିଭିନ୍ନ ବ୍ଲକରେ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଛି । ଶାଖା ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ବୈଦ୍ୟଭୂଷଣ ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିଭିନ୍ନ ବ୍ଲକକୁ ଯାଇ ଅନେକ ବିଷୟରେ ଆଲୋଚନା କରିଛନ୍ତି । ଭାପୁର ବ୍ଲକରେ ଭାପୁର ପ୍ରେସ କ୍ଲବ ଶିଶିର କୁମାର ସାହୁ, ରଞ୍ଜନ କୁମାର ମହାପାତ୍ରଙ୍କ ସହ ଅନେକ ସାମ୍ବାଦିକ ଉପସ୍ଥିତ ରହି ପୂର୍ତ୍ତ ବିଭାଗ ଡାକବଙ୍ଗଳାଠାରେ ଆଲୋଚନା କରିଥିଲେ । ସେହିଭଳି ଭାବେ ଭାପୁର ଆଞ୍ଚଳିକ ସାମ୍ବାଦିକ ସଂଘ ବରିଷ୍ଠ ସାମ୍ବାଦିକ ଶୁଭେନ୍ଦୁ ପଟ୍ଟନାୟକ, ସଂଗ୍ରାମ ପଟ୍ଟନାୟକଙ୍କ ସମେତ ଅନେକ ପ୍ରତିନିଧି ଉପସ୍ଥିତ ରହି ଆଲୋଚନା କରିବା ସହ ବିଭିନ୍ନ ପ୍ରସ୍ତାବ ଦେଇଥିଲେ । ସାମ୍ବାଦିକତା ଆରମ୍ଭରୁ ଆମେ ଉତ୍କଳ ସାମ୍ବାଦିକ…

Read More