ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାରେ ପିଏମ୍ ଶ୍ରୀ ବିଦ୍ୟାଳୟ ଗୁଡ଼ିକ ଦୁଇ ଦିନିଆ ତଥା ତା ୦୬.୦୩.୨୦୨୬ ଠାରୁ ୦୭.୦୩.୨୦୨୬ ରିଖ ପରିଦର୍ଶନ କଲେ କେନ୍ଦ୍ରୀୟ ଅଧିକାରୀ ମନସୁର ହାସନ୍ ଖାଁ ଜଏଣ୍ଟ ସେକ୍ରେଟାରୀ ଆଣ୍ଡ ଏଫ .ଏ, ଡିପାର୍ଟମେଣ୍ଟ ଅଫ ୟୁଥ୍ ଆଫୀୟରସ ଆଣ୍ଡ ସ୍ପୋର୍ଟସ ଗଭରନ୍ ମେଣ୍ଟ ଅଫ ଇଣ୍ଡିଆ ଓ ରାଜ୍ୟ ଗଣଶିକ୍ଷା ସେକେଣ୍ଡାରୀ ଯୁଗ୍ମ ନିର୍ଦ୍ଦେଶକ ବିଶ୍ଵଜିତ ସାହୁ ତତସହ ଜିଲ୍ଲା ଶିକ୍ଷାଧିକାରୀ ଚିତରଞ୍ଜନ ପାଣ୍ଡେ, ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ବନଲତା ବେହେରା ଯୋଗଦେଇଥିଲେ। ପି ଏମ୍ ଶ୍ରୀ ବିଦ୍ୟାଳୟ ଗୁଡ଼ିକରେ ସମାଜ ସଂସ୍କାର ଆଧାରିତ ଶିକ୍ଷା ତଥା କୗଶଳ ବିକାଶ ଶିକ୍ଷା, ମାନସିକ ସୁସ୍ଥତା, ଶାରୀରିକ ବିକାଶ, ଧନ୍ଦା ମୂଳକ ଶିକ୍ଷା, ଖେଳ, କଂପ୍ୟୁଟର ଓ ଅର୍ଥନୈତିକ ସଠିକ୍ ପରିଚାଳନା ,…
Read MoreCategory: ନୟାଗଡ଼
ଓଡ଼ଗାଁରେ ଖୋଲିଲା ନର୍ସିଂ କଲେଜ
ଓଡଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ କଲେଜ ରୋଡ଼୍ ମୁଖ୍ୟ ସଡ଼କ ପାର୍ଶ୍ବରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସରକାରୀ ସ୍ବୀକୃତିପ୍ରାପ୍ତ ପଦାରବିନ୍ଦ ପ୍ରତିଷ୍ଠାନ (ସ୍ୱାସ୍ଥ୍ୟ ବିଜ୍ଞାନ ଏବଂ ଗବେଷଣା କେନ୍ଦ୍ର) ର ଶୁଭ ଉଦ୍ଘାଟନ ହୋଇଯାଇଛି।ଏଥିରେ ପ୍ରତିଷ୍ଠାନର ଅଧ୍ୟକ୍ଷ ସ୍ଥିତପ୍ରଜ୍ଞା ଆଚାର୍ଯ୍ୟ ଙ୍କ ସଭାପତିତ୍ୱ ରେ ଏକ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବରେ ଓଡ଼ଗାଁ ତହସିଲଦାର୍ ତଥା ଦଣ୍ଡାଧିକାରୀ ଡ.ମାନସରଞ୍ଜନ ଭୋଇ,ମୁଖ୍ୟ ବକ୍ତା ଭାବରେ ଅତିରିକ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡଃ ନିଳାଞ୍ଜନ ଦାଶ,ସ୍ୱତନ୍ତ୍ରଅତିଥି ବନପାଳ ଅଭିମନ୍ୟୁ ମଲ୍ଲିକ,ସମ୍ମାନିତ ଅତିଥି ଭାବରେ ପରିବ୍ରାଜକ ସ୍ୱାମୀ ଆତ୍ମାନନ୍ଦ ସରସ୍ୱତୀ, ସ୍ୱାମୀ ଭୁବନେଶା ନନ୍ଦ ସରସ୍ୱତୀ, ନୋଟାରୀ ପ୍ରଫୁଲ୍ଲ କୁମାର ଶତପଥୀ, ରେସପ୍ଳସର ଅଧ୍ୟକ୍ଷ ବିଶ୍ୱରଞ୍ଜନ ମହାପାତ୍ର,ସମାଜସେବୀ ଦିବାକର ନାୟକ,ବରିଷ୍ଠ ସାମ୍ବାଦିକ ଅଶୋକ କୁମାର ମହାପାତ୍ର, ସାରସ ମିଶ୍ର,ଅର୍ଚ୍ଚିତା ଅପରାଜିତା ପଟ୍ଟନାୟକ, ଆଞ୍ଚଳିକ ସାଧନକେନ୍ଦ୍ର…
Read More“ଓଡ଼ିଆ ଗୌରବ” ସମ୍ମାନରେ ସମ୍ମାନିତ ହେବେ ଆମ ନୟାଗଡ଼ର ବ୍ୟଙ୍ଗ କବି ତଥା ଅଭିନେତା ରବୀନ୍ଦ୍ର ରାଉତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଆମ ନୟାଗଡ଼ ଜିଲ୍ଲାର ବିଶିଷ୍ଟ ବ୍ୟଙ୍ଗ କବି ତଥା ଅଭିନେତା ରବୀନ୍ଦ୍ର ରାଉତଙ୍କୁ ମଧ୍ୟପ୍ରଦେଶ ଇନ୍ଦୋର ଠାରେ “ଇନ୍ଦୋର ପ୍ରବାସୀ ଓଡ଼ିଆ ସମାଜ” ଦ୍ୱାରା ଉତ୍କଳ ଦିବସ ଅବସରରେ “ଓଡ଼ିଆ ଗୌରବ ୨୦୨୬” ସମ୍ମାନ ଏପ୍ରିଲ ୫ ତାରିଖରେ ସମ୍ମାନୀତ କରିବା ପାଇଁ ଅନୁଷ୍ଠାନ ତରଫରୁ ଘୋଷଣା କରାଯାଇଅଛି। ରବୀନ୍ଦ୍ର ଏହା ପୂର୍ବରୁ ରାଜ୍ୟ ବାହାରେ ମୁମ୍ବାଇ ଓ ଚେନ୍ନାଇ ଠାରେ ମଧ୍ୟ ସମ୍ମାନୀତ ହୋଇଛନ୍ତି। ନୟାଗଡ଼ ସହରତଳି ଗାଁ ମୁକ୍ତାପୁରରେ ଏକ କ୍ଷୁଦ୍ର ଚାଷୀ ପରିବାରରେ ଜନ୍ମ ଗ୍ରହଣ କରିଥିବା ରବୀନ୍ଦ୍ର ୨୦୧୦ ମସିହାରେ ପଲି୍ଟିକାଲ ସର୍କସରେ ଭାଗନେଇ ସେହିବର୍ଷ ରାଜ୍ୟସ୍ତରରେ ବିଜୟୀ ହୋଇ ନୟାଗଡ଼ ଜିଲ୍ଲାକୁ ଗୌରାବାନ୍ୱିତ କରିଥିଲେ। ରବିନ୍ଦ୍ର ଅନେକ ଓଡ଼ିଆ ଧାରାବାହିକ ଓ ଚଳଚ୍ଚିତ୍ରରେ ଅଭିନୟ କରିବାର ସୁଯୋଗ ପାଇଛନ୍ତି। ଏହା ସହ “ବ୍ୟଙ୍ଗ କଲମ” ଭଳି ଏକ…
Read Moreସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ
ରଣପୁର,(ନୟାଗଡ଼ ଦର୍ପଣ): ରଣପୁର ବ୍ଲକ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ହୃଷିକେଶ ପାତ୍ର ଓ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ପ୍ରଶାନ୍ତି ପାତ୍ରଙ୍କ କନିଷ୍ଠ ପୁତ୍ର ଆୟୁଷ୍ମାନ ସାଇ ରମଣ ପାତ୍ର ଚଳିତ ବର୍ଷ UPSC ପରୀକ୍ଷାରେ ୨୮୫ ରା଼ଙ୍କ ହାସଲ କରି ଗାଁ, ବ୍ଲକ ଓ ଜିଲ୍ଲା ତଥା ରାଜ୍ୟ ପାଇଁ ଗୌରବ ଅର୍ଜନ କରିଛନ୍ତି। ତାଙ୍କର ଏହି ଉଲ୍ଲେଖନୀୟ ସଫଳତା ପାଇଁ ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ଗୋପାଳପୁର ସ୍ଥିତ ତାଙ୍କ ବାସଗୃହରେ ପହଞ୍ଚି ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲା। ଏହି ଅବସରରେ ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘର ମହାସଚିବ ଜ୍ୟୋତି ରଞ୍ଜନ ଦାଶ, ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ବିଶ୍ୱଜିତ ଦାଶ, ସମ୍ପାଦକ ଅଶୋକ କୁମାର ବେହେରା, ମହେନ୍ଦ୍ର ସୁବୁଦ୍ଧି, ମିଡ଼ିଆ କୋର୍ଡିନେଟର ସୁଶୀଲ କୁମାର ରଣା ଓ ଶିକ୍ଷାବିତ…
Read Moreଅନ୍ତର୍ଜାତୀୟ ମହିଳା ଦିବସ ଉଦଘାଟିତ
ସଶକ୍ତ ନାରୀ, ସଶକ୍ତ ରାଷ୍ଟ୍ର, ଶକ୍ତିର ଗତି, ରାଷ୍ଟ୍ରର ପ୍ରଗତିମାର୍ଚ୍ଚ ୬ରୁ ମାର୍ଚ୍ଚ ୮ ପର୍ଯ୍ୟନ୍ତ ନୟାଗଡ଼,(ନୟାଗଡ଼ ଦର୍ପଣ): ଆଜି ନୟାଗଡ଼ ଜିଲ୍ଲାର ଇନଡୋର ଷ୍ଟାଡିୟମ ଠାରେ ଅନ୍ତର୍ଜାତୀୟ ମହିଳା ଦିବସର ଉଦଘାଟନ ଉତ୍ସବରେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ, ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ପ୍ରମୁଖ ଯୋଗଦେଇ ପ୍ରଥମେ ଭଗବାନଙ୍କ ନିକଟରେ ପୁଷ୍ପମାଲ୍ୟ, ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରାରମ୍ଭରେ ଜିଲ୍ଲାପାଳ ଯୋଗର ଉପକାରିତା ବିଷୟରେ ଉପସ୍ଥିତ ଅଂଶୀଦାରମାନଙ୍କୁ ଅଭିବ୍ୟକ୍ତି ପ୍ରଦାନ କରିଥିଲେ। ଯୋଗ ପ୍ରଶିକ୍ଷଣ ଦେବାକୁ ୩ଜଣ ଯୋଗ ଗୁରୁ ଦୀପ୍ତିମୟୀ ଜେନା, ସୁଶ୍ମୀତା ଦାଶ ଓ ସୁଶ୍ରୀ ସଂଗୀତା ନାୟକ ଯୋଗ ଦେଇଥିଲେ। ଜୁମ୍ବା କାର୍ଯ୍ୟକ୍ରମରେ ମହିଳାମାନେ ଭାଗ ନେଇ ବହୁତ ଖୁସି…
Read Moreନୟାଗଡ଼ରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ନେଇ ସାମ୍ବାଦିକ ସମ୍ମିଳନୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ମାଇଁ ଭାରତ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ନେଇ ସାମ୍ବାଦିକ ସମ୍ମିଳନୀ। ଆସନ୍ତା ମାର୍ଚ୍ଚ ୮ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଭାରତ ସରକାରଙ୍କ କ୍ରିଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଅଧୀନ ମାଇଁ ଭାରତ ନୟାଗଡ଼ ଓ ସେବା ଉତ୍ସବ ସମିତି ମିଳିତ ଆନୁକୂଲ୍ୟରେ ଅସ୍ମିତା ଦିବସ ପାଳନ କରାଯିବ। ଏନେଇ ଆଜି ନୟାଗଡ଼ ଜିଲ୍ଲା ପରିଷଦ ସଭା ଗୃହ ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରାଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ନୟାଗଡ଼ ଜିଲ୍ଲା ପରିଷଦ ଅଧକ୍ଷ ଦେବାଶିଷ ପଟ୍ଟନାୟକ, ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ର, ଆଇନଜୀବି ଚନ୍ଦ୍ର ବିଜୟୀ ମିଶ୍ର ଉପସ୍ଥିତ ଥିଲେ। ସମ୍ମିଳନୀକୁ ସେବା ଉତ୍ସବ କୋଷାଧକ୍ଷ ପରମେଶ୍ୱର ସାହୁ ସଂଯୋଜନା କରିଥିଲେ। ନୟାଗଡ଼ ଖେଳ ପଡିଆଠାରେ ଆସନ୍ତା ୮ ତାରିଖ…
Read Moreଗାଲାକ୍ସି ସ୍ୱାସ୍ଥ୍ୟ ବୀମା କମ୍ପାନୀ ପକ୍ଷରୁ ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ଅବସ୍ଥିତ ଗାଲାକ୍ସି ସ୍ୱାସ୍ଥ୍ୟ ବୀମା କମ୍ପାନୀ ପକ୍ଷରୁ ଆଜି ଏକ ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ନୟାଗଡ଼ ସାମ୍ବାଦିକ ଭବନଠାରେ ଆୟୋଜିତ ହୋଇଯାଇଛି । ଆପୋଲ ହସ୍ପିଟାଲ ପକ୍ଷରୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଇଛି । ଭେଷଜ ବିଶେଷଜ୍ଞ ଡା. ପ୍ରେମାନନ୍ଦ ପଟ୍ଟନାୟକ ସ୍ୱାସ୍ଥ୍ୟ ପରାମର୍ଶ ପ୍ରଦାନ କରିଥିଲେ । ୭୦ରୁ ଉର୍ଦ୍ଧ୍ୱ ରୋଗୀଙ୍କ ବିଭିନ୍ନ ପ୍ରକାର ପରୀକ୍ଷା କରାଯାଇଥିଲା । ଲରେନ୍ସ ଆଣ୍ଡ ମେୟୋ ଆଇ ହସ୍ପିଟାଲ ଚକ୍ଷୁ ବିଭାଗ ଦଳ ଉପସ୍ଥିତ ରହି ପରୀକ୍ଷା କରିଥିଲେ । ଗାଲାକ୍ସି ସ୍ୱାସ୍ଥ୍ୟ ବୀମା କମ୍ପାନୀ ବ୍ୟବସାୟିକ ପରିଚାଳକ ବିଷ୍ଣୂପ୍ରସାଦ ମହାପାତ୍ର, ଏଜେନ୍ସି ସହଯୋଗୀ ବିଭୂତି ଭୂଷଣ ସ୍ୱାଇଁ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ । ବରିଷ୍ଠ ମୁଖ୍ୟ ମନୋରଞ୍ଜନ ଦାଶ ରୋଗୀ ଓ ରୋଗୀ ସମ୍ପର୍କିୟଙ୍କ ସହ ଆଲୋଚନା…
Read Moreନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଓକିଲସଂଘ ଗୃହ ଉଦଘାଟିତ
ଦୀର୍ଘଦିନର ଦାବୀ ପରେ ସାକାରହେଲା ଓକିଲ ସଙ୍ଘର ଦାବୀ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ମଧ୍ୟରେ ଓକିଲ ମାନଙ୍କ ବ୍ୟବହାର ପାଇଁ ବହୁ ପ୍ରତିକ୍ଷୀତ ଓକିଲ ସଙ୍ଘ ଗୃହ ଓଡିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ କରକମଳରେ ଏବଂ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କ ଉପସ୍ଥିତିରେ ଶୁଭ ଉଦଘାଟନ ହୋଇଯାଇଛି।ଏହି ଅବସରରେ ଜିଲ୍ଲା ଓକିଲ ସଙ୍ଘ ସଭାପତି ରଣଜିତ ଦାଶଙ୍କ ଅଧ୍ୟକ୍ଷତାର ଆୟୋଜିତ ଉଦ୍ଘାଟନୀ ସଭାରେ ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ବାଚସ୍ପତି ଶ୍ରୀମତୀ ପାଢ଼ୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଅର୍ପଣ କରାଯାଇଥିଲା। ଖଣ୍ଡପଡା ଓକିଲ ସଙ୍ଘ ସଭାପତି ସଂଗ୍ରାମ ମିଶ୍ର, ସମ୍ପାଦକ ବିକ୍ରମ କେଶରୀ ଦେଓ, ଓଡଗାଁ ଓକିଲ ସଙ୍ଘ ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ, ଦଶପଲ୍ଲା ଓକିଲ ସଙ୍ଘ ସଭାପତି ସୁଶାନ୍ତ କୁମାର ପାତ୍ର ଏବଂ ଦଲିଲ ଲେଖକ ମୋହରିର…
Read Moreସହକାରୀ ଶିକ୍ଷୟିତ୍ରୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା
ନୟାଗଡ଼,(ନୟାଗଡ଼ ଦର୍ପଣ): ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ମୁନିସିପାଲିଟି ଅନ୍ତର୍ଗତ ପଶ୍ଚିମ ଟାଉନ ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ସତ୍ୟଭାମା ଦେବୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବିଶିଷ୍ଟ କବି ତଥା ସାହିତ୍ୟିକ ଗୋଦାବରୀଶ ମିଶ୍ର ଏପରି ମତବ୍ୟକ୍ତ କରିଥିଲେ। ଶ୍ରୀମତୀ ମିଶ୍ରଙ୍କର ଦୀର୍ଘ ଦିନର ସେବା, ସମର୍ପଣ ତଥା ଶିକ୍ଷାପ୍ରତି ନିଷ୍ଠା ସମସ୍ତଙ୍କ ପାଇଁ ପ୍ରେରଣା ହୋଇ ରହିବା ସହିତ ପିଲାମାନଙ୍କୁ ଶିଖାଇଥିବା ଶ୍ରମ, ଶୃଙ୍ଖଳା, ମୂଲ୍ୟବୋଧ ଏବଂ ସଠିକ ପଥରେ ଚାଲିବାର ଉପାୟ ସଦାସର୍ବଦା ପିଲାମାନଙ୍କୁ ଆଲୋକମୟ ପଥରେ ଚାଲିବା ପାଇଁ ସାହାଯ୍ୟ କରିବ ବୋଲି ବିଭିନ୍ନ କ୍ଲଷ୍ଟରରୁ…
Read Moreକ୍ୟାବିନେଟ ମନ୍ତ୍ରୀ କିରଣ ରିଜିଜୁ ଏବଂ ହରଦୀପ ପୂରି ଓ ସାଂସଦ ନିଶିକାନ୍ତ ଦୁବେଙ୍କୁ ଗିରଫ ଦାବିରେ ନୟାଗଡ଼ ଥାନାରେ ଇତାଲା ଦାଏର କଲା ଜିଲ୍ଲା କଂଗ୍ରେସ
ନୟାଗଡ଼, (ନୟାଗଡ଼ ଦର୍ପଣ): ଲୋକସଭା ବିରୋଧି ଦଳ ନେତା ରାହୁଲ ଗାନ୍ଧିଙ୍କ ପ୍ରତି ବ୍ୟକ୍ତିଗତ ଅପଶବ୍ଦ ପ୍ରୟୋଗ ବିଜେପିର ଅଭ୍ୟାସରେ ପରିଣତ ହୋଇଛି କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ମୋଦୀଙ୍କ ମନ୍ତ୍ରୀମଣ୍ଡଳର ଦୁଇ ସହଯୋଗୀ କ୍ୟାବିନେଟ ମନ୍ତ୍ରୀ କିରଣ ରିଜିଜୁ ଏବଂ ହରଦୀପ ପୂରି ଓ ସାଂସଦ ନିଶିକାନ୍ତ ଦୁବେ ପ୍ରମୁଖଙ୍କୁ ଗିରଫ ଦାବିରେ ନୟାଗଡ଼ ଜିଲ୍ଲା କଂଗ୍ରେସ ପକ୍ଷରୁ ନୟାଗଡ଼ ଟାଉନ ଥାନାରେ ଇତାଲା ଦାଏର। ଲୋକସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ସର୍ବମାନ୍ୟ ନେତା ରାହୁଲ ଗାନ୍ଧି ଦେଶର ଗୌରବ ବୃଦ୍ଧି ପାଇଁ ସଦାସର୍ବଦା ଚେଷ୍ଟିତ ଥିବାବେଳେ ଅସହିଷ୍ଣୁ ଶାସକ ଦଳ ବିଜେପି ପକ୍ଷରୁ ବାରମ୍ବାର ତାଙ୍କ ପ୍ରତି ଅପଶବ୍ଦ ପ୍ରୟୋଗ କରାଯାଉଛି। ଭାରତୀୟ ସଂସଦୀୟ ଶାସନ ବ୍ୟବସ୍ଥାର ସମସ୍ତ ବିଧିବ୍ୟବସ୍ଥା ଓ ଶାଳୀନତାର ସ୍ପଷ୍ଟ ଉଲ୍ଲଂଘନ କରି ଖୋଦ୍ ସଂସଦୀୟ ବ୍ୟାପାର ମନ୍ତ୍ରୀ…
Read More