ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବିଜୁ ଜନତା ଦଳର ପକ୍ଷରୁ ଏକ ସାଂଗଠନିକ ଆଲୋଚନା ପର୍ବ ନୟାଗଡ଼ ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡାଙ୍କ ଆବାହକତ୍ୱରେ ଆୟୋଜିତ ସଭାରେ ପ୍ରଥମେ ବିଜେଡି କୃଷକ ଦଳ ସଭାପତି ସ୍ୱର୍ଗତ ଜଗନ୍ନାଥ ପଣ୍ଡାଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା । ସଭାରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇ କର୍ମୀଙ୍କ ସହ ଆଲୋଚନା କରିଥିଲେ । ବିଜୁ ଜନତା ଦଳ ସାଂଗଠନିକ ସ୍ଥିତିକୁ ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ନୟାଗଡ଼ ବ୍ଲକର ୨୯ ଟି ପଞ୍ଚାୟତ ଅଧିନରେ ରହିଥିବା ସମସ୍ତ ଗାଁରେ ନବୀନ ବିକାଶକୁ କିଭଳି ଋପରେଖ ଦିଆଯିବ, ତାହା ଉପରେ ଆଲୋଚନା କରିଥିଲେ । ଗାଁର ବିକାଶ ମୂଳକ କାର୍ଯ୍ୟ ତ୍ୱରାନ୍ୱତି କରିବା ଉପରେ କର୍ମୀଙ୍କ…
Read MoreCategory: ଦଶପଲ୍ଲା ବ୍ଲକ
ବିଶାଳ ପରିବେଶ ସଚେତନତା ଶୋଭାଯାତ୍ରା ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବନ ମହୋତ୍ସବ- ୨୦୨୩ ଅବସରରେ ନୟାଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ମା ଫାଉଣ୍ଡେସନ୍ ର ସଂପାଦକ ରଂଜନ ରଶ୍ମି ଜେନା ଓ ଡି.ଏ.ଭି. ପଵ୍ଳିକ ସ୍କୁଲ୍, ନୟାଗଡ଼ର ଅଧ୍ୟକ୍ଷ ସରୋଜ କୁମାର ମିଶ୍ରଙ୍କ ପୌରୋହିତ୍ୟରେ ଏକ ବିଶାଳ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଡିଏଭି ପବ୍ଲିକ ସ୍କୁଲର ଶିକ୍ଷକ ସରୋଜ କୁମାର ସାହୁ ସମାଜସେବୀ, ଗୋପୀନାଥ ସେଠୀ ଓ ବିଜୟାନନ୍ଦ ମହାପାତ୍ରଙ୍କ ତତ୍ବାବଧାନରେ ଆୟୋଜିତ ବିଶାଳ ସଚେତନତା ଶୋଭାଯାତ୍ରା ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦର ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଓ ବିଶିଷ୍ଟ ଅତିଥି ଭାବେ ବରିଷ୍ଠ ସମାଜସେବୀ ଦାମୋଦର ସାହୁ ଯୋଗ ଦେଇ ଵନ ମହୋତ୍ସବ -20230କୁ ପ୍ଳାକ୍ ଦେଖାଇ ଶୁଭାରମ୍ଭ କରିଵା ସହ ସଚେତନତା ଶୋଭାଯାତ୍ରାରେ ସାମିଲ ହେଵାସହ ଗୋଟାଏ ଲେଖାଏଁ…
Read Moreଆଇପିଏସ୍ ସ୍ତରରେ ଅଦଳବଦଳ, ନୟାଗଡ଼ ଏସ୍ପି ହେଲେ ରାହୁଲ ଜୈନ
ନୟାଗଡ଼,(ନୟାଗଡ଼ ଦର୍ପଣ): ଆଇପିଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। କଟକ ଏସ୍ପି ଭାବେ ମିହିର କୁମାର ପଣ୍ଡାଙ୍କୁ ଦାୟିତ୍ବ ମିଳିଥିବା ବେଳେ ନୟାଗଡ଼ ଏସ୍ପି ଭାବେ ରାହୁଲ ଜୈନଙ୍କୁ ନିଯୁକ୍ତ କରିଛନ୍ତି ଓଡ଼ିଶା ସରକାର। ନୟାଗଡ଼ ଏସ୍ପି ଅଲେଖ ଚନ୍ଦ୍ର ପହି ଅବସର ଗ୍ରହଣ କରିବା ପରେ ନୟାଗଡ଼ ଏସପି ଭାବେ ୨୦୧୫ ବ୍ୟାଚର ଆଇପିଏସ୍ ରାହୁଲ ଜୈନ ନିଯୁକ୍ତ ହୋଇଛନ୍ତି । ସେ ପୂର୍ବରୁ ବରଗଡ଼ ଏସ୍ପି ଭାବେ କାର୍ଯ୍ୟ କରୁଥିଲେ। ସେହିପରି ସଫିନ ଅହମ୍ମଦ କେ ହେଲେ କ୍ରାଇମବ୍ରାଞ୍ଚ ଆଇଜି। ସାର୍ଥକ ଷଡ଼ଙ୍ଗୀ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ହୋଇଥିବା ବେଳେ ସତ୍ୟଜିତ ନାୟକ ହେଲେ ଏଚ୍ଆର୍ପିସି ଡିଆଇଜି।
Read Moreନୟାଗଡ଼ ଜିଲ୍ଲାର ଅର୍ଦ୍ଧାଧିକ ଥାନା ଅଧିକାରୀଙ୍କ ଅନ୍ୟତ୍ର ଜିଲ୍ଲାକୁ ବଦଳି
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପୁଲିସରେ ବଡ଼ ଧରଣର ଅଦଳ ବଦଳ ହୋଇଥିବା ସୂଚନା। ଜିଲ୍ଲାରୁ ଅର୍ଦ୍ଧାଧିକ ଥାନା ଅଧିକାରୀଙ୍କ ଅନ୍ୟ ଜିଲ୍ଲାକୁ ବଦଳି ହୋଇଛି । ସୂଚନା ଥାଉକି, ଇଟାମାଟି ଥାନା ଅଧିକାରୀ ଦିପକ କୁମାର ଖଣ୍ଡାୟତରାୟଙ୍କ ପୁରୀ ଜିଲ୍ଲାକୁ ବଦଳି ହୋଇଛି। ଇନ୍ସିପେକ୍ଟର ବଦ୍ୟନାରାୟଣ ଭୋଇଙ୍କର ପୁରୀ ଜିଲ୍ଲାକୁ, ନୂଆଗାଁ ଥାନା ଅଧିକାରୀ ବିମଳ କୁମାର ମଲ୍ଲିକଙ୍କ କେନ୍ଦ୍ରାପଡ଼ା, ଫତେଗଡ଼ ଥାନା ଅଧିକାରୀ ଜ୍ୟୋତି ପ୍ରକାଶ ପଣ୍ଡାଙ୍କର ଖୋର୍ଦ୍ଧା, ଓଡ଼ଗାଁ ଥାନା ଅଧିକାରୀ ଜୟଦୀପ ମହାନ୍ତିଙ୍କର ପୁରୀ, ନୟାଗଡ଼ ଟାଉନ ଥାନା ଅଧିକାରିଣୀ ପ୍ରଜ୍ଞାପାରମିତା ଜେନାଙ୍କର କେନ୍ଦ୍ରାପଡ଼ା, ସଦର ଥାନା ଅଧିକାରୀ ମନୋରମା ମଲ୍ଲିକଙ୍କ ଜଗସିଂହପୁର, ଦଶପଲ୍ଲା ଥାନା ଅଧିକାରୀ ବସନ୍ତ କୁମାର ସାହୁଙ୍କର ପୁରୀ, ବାଣିଗୋଚ୍ଛା ଥାନା ଅଧିକାରୀ ସଞ୍ଜୟ କୁମାର ମଲ୍ଲିକଙ୍କର କେନ୍ଦ୍ରାପଡ଼ା, ଖଣ୍ଡପଡ଼ା ଥାନା ଅଧିକାରୀ ରମେଶ କୁମାର ଦେବତାଙ୍କର…
Read Moreପୁଣି ଷ୍ଟାର୍ଟ ହେଲାନି ମେମୁ ଟ୍ରେନ, ନୟାଗଡ଼ ଷ୍ଟେସନରେ ଯାତ୍ରୀଙ୍କ ହୋହଲ୍ଲା
ନୟାଗଡ଼,(ନୟାଗଡ଼ ଦର୍ପଣ): ରେଳ ବିଭାଗର ଖାମଖିଆଲ ନୀତି ଯୋଗୁଁ ପୁଣି ଆଜି ମେମୁ ଟ୍ରେନ ସମ୍ପୂର୍ଣ୍ଣ ଅଚଳ ହୋଇଯିବା ସହିତ ଯାତ୍ରୀ ମାନେ ନାହିଁ ନଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଛନ୍ତି। ଖବରରୁ ପ୍ରକାଶ ଯେ ଆଜି ସକାଳ ୬ଟା ୪୫ରେ ଏହି ଟ୍ରେନ ଭୁବନେଶ୍ୱର ଛାଡିବାକୁ ଥିଲା। ଯାତ୍ରୀମାନେ ଟିକେଟ କାଟି ଗାଡି ଭିତରେ ବସିଥିଲେ। ଯାତ୍ରୀ ଭରପୁର ଥିବା ଗାଡି ପ୍ରଥମ ହୁଇସିଲ ଏବଂ ଦ୍ୱିତୀୟ ହୁଇସିଲ ମାରି ବାହାରିବା ବେଳକୁ ଗାଡ଼ି ଆଉ ଆଗକୁ ଗଡି ନଥିଲା । ଜଣା ପଡିଥିଲା ଯେ ଗାଡ଼ି ଏୟାର ପ୍ରେସର ନେଉ ନାହଁ। ଗାଡି ଚାଳନା କରୁଥିବା ସମସ୍ତ ତିନିଜଣ ଯାକ ଲୋକପାଇଲଟ ଯେତେ ଚେଷ୍ଟା କଲେ ମଧ୍ୟ ଗାଡ଼ି ଆଗକୁ ଚଙ୍କି ନଥିଲା। ଏ ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଯିବା ସହିତ ଚାପା…
Read Moreନୟାଗଡ କ୍ରିୟାନୁଷ୍ଠାନ କମିଟି ତରଫରୁ ବନ ମହୋତ୍ସବ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ କ୍ରିୟାନୁଷ୍ଠାନ କମିଟି ତରଫରୁ ଓ ଦେବୀଦତ୍ତ ଯୁବ ପରିଷଦ, ସହଯୋଗ ରେ ମାଧପୁର ଠାରେ ବନ ମହୋତ୍ସବ ଅବସରରେ ବୃକ୍ଷ ରୋପଣ କରାଯାଇଛି l ଉକ୍ତ ଉତ୍ସବ ରେ ସରପଞ୍ଚ ଶିବାନୀ ଦାସ ଅତିଥି ରୂପେ ଯୋଗ ଦେଇଥିଲେ ଓ ଏହି କାର୍ଯ୍ୟକ୍ରମ ରେ ବନ ବିଭାଗ ତରଫରୁ ବନପାଳ ବନମାଳୀ ରାଉତ, ବନରକ୍ଷୀ ସୁବାସ ଚନ୍ଦ୍ର ନାୟକ, ଦିପ୍ତିମୟୀ ରାଉତ, ପ୍ରଜ୍ଞାଶ୍ରୀ ମହାଳିକ ଙ୍କ ସମେତ ନୟାଗଡ କ୍ରିୟାନୁଷ୍ଠାନ କମିଟି ର ସଭାପତି ନୀଳକଣ୍ଠ ବେହେରା ଙ୍କ ନେତୃତ୍ୱ ରେପ୍ରଦୀପ କୁମାର ସାହୁ, ପ୍ରଭାସିନୀ ନନ୍ଦ, ସୁରେଶ ଚନ୍ଦ୍ର ଦାସ, ନିରଞ୍ଜନ ନନ୍ଦ, ବିଜୟ ମହାପାତ୍ର, ପବିତ୍ର କୁମାର ସାହୁ, ବାଉରୀ ବନ୍ଧୁ ବେହେରା, ଭରତ ଚରଣ ସାହୁ ପ୍ରଭୃତି କାଜୁ, ଆମ୍ବ, ପିଜୁଳି, ଶାଗୁଆନ, ଜାମୁ ଆଦି ଚାରା ରୋପଣ…
Read Moreନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜନଶୁଣାଣି ଶିବିର
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସଦର ମହକୁମା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଶୁଣାଣି ଶିବିରରେ ମୋଟ ୧୮୫ଗୋଟି ମାମଲା ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ୧୩୨ ଗୋଟି ମାମଲା ଥିବା ବେଳେ ୪ ଗୋଟି ଗ୍ରାମ୍ୟ ସମସ୍ୟା ରହିଥିଲା । ୬୭ ଗୋଟି ମାମଲାର ତୁରନ୍ତ ସମାଧାନ କରାଯାଇଥିଲା। ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪୩ ଜଣଙ୍କୁ ସାହାଯ୍ୟ କରାଯାଇଥିବାବେଳେ ରେଡକ୍ରସରୁ ୬ଜଣଙ୍କୁ ସାହାଯ୍ୟ କରାଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହି ଅଧିକାରୀ ସୁବାଷ ଚନ୍ଦ୍ର ରାୟ, ଉପ ଜିଲ୍ଲାପାଳ ଶକ୍ତିକାନ୍ତ ରାୟ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଉମାକାନ୍ତ ମଲ୍ଲିକ, ଜିଲ୍ଲା ମୁଖ୍ୟ ଚିକିତ୍ସା…
Read Moreରୋଟାରୀ କ୍ଳବର ଅଧିଷ୍ଠାନ ଉତ୍ସବ, ୨୦୨୩-୨୪ ପାଇଁ ସଭାପତି ଅବଦୁଲ ଆରିଫ୍ ଖାଁନ୍ ଓ ସଂପାଦକ ଶ୍ରୀଧର ସାହୁ
“ସେବା ହିଁ ମାନବ ଜୀବନକୁ ସାର୍ଥକ କରିଥାଏ- ବିଧାୟକ” ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଖଣ୍ଡପଡ଼ାରୋଡସ୍ଥ ରୋଟାରୀ ଭବନରେ କ୍ଳବର ୩୪ ତମ ଅଧିଷ୍ଠାନ ଉତ୍ସବ ମହାସମାରୋହରେ ପାଳିତ ହୋଇ ଯାଇଛି। ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ଯୋଗ ଦେଇ ରୋଟାରିଆନ ମାନଙ୍କର ସମାଜ ସେବା ମନୋବୃତ୍ତିକୁ ପ୍ରସଂଶା କରିଥିଲେ। ରୋଟାରୀ କ୍ଳବର ବିଭିନ୍ନ ସମାଜ କଲ୍ୟାଣ କାର୍ଯ୍ୟକ୍ରମ ଗୁଡିକ ପାଇଁ ମୁଖ୍ଯ ଅତିଥି ସମସ୍ତ ରୋଟାରିଆନ ମାନଙ୍କୁ ମଧ୍ଯ ସାଧୁବାଦ ଜଣାଇବା ସହିତ ସେବା ହିଁ ମାନବ ଜୀବନକୁ ସାର୍ଥକ କରିଥାଏ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ନୟାଗଡ଼ ପୌରପରିଷଦ ପୌରାଧ୍ୟକ୍ଷା ନିରୁପମା ଖଟେଇ ଯୋଗଦେଇ ୨୦୨୨-୨୩ ବର୍ଷରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ କରିଥିବା ବିଦାୟୀ ସଭାପତି ପ୍ରବୀର କୁମାର ପ୍ରୁଷ୍ଟି ଓ…
Read More୭ମ ବାର୍ଷିକ ଜିଲ୍ଲାବ୍ୟାପି ସେବା ଉତ୍ସବ ଉଦଘାଟିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସେବା ଉତ୍ସବ ସମିତି ପକ୍ଷରୁ ସପ୍ତମ ବାର୍ଷିକ ଜିଲ୍ଲାବ୍ୟାପି ସେବା ଉତ୍ସବ ଉଦଘାଟିତ ହୋଇଯାଇଛି l ସେବା ସମିତି ପକ୍ଷରୁ ଚଳିତ ବର୍ଷ ସପ୍ତମ ଥର ପାଇଁ ଏହି ଉତ୍ସବ ଆୟୋଜନ କରାଯାଇଛି l ପୂର୍ବରୁ ଏହି ସେବା ଉତ୍ସବ ଜରିଆରେ ଜିଲ୍ଲାର ବିଭିନ୍ନ ଆଦିବାସୀ ଓ ଦୁର୍ଗମ ଅଞ୍ଚଳରେ ମାଗଣା ସ୍ବାସ୍ଥ୍ୟସେବା ଶିବିର, ଅଙ୍ଗଦାନ ଶିବିର, ରକ୍ତଦାନ ଶିବିର, ଚଷମା ବଣ୍ଟନ, ଅନ୍ନଦାନ, ବସ୍ତ୍ରଦାନ ପ୍ରଭୃତି ସେବା ଭିତ୍ତିକ କାର୍ଯ୍ୟକ୍ରମ ମାନ ଆୟୋଜିତ ହୋଇଥିବା ବେଳେ ଚଳିତ ବର୍ଷ ପାଇଁ ଦୁର୍ଗମ ଅଞ୍ଚଳରେ ଅସହାୟ ଲୋକଙ୍କୁ ବସ୍ତ୍ରଦାନ, ଗରିବ ମେଧାବୀ ଛାତ୍ର ଛାତ୍ରୀଙ୍କୁ ପାଠ୍ୟ ଉପକରଣ ବଣ୍ଟନ, ଅଙ୍ଗଦାନ ଶିବିର, ରକ୍ତଦାନ ଶିବିର, ସ୍ୱାସ୍ଥ୍ୟ ସେବା ଶିବିର ଆଦି ବିଭିନ୍ନ ସେବାଭିତ୍ତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି l ନୟାଗଡ଼ ସହରର…
Read Moreଓଡ଼ଗାଁ ଠାରୁ ନୂଆଗାଁ ପିଡ଼ବ୍ଲୁଡି ରାସ୍ତାର ପ୍ରଶସ୍ତିକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ ଅନ୍ତର୍ଗତ ଓଡ଼ଗାଁ ଠାରୁ ବାହାଡ଼ଝୋଲା ଦେଇ ନୂଆଗାଁ ପି ଡବ୍ଲୁ ଡି ରାସ୍ତାର ଗୁମି ପର୍ଯ୍ୟନ୍ତ ପ୍ରଶସ୍ତି ଓ ଉନ୍ନତିକରଣ କାର୍ଯ୍ୟର ପାଇଁ ଅଟକଳ ମୂଲ୍ୟ ୨୩ କୋଟି ୫୬ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯିବା ସହ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଅଞ୍ଚଳବାସୀଙ୍କ ତରଫରୁ ଏକ କୃତଜ୍ଞତା ସଭା ବାବା ଦୁତିକେଶ୍ୱରଙ୍କ ମନ୍ଦିର ଠାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା, ସ୍ଥାପକ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ, ଓଡ଼ଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷ ଲୋକନାଥ ସାହୁ , ନୂଆଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ପ୍ରତିନିଧି…
Read More