ନୟାଗଡ଼,(ନୟାଗଡ଼ ଦର୍ପଣ): ସିକିମ୍ ସ୍ୱତ୍ୱଧାରୀଙ୍କୁ ଆଭାସୀ ଯୋଗେ ସ୍ଥିତିବାନ ପଟ୍ଟା ବଣ୍ଟନ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୟାଗଡ଼ ଓସ୍ବାନ ହଲରେ ଆୟୋଜିତ ପଟ୍ଟା ବଣ୍ଟନ ସମାରୋହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଦିଲ୍ଲୀପ କୁମାର ବଳ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ଅନୁମତି କ୍ରମେ ସିକିମ୍ ସ୍ୱତ୍ୱଧାରୀଙ୍କୁ ପଟ୍ଟା ବଣ୍ଟନ କରିଥିଲେ। ଏଥି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା ଭୂ-ସଂସ୍କାର ଆଇନ ୧୯୬୦ରେ ଆବଶ୍ୟକୀୟ ସଂଶୋଧନ ଆଣିବା ପାଇଁ । ଫଳ ସ୍ୱରୂପ ରାଜ୍ୟ ସରକାରଙ୍କ ଏହି ଐତିହାସିକ ପଦକ୍ଷେପ ଯୋଗୁଁ ଆଜି ରାଜ୍ୟର ୨.୫୪ ଲକ୍ଷ ସିକିମ୍ ସ୍ୱତ୍ୱଧାରୀ ଉପକୃତ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲାର ୧୩ଜଣ ସିକିମ୍ ସ୍ୱତ୍ୱଧିକାରୀଙ୍କୁ ଆଜି ପଟା ପ୍ରଦାନ କରାଯାଇଥିଲା। ସିକିମ ସ୍ୱତ୍ୱଧିକାରୀ ଚାଷୀଙ୍କୁ ସ୍ଥିତିବାନ ପଟ୍ଟା ପ୍ରଦାନ କରାଯିବା ଫଳରେ…
Read MoreCategory: ନୟାଗଡ଼
ମହାଆଡ଼ମ୍ବରରେ ପାଳିତ ହେଲା ସିନ୍ଦୁରିଆ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ବନ୍ଧୁମିଳନ ପର୍ବ
ନୟାଗଡ଼, (ନୟାଗଡ଼ ଦର୍ପଣ): ସରକାରୀ ଉଚ୍ଚ ବିଦ୍ୟାଳୟ ସିନ୍ଦୁରିଆର ବାର୍ଷିକ ଉତ୍ସବ ତଥା ପୁରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ କାର୍ଯ୍ୟକ୍ରମ ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସାମ୍ବତ୍ସରିକ ଉତ୍ସଵରେ ମୁଖ୍ୟଅତିଥି ଭାବରେ ନୟାଗଡର ବିଧାୟକ ଡ. ଅରୁଣ କୁମାର୍ ସାହୁ ଓ ସମ୍ମାନିତ ଅତିଥି ଭାବରେ ନୟାଗଡ ବ୍ଲକ୍ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ବ୍ଲକ୍ ଶିକ୍ଷା ଅଧିକାରୀ ନିମାଇଁ ଚରଣ ପ୍ରଧାନ,ସ୍ଥାନୀୟ ସରପଞ୍ଚ ପ୍ରମୋଦ ବେହେରା, ମୋ ସ୍କୁଲ୍ କମିଟି ସଭାପତି ଭଗବାନ ଜେନା ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନାରାୟଣ ସାହୁ ପ୍ରମୁଖ ଯୋଗଦେଇଥିଲେ। ଶିକ୍ଷା ବିକାଶ ତଥା ମାନବିକ ଚେତନାର ଆଲୋକ ବୋଲି ମୁଖ୍ୟଅତିଥି ଡ. ସାହୁ ତାଙ୍କ ବକ୍ତବ୍ୟରେ ଉଲ୍ଳେଖ କରିବା ସହିତ ବିଦ୍ୟାଳୟର ସୁରକ୍ଷା ସଭିଙ୍କ ଦାୟିତ୍ଵ ବୋଲି ବକ୍ତବ୍ୟରେ କହିଥିଲେ।…
Read Moreଗୋରୁ ଚୋରା ଚାଲାଣ ବେଳେ ପିକଅପ୍ ଦୁର୍ଘଟଣା, ୪ ଗୋରୁ ମୃତ, ଚାଳକ ଓ ବ୍ୟବସାୟୀ ଫେରାର
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ରୋକି ହେଉନି ଗୋରୁ ଚୋରା ଚାଲାଣ। ଦଲାଲଙ୍କ ଦ୍ୱାରା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଗୋରୁ ଚାଲାଣ। ଆଜି ଦଶପଲ୍ଲା- ଗଣିଆ ରାଜ୍ୟ ରାଜପଥର ଯୋଗୀବନ୍ଧ ଛକ ନିକଟରେ ଭୋର୍ ୪ଟା ସମୟରେ ଏକ ବେଆଇନ ଗୋରୁ ବୋଝେଇ ପିକଅପ୍ ଭ୍ୟାନ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଛି। ଦଶପଲ୍ଲାରୁ ଗଣିଆ ଅଭିମୁଖେ ଯାଉଥିବା (ଓ ଡି ୦୫ ବିଜେ ଘ୦୮୩୦) ପିକଅପ୍ ରାସ୍ତା କଡ଼ରେ ଥିବା ସେତୁ ୱାଲରେ ଧକ୍କା ଦେଇ ରାସ୍ତା ତଳକୁ ଖସି ପଡ଼ିଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଡ୍ରାଇଭର୍ ଓ ବ୍ୟବସାୟୀ ଖସି ପଳାଇଛନ୍ତି।ପିକଅପ୍ ଭ୍ୟାନ ଭିତରେ ପ୍ରାୟ ୩୦ଟି ଗୋରୁ ଥିବାବେଳେ ସେଥିମଧ୍ୟରୁ ଘଟଣାସ୍ଥଳରେ ୪ଟି ଗୋରୁଙ୍କ ମୃତ୍ୟୁ ହୋଇଛି। ଟି ଗୋରୁ ଗୁରୁତର ଅବସ୍ଥାରେ ପଡ଼ି ରହିଛନ୍ତି। ଯାହାକି ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା…
Read More୨କୋଟିର ପ୍ରକଳ୍ପ ଉଦଘାଟିତ, ୨୫ ମହିଳାଙ୍କୁ ସ୍କୁଟି, ୪ପଞ୍ଚାୟତରେ “ଆମ ଓଡ଼ିଶା ନବୀନ ଓଡ଼ିଶା” କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ବିରୁଡ଼ା ଗ୍ରାମ ପଞ୍ଚାୟତରେ ଆଜି ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦେଇ ଦୁଇ କୋଟିରୁ ଉର୍ଦ୍ଧ୍ୱ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି । ଏଥି ସହିତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ୨୫ ସଦସ୍ୟାଙ୍କୁ ସ୍କୁଟି ବଣ୍ଟନ କରିଛନ୍ତି । ଏଥି ସହିତ ୪୬ ଲକ୍ଷ ଟଙ୍କା ବ୍ୟୟରେ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର, ୬୦ ଲକ୍ଷ ଟଙ୍କାରେ ବ୍ୟୟରେ ରାଜସ୍ୱ ନିରୀକ୍ଷକଙ୍କ କାର୍ୟ୍ୟାଳୟ, ୧୫ ଲକ୍ଷ ଟଙ୍କା ବ୍ୟୟରେ ଗ୍ରାମ ପଞ୍ଚାୟତ ବିଶ୍ରାମ ଗୃହ, ୧୦ ଲକ୍ଷ ଟଙ୍କା ବ୍ୟୟରେ ଆମ ବ୍ୟାଙ୍କ ସେବା କେନ୍ଦ୍ର, ୭ ଲକ୍ଷ ଟଙ୍କା ବ୍ୟୟରେ ମିଶନ ଶକ୍ତି ଗୃହ, ୫ ଲକ୍ଷ ଟଙ୍କା ବ୍ୟୟରେ ଦଣ୍ଡ ଆଖଡ଼ା…
Read Moreଓଡଗାଁରେ ଅତ୍ୟାଧୁନିକ ସ୍ବାସ୍ଥ୍ୟକର ମାଛ ବଜାର ଉଦଘାଟିତ ହେବାସହ ଗୋଠବଣ- ପଞ୍ଚିରିଡା କେନାଲ ରାସ୍ତାର ଶିଳାନ୍ୟାସ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ ସହରରେ ଗୋଟିଏ ଛାତ ତଳେ ସବୁ ଆମିଷଜାତ ଦ୍ରବ୍ୟ ଉପଲବ୍ଧ କରାଇବା ସହ ପ୍ରଦୂଷଣ ରୋକିବା ନିମନ୍ତେ ପରିବା ମାର୍କେଟ ପଛ ପାର୍ଶ୍ବରେ ନୂତନ ଅତ୍ୟାଧୁନିକ ସ୍ବାସ୍ଥ୍ୟକର ମାଛ ବଜାର ନୟାଗଡ଼ ବିଧାୟକ ଡ଼ଃ. ଅରୁଣ କୁମାର ସାହୁଙ୍କ କରକମଳରେ ଉଦଘାଟିତ ହୋଇଯାଇଛି। ୭୫ଲକ୍ଷ ବ୍ୟୟ ଅଟକଳରେ ନିର୍ମିତ ଏହି ବଜାର ନୂତନ କୋଠା ଘର ନିର୍ମାଣ ହେବା ସହ, ପାନୀୟ ଜଳର ସୁବନ୍ଦୋବସ୍ତୁ, ଦୋକାନୀମାନଙ୍କୁ ସ୍ଥାୟୀ ଘର ଦେବା ନିମନ୍ତେ ବ୍ୟବସ୍ଥା କରାଯାଇଛି। ଯାହା ଦ୍ବାରା ଓଡ଼ଗାଁ ଏନଏସିରେ ମାଇକ୍ରୋ କମ୍ପୋଟିଂକେନ୍ଦ୍ର ଥିବାରୁ ମାଛରୁ ବାହାରୁ ଥିବା ବର୍ଜ୍ୟବସ୍ତୁ ପରିଚାଳନା ସହଜ ହେବ। ଓଡ଼ଗାଁ ଭଳି ଆଧ୍ୟାତ୍ମିକ ସହରରେ ଏଣେତେଣେ ଆମିଷ ଦ୍ରବ୍ୟ ବିକ୍ରି କରାଯାଉଥିବା ବେଳେ ଏବେ ଗୋଟିଏ ସ୍ଥାନରେ ଆମିଷ ଦ୍ରବ୍ୟ ବିକ୍ରି ହେବା ଭଳି ବ୍ୟବସ୍ଥାକୁ…
Read Moreଓଡ଼ଗାଁରେ “ଆମ ଓଡ଼ିଶା ନବୀନ ଓଡିଶା” କାର୍ଯ୍ୟକ୍ରମ ଅନୁଷ୍ଠିତ
ଓଡଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ ଏନଏସି ସମେତ ପାଣ୍ଡେରିପଡା ଓ ରବିଗାଡ଼ିଆ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ। ଓଡଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ଼ଃ. ଅରୁଣ କୁମାର ସାହୁ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟ, ଶିକ୍ଷା, ପାନୀୟ ଜଳ ଓ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ନିମନ୍ତେ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରୁଛନ୍ତି। ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଲକ୍ଷ୍ମୀବସ୍, ବାର୍ଦ୍ଧକ୍ୟ ଭତ୍ତା ବୃଦ୍ଧି ଓ ମମତା ଯୋଜନା ଅର୍ଥ ରାଶି ଓ ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ସ୍ବାବଲମ୍ବୀ କରାଇବା ନିମନ୍ତେ ଅନୁଦାନ ଯୋଗାଇଛନ୍ତି। ଯାହା ଦ୍ବାରା ପ୍ରତ୍ୟେକ ପରିବାରର ଆଜି ଆର୍ଥିକ ଆଉ ସାମାଜିକ ସ୍ତରରେ ଅଭିବୃଦ୍ଧି ଘଟିଛି । ରଘୁନାଥ ମନ୍ଦିର, ଦୁତିକେଶ୍ବର ମନ୍ଦିର ଓ ବରକନ୍ୟା…
Read Moreନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟା ମନ୍ଦିରରେ ପିତୃମାତୃ ପୂଜନ କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ସରସ୍ବତୀ ଶିଶୁଵିଦ୍ୟା ମନ୍ଦିର, ନୟାଗଡ଼ ପରିସରରେ ପିତୃମାତୃ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ଖୁବ ଆଗ୍ରହ ଓ ଭକ୍ତି ସହକାରେ ପିତୃମାତୃ ପୂଜନ କରିଥିଲେ। ଏହିଭଳି ଏକ ନିଆରା ଢଙ୍ଗର କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଏକ ଆଧ୍ୟାତ୍ମିକ ବାତାବରଣ ସୃଷ୍ଟି କରିଥିଲା। ଶିଶୁ ଜୀବନରେ ପିତାମାତା ଙ୍କ ଭୂମିକା ତଥା ସେମାନଙ୍କର ତ୍ୟାଗ, ନିଷ୍ଠା ଓ ଆତ୍ମ ଉତ୍ସର୍ଗ କୁ ସମସ୍ତେ ହୃଦୟଙ୍ଗମ କରିଥିଲେ। ଗୁରୁ ହେଉଛନ୍ତି ପିତାମାତା ଙ୍କ ସ୍ୱରୂପ, ତେଣୁ ଅନ୍ୟ ଛାତ୍ରଛାତ୍ରୀ ମାନେ ଗୁରୁଜୀ ଗୁରୁମା ମାନଙ୍କୁ ପୂଜା କରିଥିଲେ। ବିଦ୍ୟାଳୟର ସମସ୍ତ ଗୁରୁଜୀଗୁରୁମାଙ୍କ ସହଯୋଗ ଓ ପ୍ରଧାନାଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ କାର୍ଯ୍ୟକ୍ରମଟି ସାଫଲ୍ୟ ମଣ୍ଡିତ ହୋଇଥିଲା।
Read Moreରାଜ୍ୟସ୍ତରୀୟ ନାଟ୍ୟମେଳା ପ୍ରସ୍ତୁତି ବୈଠକ, ନାଟ୍ୟସୂଚୀ ପ୍ରକାଶିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦଙ୍କ ମିଳିତ ଆନୁକୁଲ୍ୟରେ ଆସନ୍ତା ମାର୍ଚ୍ଚ ୧ ରୁ ୭ ପର୍ଯ୍ୟନ୍ତ ଦୀର୍ଘ ସାତ ଦିନ ବ୍ୟାପି ରାଜ୍ୟସ୍ତରୀୟ ନାଟ୍ୟମେଳା’ ପଠାଣି ସାମନ୍ତ ଅଡିଟୋରିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଅଛି । ଏଥି ନିମନ୍ତେ ଏକ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ ସ୍ଥାନୀୟ ମହର୍ଷି ବିଦ୍ୟାମନ୍ଦିର ଖେଳପଡ଼ିଆ ଠାରେ ଅନୁଷ୍ଠିତ ହୋଇଥିଲା। ନାଟ୍ୟଧାରା ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସମ୍ପାଦକ ଲକ୍ଷ୍ମୀଧର ମହାପାତ୍ର ଏବଂ ନାଟ୍ୟ ନିର୍ଦ୍ଦେଶକ ଡ. ବିଜୟ କୁମାର ଚୌଧୁରୀ ବିଗତ ତିନି ବର୍ଷ ନାଟକୋତ୍ସବର ଅଭୂତପୂର୍ବ ସଫଳତା ତଥା ଦର୍ଶକୀୟ ଆଦୃତି ସମ୍ପର୍କରେ ଆଲୋଚନା କରିଥିଲେ। ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ନାଟ୍ୟନୁଷ୍ଠାନମାନ ସେମାନଙ୍କ ନାଟକ ପରିବେଷଣ କରିବେ ବୋଲି ଏହି ଅବସରରେ ସୂଚନା…
Read Moreଭାରତୀୟ ଅନୁବାଦ ସାହିତ୍ୟ ଆନୁକୁଲ୍ୟରେ ଜାତୀୟସ୍ତରର ଅନୂଦିତ କାବ୍ୟପାଠ ଓ ଆଲୋଚନାଚକ୍ର
ନୟାଗଡ଼, (ନୟାଗଡ଼ ଦର୍ପଣ): ଅନୁବାଦ ସାହିତ୍ୟର ସମୃଦ୍ଧି ତଥା ଯୁବ ଅନୁବାଦକମାନଙ୍କୁ ଉତ୍ସାହିତ କରିବା ଦିଗରେ ନିରନ୍ତର କାର୍ଯ୍ୟ କରିଆସୁଥିବା ଭାରତର ଅନ୍ୟତମ ପ୍ରମୁଖ ଅନୁଷ୍ଠାନ ଭାରତୀୟ ଅନୁବାଦ ସାହିତ୍ୟ ତରଫରୁ ଅନଲାଇନ୍ ମାଧ୍ୟମରେ ଆଲୋଚନା ଓ ଅନୂଦିତ କାବ୍ୟ ପାଠ ଅନୁଷ୍ଠିତ ହୋଇ ଯାଇଛି।ଅନୁବାଦ ଏକ ସର୍ଜନାତ୍ମକ କାର୍ଯ୍ୟ । ବିଶିଷ୍ଟ ଜ୍ଞାନ, ସାମର୍ଥ୍ୟ,ଅନୁଭବ ଏବଂ କଳାତ୍ମକ କୌଶଳ ଦ୍ୱାରା ଅନୁବାଦ ଲାଳିତ୍ୟପୁର୍ଣ୍ଣ ତଥା ପ୍ରଭାବଶାଳୀ ହୋଇଥାଏ। ଅନୁବାଦ ଆମ ପରସ୍ପରକୁ ନିକଟତର କରିବାସହ ବିଶ୍ୱ ଐକ୍ୟକୁ ପରିପୁଷ୍ଟ କରିଥାଏ ବୋଲି ଆଜିର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ବିଶିଷ୍ଟ ପଞ୍ଜାବୀ ଅନୁବାଦକ ଅମରଜୀତ କୌଁକେ, ଓଡ଼ିଆ ଅନୁବାଦକ ଡ. ଚିତ୍ତରଞ୍ଜନ ମିଶ୍ର ଓ ମରାଠୀ ଅନୁବାଦକ ବିଜୟ ପ୍ରଭାକର ନାଗରକର ମତପ୍ରକାଶ କରିଥିଲେ। ଭାରତୀୟ ଅନୁବାଦ ସାହିତ୍ୟର ସଂପାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ ସମସ୍ତଙ୍କୁ ସ୍ୱାଗତ…
Read Moreପ୍ରେମ ପାଇଁ ସ୍ୱାମୀକୁ ମାରି ଘର ଭିତରେ ମାଟିତଳେ ପୋତିଦେଲା ସ୍ତ୍ରୀ
ଶାଶୁ, ସ୍ତ୍ରୀ ଓ ପ୍ରେମିକ ଗିରଫ ପରେ ଗାଁ ଶତାଧିକ ଲୋକ, ପୋଲିସ ମୁତୟନ ଓଡ଼ଗାଁ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା କୋମଣ୍ତ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। ୧୪ ବର୍ଷଘର ସଂସାର କରି ସାରିବା ପରେ ସ୍ୱାମୀ ସ୍ତ୍ରୀର ସଂପର୍କକୁ ପଛରେ ପକାଇ ନିଜ ପ୍ରେମିକ ସହ ମିଶି ସ୍ବାମୀକୁ ଜୀବନରେ ମାରି ଘର ଭିତରେ ପୋତି ଦେଇଛି ସ୍ତ୍ରୀ । ଘଟଣାକୁ ୧୦ ଦିନ ବିତି ଯାଇଥିଲେ ମଧ୍ୟ ଆଜି ପୁଲିସ ଗାଁରେ ପହଂଚି ସ୍ତ୍ରୀ ଓ ଶାଶୁକୁ ଉଠାଇ ଆଣିଥିବାବେଳେ ପ୍ରେମିକ ଫେରାର ହେବାକୁ ଚେଷ୍ଟା କରି ପୁଲିସ ଜାଲରେ ଧରାପଡିଛି। ସୂଚନା ଅନୁସାରେ, ଓଡ଼ଗାଁ ଥାନା ରୋହିବାଙ୍କ ଗ୍ରାମର ଗୋଲକ ନାୟକ ପୁଅ ପ୍ରକାଶ ନାୟକ(୩୭) ଜଣେ ଦିନ ମଜୁରିଆ ଭାବେ କାର୍ଯ୍ୟ କରନ୍ତି। ସେ…
Read More