ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ରେ ବିଜୁ ଜନତା ଦଳ ବୃହତ ବିଜୟ ଲକ୍ଷରେ ରହିଛି । ଦୈନିକ ଶହ ଶହ ବିରୋଧି କର୍ମୀ ବିଜେଡ଼ିରେ ସାମିଲ ହେଉଥିବା ବେଳେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ପଞ୍ଚମ ବିଜୟ ଲକ୍ଷରେ ରହିଛନ୍ତି । ଚଳିତ ନିର୍ବାଚନରେ ବିଜୁ ଜନତା ଦଳ କିଭଳି ଭଲ ପଦର୍ଶନ କରିବ, ସେଥିପାଇଁ ଜୋରଦାର ପ୍ରୟାସ କରାଯାଉଛି। ନୟାଗଡ଼ ବ୍ଲକର ୨୯ଟି ପଞ୍ଚାୟତ, ଓଡ଼ଗାଁ ବ୍ଲକର ୧୮ ପଞ୍ଚାୟତ, ଓଡ଼ଗାଁ ଏନଏସି, ନୟାଗଡ଼ ପୈାର ପରିଷଦକୁ ନେଇ ଗଠିତ ନୟାଗଡ଼ ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ପ୍ରଚାର ଆରମ୍ଭ ହୋଇଛି । ନୟାଗଡ଼ ସହରର ବିଭିନ୍ନ ଗଳି କନ୍ଦିରେ କାଉନସିଲର, ନେତା, କର୍ମୀ ଓ କାଉନସିଲରମାନେ ପ୍ରଚାର କାର୍ଯ୍ୟ ଚଳାଇଥିବା ବେଳେ ବିଧାୟକ ଡ.…
Read MoreCategory: ଅନ୍ୟାନ୍ୟ
ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ହେବ ପାଠପଢ଼ା, ତାପରେ ଗ୍ରୀଷ୍ମ ଛୁଟି
ଭୁବନେଶ୍ୱର,(ନୟାଗଡ଼ ଦର୍ପଣ): ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖ୍ ରାଜ୍ୟ ସରକାର ଚଳିତଅପ୍ରେଲ ୨୨ (ସୋମବାର)ରୁ ୨୪ ତାରିଖ (ବୁଧବାର) ପର୍ଯ୍ୟନ୍ତ ତିନିଦିନ ପାଇଁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଚଳିତ ଅପ୍ରେଲ (ଗୁରୁବାର)ଠାରୁ ଗ୍ରୀଷ୍ମ ଛୁଟି ପାଇଁ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଦ୍ୟାଳୟ ପରିଚାଳନା କରାଯିବ।
Read Moreଧାଡ଼ିକିଆ ଖବର, ତାରିଖ ୨୧.୦୪.୨୪ (ରବିବାର)
୧-ଭୁବନେଶ୍ୱର:୪୫ ଡିଗ୍ରୀ ଟପିଲା ତାତି, ୧୩ଟି ସହରରେ ତାପମାତ୍ରା ୪୩ ଡ଼ିଗ୍ରୀରୁ ଅଧିକ। ୨-କାଳବୈଶାଖୀ ଓ ବଜ୍ରପାତ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ୩-ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେଡି, ନବୀନ ପଟ୍ଟନାୟକଙ୍କ ସମେତ ତାଲିକାରେ ୪୦ଜଣଙ୍କ ନାଁ। ୪-ହରଭଙ୍ଗା:ଚଳିତ ଶିକ୍ଷାବର୍ଷରୁ ଲୁଣିବାହାଲ ସ୍ଥିତ କିସରେ ହେବ ପାଠପଢ଼ା। ୫-ଭୁବନେଶ୍ୱର:୩ ଲୋକସଭା ଓ ୧୬ ବିଧାନସଭା ଆସନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା।ନିମାପଡ଼ାରୁ ଲଢ଼ିବେ ସୁରଙ୍କ ବଡ଼ ପୁଅ। ୬-ବିଜେଡ଼ି ବିଧାୟକ ପ୍ରାର୍ଥୀ ତାଲିକାରେ ମହିଳାଙ୍କୁ ସ୍ଥାନ, ଷଷ୍ଠ ଥରକୁ ମିଶାଇ ମୋଟ ୩୨ ଜଣ ମହିଳାଙ୍କୁ ମିଳିଛି ଟିକେଟ। ୭-ଚାଲିଛି ନିର୍ବାଚନୀ ପ୍ରଚାର ଗୀତ, କଣ୍ଠଶିଳ୍ପୀଙ୍କୁ ନାହିଁ ଫୁରସତ୍।ଗିତ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଛି । ୮-ନୂଆପଡାରେ ପୁଣି ବାଘ ଆତଙ୍କ, ବଳଦକୁ ମାରି ଖାଇଲା କଲରାପତରିଆ।…
Read Moreଶଙ୍ଖ ଭବନଠୁ ବଳିଗଲା ନୟାଗଡ଼ରେ ମିଶ୍ରଣ ପର୍ବ, ପ୍ରତ୍ୟେହ ଶହ ଶହ ବିରୋଧୀ ଦଳର ନେତା ଯୋଗ ଦେଉଛନ୍ତି ବିଜେଡିରେ
ବାଘେରା, ମର୍ଦ୍ଦରାଜପୁର, କୃଷ୍ଣପ୍ରସାଦ ଓ ଚମ୍ପତ୍ତିପୁରର ବିରୋଧୀ ନେତା ବିଜେଡିରେ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଦିନକୁ ଦିନ ଅଧୀକ ଶକ୍ତିଶାଳୀ ହେଉଛି ବିଜେଡି । ଗତ କିଛି ଦିନ ଧରି ବିରୋଧୀ ଶିବିରର ଅନେକ ନେତା ଓ କର୍ମୀ ବିଜେଡିରେ ଯୋଗ ଦେବାରେ ଲାଗିଛନ୍ତି । ବିରୋଧୀ ଶିବିର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ନିର୍ବାଚନ ଯେତିକି ପାଖେଇ ଆସୁଛି ବିରୋଧୀ ଶିବିରରେ ସେତିକି ନିରାଶ ଦେଖିବାକୁ ମିଳୁଛି । ଦୁର୍ବଳ ହେଉଛି ନୟାଗଡ଼ ନିର୍ବାଚନ ମଣ୍ଡଳୀର ବିଜେପି ଶିବିର । ପ୍ରତ୍ୟେକ ଦିନ ବିଜେପି ଛାଡ଼ି ବିଜେଡ଼ିରେ ବିଜେପି କର୍ମୀଙ୍କ ବିଜେଡ଼ିରେ ମିଶ୍ରଣ ଓ ବିଜେଡ଼ି ଏକତାରେ ଶକ୍ତିଶାଳୀ ହେଉଛି ନୟାଗଡ଼ ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳ ଶିବିର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ ଚିନ୍ତାଧାରା…
Read Moreଧାଡ଼ିକିଆ ଖବର, ତାରିଖ-୨୦.୦୪.୨୪ (ଶନିବାର)
⭕ଶାନ୍ତିପୂର୍ଣ୍ଣ ଭାବେ ଶେଷ ହେଲା ପ୍ରଥମ ପର୍ଯ୍ୟାୟ ମତଦାନ।ଅପରାହ୍ନ ୫ଟା ସୁଦ୍ଧା ହାରାହାରି ୬୨ ପ୍ରତିଶତ ହେଲା ମତଦାନ। ⭕ଜୁନ ୧ ଯାଏଁ ଏକଜିଟ ପୋଲ ନିଷିଦ୍ଧ ଘୋଷଣା କଲେ ନିର୍ବାଚନ ଆୟୋଗ। ⭕ଏଥର ଓଡ଼ିଶାରେ ନବୀନ ପଟ୍ଟନାୟକଙ୍କ ସହ ସାମ୍ନାସାମ୍ନି ଲଢ଼େଇ ହେବ: ଅମିତ୍ ଶାହା ⭕ରାଜ୍ୟରେ ଅସମ୍ଭାଳ ତାତି ୪୩.୦୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଭୁବନେଶ୍ୱର ୪୧.୪। ⭕ରାଜ୍ୟକୁ ଏବେ ଘାରିଛି ଆଳୁ ଚିନ୍ତା, ୨ ସପ୍ତାହରେ ବଢ଼ିଲାଣି ୧୫ ଟଙ୍କା ! ⭕ଲଖନପୁର ନୌକା ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା। ⭕ଆସୁଛି କାଳବୈଶାଖୀ, ତାତିରୁ ମିଳିବ ମୁକ୍ତି , କମିବ ତାପମାତ୍ରା, ଆସନ୍ତା ୨୧ ଓ ୨୨ ତାରିଖରେ କାଳବୈଶାଖୀ…
Read Moreନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଦୈନିକ ଚାଲିଛି ବିଜେଡିର ମିଶ୍ରଣ ପର୍ବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିରୋଧି ଶିବିର ଦିନକୁ ଦିନ ଦୁର୍ବଳ ହେଉଛି । ବିଜେଡି ମୁହାଁ ହେଉଛନ୍ତି ବିରୋଧୀ ନେତା । ବିଜେପି ନେତା ଓ କର୍ମୀଙ୍କ ସୁଅ ବିଜେଡି ମୁହାଁ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ ଚିନ୍ତାଧାରା ଏବଂ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଶାନ୍ତି, ମୈତ୍ରୀ ଓ ଉନ୍ନତୀର ନାରା ନିର୍ବାଚନ ମଣ୍ଡଳୀରେ ବିଜେଡି ସଂଗଠନକୁ ମଜୁବୁତ କରିଛି । ଗତ ଏକ ମାସ ମଧ୍ୟରେ ପନ୍ଦର ଶହରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି। ଫଳରେ ନିର୍ବାଚନ ମଣ୍ଡଳୀରେ ବିଜେଡି ଶକ୍ତି ବୃଦ୍ଧି ହୋଇ ଚାଲିଥିବା ବେଳେ ବିରୋଧି ସଂଗଠନ ଦୁର୍ବଳ ହେଉଛି । ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ମିଶ୍ରଣ ପର୍ବ…
Read Moreଧାଡ଼ିକିଆ ଖବର, ତାରିଖ-୧୯.୦୪.୨୪ (ଶୁକ୍ରବାର)
⭕ଉଦଳା – ଖୁଣ୍ଟା – ବାରିପଦା ମୁଖ୍ୟ ରାସ୍ତାରେ ଟ୍ରାକ୍ଟର- ବାଇକ୍ ଦୁର୍ଘଟଣାରେ ଜଣେ ମୃତ, ୧ ଗୁରୁତର । ⭕ବରଗଡ଼ ଟାଉନ୍ ଥାନା ପୋଲିସ୍ ପକ୍ଷରୁ ପିକ୍ଅପ୍ ଭ୍ୟାନରୁ ୧୦ଲକ୍ଷ ଟଙ୍କା ଜବତ । ⭕ମାଲକାନଗିରି ସୀମାନ୍ତ ଛତିଶଗଡରେ ମାତିଲେ ମାଓବାଦୀ , ଭୋଟ ବର୍ଜନର ଧମକ ଦେଇ ଲଗାଇଲେ ବ୍ୟାନର ଓ ପୋଷ୍ଟର । ⭕ୟୁରୋପ ଓ ଆମେରିକାରେ ବନ୍ଦ ହୋଇଯାଇଛି, ଭାରତରେ କିପରି ଚାଲୁଛି ଇଭିଏମ୍ ? ସୁପ୍ରିମକୋର୍ଟଙ୍କୁ ଉତ୍ତର ରଖିଲେ ନିର୍ବାଚନ କମିଶନ । ⭕ବରଗଡ଼ ଜିଲ୍ଲା ବରପାଲିରେ ବ୍ୟାଙ୍କରେ ବନ୍ଧୁକ ଦେଖାଇ ଲୁଟି ନେଲେ ଦୁର୍ବୃତ୍ତ, ୧୨ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଲୁଟ୍ । ⭕କେନ୍ଦ୍ରାପଡ଼ା ଟାଉନ୍ ଥାନା ଅନ୍ତର୍ଗତ ବଳରାମପୁରରେ ମାନସିକ ବିକାରଗ୍ରସ୍ତ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଚା ପିଉଥିବା ବେଳେ ଯୁବକଙ୍କୁ ୧୬ ଥର ଛୁରାମାଡ କରି…
Read Moreଇଟାମାଟି, ଲେଙ୍କୁଡ଼ିପଡ଼ା ଓ ଡେଙ୍ଗେରାଗୋଡିର ବିରୋଧୀ ନେତା ଫୁଙ୍କିଲେ ଶଙ୍ଖ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିରୋଧି ଶିବିର ଦିନକୁ ଦିନ ଦୁର୍ବଳ ହେଉଛି । ବିଜେପି ନେତା ଓ କର୍ମୀଙ୍କ ସୁଅ ବିଜେଡି ମୁହାଁ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ ଚିନ୍ତାଧାରା ଏବଂ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଶାନ୍ତି, ମୈତ୍ରୀ ଓ ଉନ୍ନତୀର ନାରା ନିର୍ବାଚନ ମଣ୍ଡଳୀରେ ବିଜେଡି ସଂଗଠନକୁ ମଜୁବୁତ କରିଛି । ଗତ ଏକ ମାସ ମଧ୍ୟରେ ହଜାରରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି। ଫଳରେ ନିର୍ବାଚନ ମଣ୍ଡଳୀରେ ବିଜେଡି ଶକ୍ତି ବୃଦ୍ଧି ହୋଇ ଚାଲିଥିବା ବେଳେ ବିରୋଧି ସଂଗଠନ ଦୁର୍ବଳ ହେଉଛି । ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଏକ ବଡ଼ ଧରଣର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ନୟାଗଡ଼ ବ୍ଲକ…
Read Moreନିର୍ବାଚନକୁ ନେଇ ନୟାଗଡ଼ରେ ଗଡ଼ିଲା ମୁଣ୍ଡ, ୨ନିଲମ୍ବିତ
ନୟାଗଡ଼(ନୟାଗଡ଼ ଦର୍ପଣ): ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ ଓଡଗାଁ ଦୂତୀକେଶ୍ୱର ମନ୍ଦିର ଠାରେ ଆଦର୍ଶ ଆଚରଣ ବିଧି ଉଲଙ୍ଘନ କରିଥିବାରୁ, ନିର୍ବାଚନ ଆଚରଣ ବିଧି କମିଟିର ତଦନ୍ତକୁ ଆଧାର କରି ନୂଆଗାଁ ବ୍ଲକ ଅନ୍ତର୍ଗତ ଗତିଶ୍ୱର ମହାବିଦ୍ୟାଳୟର ଖେଳ ଶିକ୍ଷକ ପ୍ରଶାନ୍ତ କୁମାର ବେହେରା ଓ ନୟାଗଡ଼ କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ସହକାରୀ ପରିଚାଳକ ଯୁଗଳ କିଶୋର ପ୍ରଧାନଙ୍କୁ ପୁନଃ ଆଦେଶ ପର୍ଯ୍ୟନ୍ତ ନିଲମ୍ବିତ କରାଯାଇଛି।
Read Moreଆଜିର ଧାଡ଼ିକିଆ ଖବର ତାରିଖ-୧୮.୦୪.୨୪ ଗୁରୁବାର
⭕ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ⭕ଆରମ୍ଭ ହେଲେ ଭାରତ ପ୍ରସିଦ୍ଧ ଦଶପଲ୍ଲା ଲଙ୍କାପୋଡି ଯାତ୍ରା, ଜନ୍ମ ନେଲେ ପ୍ରଭୁ ଶ୍ରୀରାମ, ଦଶରଥଙ୍କ ନଗର ପରିକ୍ରମା କରି ପ୍ରଜାଙ୍କ କଥା ବୁଝି, ଆଶିର୍ବାଦ ନେଲେ ଶ୍ରଦ୍ଧାଳୁ ⭕ବଲାଙ୍ଗୀରର କଣ୍ଟାବାଞ୍ଜିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ ହେବେ। ⭕ଆଗାମୀ ୫ ଦିନ ଅସହ୍ୟ ତାତି, କଲବଲ କରିବ ଗ୍ରୀଷ୍ମପ୍ରବାହ । ୨୧ ପରେ ପାଣିପାଗ ବଦଳିବା ସମ୍ଭାବନା। ⭕କୋଟିଆବାସୀଙ୍କ ପାଇଁ ଚିନ୍ତାରେ ପ୍ରଶାସନ: ସକାଳେ ଓଡ଼ିଶା, ଅପରାହ୍ନରେ ଆନ୍ଧ୍ରରେ ଦେବେ ଭୋଟ। ⭕ପ୍ରବଳ ଖରାକୁ ଦୃଷ୍ଟିରେ ରଖି ୩ ଦିନ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ⭕ବିଜେଡି ଫୋକସରେ ମହିଳା ପ୍ରାର୍ଥୀ, ବିଧାନସଭାରେ ୩୦ରୁ ଅଧିକ ସିଟ୍ରେ ଦେବ ଟିକେଟ୍ ! ⭕କଟିଲା ବିଧାୟକ ସମୀର ଦାଶଙ୍କ ଟିକେଟ୍…
Read More