ପଣ୍ଡିତ ବିନାୟକ ମିଶ୍ରଙ୍କ ୧୩୦ତମ ଜୟନ୍ତୀ ପାଳିତ
‘ଯୁବପୀଢ଼ି ବିନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ୱାନ’

ଗୀତିକଳ୍ପ ହରିଶ ପ୍ରଧାନଙ୍କୁ ପଣ୍ଡିତ ବିନାୟକ ମିଶ୍ର ସାହିତ୍ୟ ସମ୍ମାନ ପ୍ରଦାନ ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଗଣେଶ ଚତୁର୍ଥୀ ଅବସରରେ ତଥାସ୍ତୁ ପକ୍ଷରୁ ପଣ୍ଡିତ ବିନାୟକ ମିଶ୍ର ଜୟନ୍ତୀ ପାଳିତ ହୋଇଯାଇଛି । ନୟାଗଡ଼ ବ୍ଲକ ସଭା ଗୃହରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ମୁଖ୍ୟ ବକ୍ତା ଭାବେ ସାହିତ୍ୟ ଏକାଡେମୀ ସଦସ୍ୟ ଅଶୋକ କୁମାର ନାୟକ ଯୋଗ ଦେଇଥିଲେ । ତଥାସ୍ତୁ ଅନୁଷ୍ଠାନର ସଭାପତି ବସିରନ ବିବିଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ଡ. ସାହୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଜୀବନ ଓ ସାହିତ୍ୟ କୃତି ସମସ୍ତଙ୍କ ପାଇଁ ଏକ ଦିଗଦର୍ଶନ ଏବଂ ଯୁବପୀଢ଼ି ବିନାୟକଙ୍କ ସଂକଳ୍ପ, ଆଦର୍ଶରେ…

Read More

ସାମୁହିକ ଛୁଟିରେ ଗଲେ ନୟାଗଡ଼ ଜିଲ୍ଲାର ପ୍ରାଥମିକ ଶିକ୍ଷକ

ବିଦ୍ୟାଳୟରେ ଝୁଲିଲା ତାଲା, ମଧ୍ୟାହ୍ନ ଭୋଜନ ଏବଂ ପାଠପଢ଼ା ଠପ୍‌ ନୟାଗଡ଼,(ନୟାଗଡ଼ ଦର୍ପଣ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ, ଭୁବନେଶ୍ୱରର ଡାକରାରେ ଆଜିଠାରୁ ସମଗ୍ର ରାଜ୍ୟରେ ପ୍ରାଥମିକ, ଉଚ୍ଚ ପ୍ରାଥମିକ ତଥା ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରାଥମିକ ଶିକ୍ଷକମାନେ ସାମୁହିକ ଛୁଟି ନେଇ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି । ତିନି ଦଫା ଦାବି ନେଇ ସମଗ୍ର ରାଜ୍ୟର ୩୧୪ଟି ବ୍ଳକରେ ପ୍ରାଥମିକ ଶିକ୍ଷକମାନେ ଅନିର୍ଦ୍ଦିଷ୍ଟ ସମୟ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ଅନ୍ତର୍ଗତ ୮ଟି଼ ବ୍ଲକର ୧୦୬୬ଟି ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ୫ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷକ ଶିକ୍ଷୟିତ୍ରୀ ଏହି ଆନ୍ଦୋଳନରେ ସାମିଲ ହେବା ସହିତ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଛନ୍ତି । ଆଜି ଅଧିକାଂଶ…

Read More

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଖୁଣ୍ଟାତଡା ରଜା ଓ ଦଶ ପଇସାର ରଜା ଦାସିଆ ଅଜାଙ୍କ ଶ୍ରାଦ୍ଧ ବାର୍ଷିକ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଓଡିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ ଦାସିଆ ଅଜାଙ୍କ ୨୬ତମ ଶ୍ରାଦ୍ଧ ଦିବସ ପାଳିତ ହୋଇ ଯାଇଛି। ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୁଖ୍ଯ ଅତିଥି ଭାବେ ଅବସରପ୍ରାପ୍ତ ଇଂରାଜୀ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଧରାପୃଷ୍ଠରେ ଏପରି ଜଣେ ଜଣେ ଯୋଗଜନ୍ମା ଜନ୍ମ ନେଇଥାନ୍ତି, ଯାହାଙ୍କର ଅଲୌକିକ କାର୍ଯ୍ୟ କଳାପକୁ ଗୋଟିଏ ଜାତି ସବୁଦିନ ପାଇଁ ମନେ ରଖିଥାଏ। ସେହି ଚର୍ଚ୍ଚିତ ବିସ୍ମୟ ବ୍ଯକ୍ତିତ୍ବ ହେଉଛନ୍ତି ଓଡିଶା ପାଠାଗାର ଆନ୍ଦୋଳନର ପ୍ରବର୍ତ୍ତକ ପ୍ରଖ୍ୟାତ ସଂଗ୍ରହାକ ସାରସ୍ୱତ ସାଧକ ଐତିହାସିକ ଦାଶରଥି ପଟ୍ଟନାୟକ ଦଶ ପଇସାର ରଜା ଖୁଣ୍ଟାତଡା ରଜା ଦାସିଆ ଅଜା। ଦାସିଆ ଅଜା ଅତି ସାଧାରଣ ପରିବାରରେ…

Read More

ରାଜ୍ୟପାଳଙ୍କ ଦ୍ଵାରା ଲୋକାର୍ପିତ ହେଲା ଡ. ସୁରେଶ ବରାଡ଼ଙ୍କ କବିତା ପୁସ୍ତକ “ଗୁରୁ”

ଓଡଗାଁ, (ନୟାଗଡ଼ ଦର୍ପଣ): ଓଡଗାଁ ବ୍ଲକ ଅନ୍ତର୍ଗତ ହରିହରପୁର ଗ୍ରାମର ବିଶିଷ୍ଟ କବି ଡ.ସୁରେଶ ଚନ୍ଦ୍ର ବରାଡ଼ଙ୍କ ଦ୍ଵାରା ଲିଖିତ କବିତା ସଂଗ୍ରହ “ଗୁରୁ” ପୁସ୍ତକକୁ ଓଡ଼ିଶାର ମହାମହିମ ରାଜ୍ୟପାଳ, ପ୍ରଫେସର ଗଣେଶୀ ଲାଲଙ୍କ କରକମଳରେ ଉନ୍ମୋଚିତ ହୋଇଯାଇଛି। ଏହି ପୁସ୍ତକ ଉନ୍ମୋଚନ ଅବସରରେ ଆନ୍ତଜାର୍ତୀୟ ଚାରଣ ଗୋଷ୍ଠୀର ସମ୍ପାଦକ ଗୋବିନ୍ଦ ଚନ୍ଦ୍ର ବେହେରା, କେଉଁଝର ଜିଲ୍ଲା ସଂଗଠକ ତପନ କୁମାର ନାୟକ, କବି କଲ୍ଲୋଳ ଗୋଦାବରୀ ବସନ୍ତିଆ ଉକ୍ତ କାଯ୍ୟର୍କ୍ରମରେ ଉପସ୍ଥିତ ଥିଲେ। ଦୁଇଟି ଭାଗରେ ବିଭକ୍ତ ପୁସ୍ତକଟିରେ ପ୍ରଥମେ ଗୁରୁଗୀତା ସଂସ୍କୃତ ପୁସ୍ତକର ତିନୋଟି ଅଧ୍ୟାୟର ଓଡ଼ିଆ ଭାଷାନ୍ତର ସହିତ ଗୀତାନୁବାଦ ପ୍ରଦାନ କରାଯାଇଛି। ଦ୍ଵିତୀୟ ଭାଗରେ ସାମ୍ପ୍ରତିକ ଯୁଗରୁ ବୈଦିକ ଯୁଗ ପଯ୍ୟର୍ନ୍ତ ବିଭିନ୍ନ ସମୟର ଗୁରୁ ଶିଷ୍ୟ ସମ୍ପର୍କକୁ ନେଇ ୨୧ ଜଣ ଗୁରୁଶିଷ୍ୟଙ୍କ ଚରିତ ସରସ-ସୁନ୍ଦର, ସରଳ-ସାବଲୀଳ ଭାଷାରେ ରଚିତ…

Read More

ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଦାଶିଆ ଅଜାଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରବାଦ ପୁରୁଷ ତଥା ପାଠାଗାର ଆନ୍ଦୋଳନର କାଣ୍ଡାରୀ ସ୍ବର୍ଗତ ଦାଶରଥି ପଟ୍ଟନାୟକ ତଥା ଦଶପଇସିଆ ଅଜା ଦାଶିଆ ଅଜାଙ୍କ ଶ୍ରାଦ୍ଧବାର୍ଷିକୀ ସରକାରୀ ଉଚ୍ଚ ବିଦ୍ୟାଳୟ ସିନ୍ଦୁରିଆର ଛାତ୍ରଛାତ୍ରୀଙ୍କ ଗହଣରେ ପାଳିତ ହୋଇଛି l ବରିଷ୍ଠ ଶିକ୍ଷକ ଶେଖ ଅବଦୁଲ ଖାଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ସଭାରେ ସହକାରୀ ଶିକ୍ଷୟିତ୍ରୀ ନିଶାମଣୀ ମିଶ୍ର ପ୍ରାରମ୍ଭିକ ଅଭିଭାଷଣ ରଖିଥିଲେ l ସହକାରୀ ଶିକ୍ଷୟିତ୍ରୀ ପ୍ରବାସିନୀ ମିଶ୍ର,ରଶ୍ମି ରଞ୍ଜିତା ବେହେରା ଓ ଲଷ୍ମୀପ୍ରିୟା ନାୟକ ଦାଶରଥି ପଟ୍ଟନାୟକଙ୍କ ଜୀବନୀ ଉପରେ ଆଲୋକପାତ କରିଥିବା ବେଳେ ଛାତ୍ର ଛାତ୍ରୀଙ୍କ ତରଫରୁ ସ୍ବୀଟି ଲେଙ୍କା ଓ ଲଷ୍ମୀପ୍ରିୟା ପାଳ ବକ୍ତବ୍ୟ ରଖିଥିଲେ l ସହକାରୀ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ରାଉତ ଓ ମଗନମ ଜାହା ଦାଶିଆ ଅଜାଙ୍କ ଉପରେ କୁଇଜ ପ୍ରତିଯୋଗିତା ପରିଚାଳନା କରିଥିଲେ l ସଭା ଶେଷରେ ଶିକ୍ଷୟିତ୍ରୀ ସବିତା…

Read More

ନୟାଗଡ଼ ସରସ୍ୱତୀ ଶିଶୁଵିଦ୍ୟା ମନ୍ଦିରରେ ଦାସିଆ ଅଜାଙ୍କ ଶ୍ରାଦ୍ଧ ଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସରସ୍ୱତୀ ଶିଶୁଵିଦ୍ୟା ମନ୍ଦିର ନୟାଗଡ଼ ଠାରେ ପ୍ରବାଦ ପୁରୁଷ ତଥା ଓଡିଶା ପାଠାଗାର ଆନ୍ଦୋଳନର ପିତାମହ, ପ୍ରଖ୍ୟାତ ସଂଗ୍ରାହକ ସାହିତ୍ୟ ସାଧକଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ଆଚାର୍ଯ୍ୟl ଶ୍ରୀମତୀ ପ୍ରମୋଦିନୀ ମିଶ୍ର ଦାଶିଆ ଅଜା ଙ୍କ ଜୀବନୀ ଓ କାର୍ଯ୍ୟlବଳୀ ବିଷୟରେ ବର୍ଣ୍ଣନା କରିଥିଲେ। ଏକାଗ୍ରତା, ବ୍ୟବସ୍ଥିତତା, ସାଂସ୍କୃତିକ ଚେତନା ଆମେ ତାଙ୍କ ଜୀବନୀ ରୁ ଶିକ୍ଷା କରିବା। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରମୁଖ ହରେକୃଷ୍ଣ ମୁଦୁଲି, ଶିକ୍ଷା ବିକାଶ ସମିତି, ଓଡ଼ିଶାଙ୍କ ସହପ୍ରାନ୍ତ ପରୀକ୍ଷା ସଂଯୋଜକ ଶ୍ରୀ ରୁଦ୍ର ନାରାୟଣ ବେହେରା, ପ୍ରାନ୍ତ ବିଦ୍ୟାମନ୍ଦିର ଶୈକ୍ଷିକ ପ୍ରମୁଖ ଶ୍ରୀ କୈଳାସ ଚନ୍ଦ୍ର ମିଶ୍ର ଉପସ୍ଥିତ ଥିଲେ। ପ୍ରଧାନlଚାର୍ୟ୍ଯ ଙ୍କ ତତ୍ୱାବଧାନ ରେ ସମସ୍ତ ଗୁରୁଜୀଗୁରୁମା ଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା।

Read More

ନୟାଗଡ଼ରେ ଦାସିଆ ଅଜାଙ୍କ ୨୬ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ, ପ୍ରଖ୍ୟାତ ସଂଗ୍ରାହକ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ଏବଂ ସମସ୍ତଙ୍କ ପ୍ରିୟ ଦାଶରଥି ପଟ୍ଟନାୟକ ଓରଫ ଦାସିଆ ଅଜାଙ୍କ ୨୬ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଦାସିଆ ଅଜା ସ୍ମୃତି କମିଟି ତରଫରୁ କଚେରୀ ବଜାର ସ୍ଥିତ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ସହିତ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଦାସିଆ ଅଜା ଅମର ରହେ, ଦାସିଆ ଅଜା ଆମ ପ୍ରଣାମ ଘେନ ଆଦି ସ୍ଲୋଗାନରେ ସ୍ଥାନୀୟ ପରିବେଶ ପ୍ରକମ୍ପିତ ହୋଇ ଉଠିଥିଲା । ସ୍ମୃତି କମିଟି ଅଧ୍ୟକ୍ଷ ସମାଜେସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରହିତ୍ୟରେ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ମୁନିସିପାଲିଟି ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନାଙ୍କ ସମେତ ସମସ୍ତ କାଉନସିଲର, ନାଟ୍ୟକାର ଡ.ବିଜୟ ଚୌଧୁରୀ, କମ୍ରେଡ ବିଶ୍ୱନାଥ ମହାପାତ୍ର, ସମାଜସେବୀ ଦାମୋଦର ସାହୁ, ଜିଲ୍ଲା ଓକିଲ…

Read More

ନୟାଗଡ଼ ଜିଲ୍ଲା ସରପଞ୍ଚ ସଂଘ ଗଠିତ, ନୀରଞ୍ଜନ ହେଲେ ସଭାପତି, ଦୀପ୍ତିରଞ୍ଜନ ସାଧାରଣ ସମ୍ପାଦକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସରପଞ୍ଚ ସଂଘ ଗଠିତ ହୋଇଯାଇଛି । ନୟାଗଡ଼ ସହର ମଧ୍ୟରେ ଥିବା ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକାରୀ ସଭାପତି ନୀରଞ୍ଜନ ବିଧାରଙ୍କ ଆହ୍ୱାନ କ୍ରମେ ଆଜିର ଏହି ବୈଠକରେ ଶ୍ରୀଯୁକ୍ତ ବିଧାର ସର୍ବସମ୍ମତି କ୍ରମେ ସଭାପତି ଦାୟିତ୍ବ ଗ୍ରହଣ କରିଛନ୍ତି । ଏଥିସହିତ ସାଧାରଣ ସମ୍ପାଦକ ଭାବେ ଦୀପ୍ତିରଞ୍ଜନ ପରିଡ଼ା, ଉପସଭାପତି ଭାବେ ଗୀତାଞ୍ଜଳୀ ଜେନା, ମାନସ କୁମାର ମହାକୁଡ଼, ବୃନ୍ଦାବନ ମହାନ୍ତିଙ୍କୁ ଚୟନ କରାଯାଇଛି । ସମ୍ପାଦକ ଭାବେ ରମେଶ ପ୍ରସାଦ ରାଉତ, ନିରୂପମା ପାତ୍ରଙ୍କୁ ଚୟନ କରଯାଇଛି । ସଂଘର ଉପଦେଷ୍ଟା ଭାବେ ସନ୍ୟାସୀ ପ୍ରଧାନ, ପ୍ରଭାତ କୁମାର ପ୍ରଧାନ ଏବଂ ସଞ୍ଜୟ ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି । ପ୍ରଦୀପ କୁମାର ସ୍ବାଇଁଙ୍କୁ କୋଷାଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଛି…

Read More

ରାଜ୍ୟ ବ୍ରିଜ୍ ଆଶୋସିଏସନ ଏବଂ କେସିକ୍ଲବ ଦ୍ୱାରା ଆୟୋଜିତ ଦୁଇଦିନିଆ ଅଲ ଓଡିଶା ଓପନ ବ୍ରିଜ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ନୟାଗଡ଼,(ନୟାଗଡ଼ ଦର୍ପଣ) : ରାଜ୍ୟ ବ୍ରିଜ୍ ଆଶୋସିଏସନ ଏବଂ କେସିକ୍ଲବ ମିଳିତ ଆନୁକୁଲ୍ୟରେ ଚାଲିଥିବା ଦୁଇଦିନିଆ ଅଲ ଓଡିଶା ଓପନ ବ୍ରିଜ ଟୁର୍ଣ୍ଣାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି । ଏକ ପେୟାର ପ୍ରତିଯୋଗିତାରେ ଗଗନ ବିହାରୀ ମହାପାତ୍ର ଭୁବନେଶ୍ବର ପ୍ରଥମ ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଏସ.କେ. ତ୍ରିପାଠୀ ଏବଂ ବଲାଙ୍ଗୀରର ପି.କେ. ମିଶ୍ର ରହିଥିଲେ । ସେହିପରି ନୟାଗଡ଼ କେ.ସି. କ୍ଲବର ସନ୍ତୋଷ ପଟ୍ଟନାୟକ, ଗୁରୁପ୍ରସାଦ ଜେନା ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଉଦ୍‌ଯାପନୀ ଦିବସ ଅବସରରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ସଂଯୋଜନାରେ ଅନୁଷ୍ଠିତ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଆଇ.ଏ.ଏସ ଅଧିକାରୀ ତଥା ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ ନଗର ଉନ୍ନୟନ ସଚିବ ରବିନ୍ଦ୍ରନାଥ ପାଢ଼ି ମୁଖ୍ୟ ଅତିଥିଭାବେ ଯୋଗଦେଇ ଚାମ୍ପିୟନ ହୋଇଥିବା ଅନଗୁଳ ବ୍ରିଜ ଆସୋଶିଏସନ୍…

Read More

ବିଶିଷ୍ଟ କବି, ଲେଖକ ତଥା ପଣ୍ଡିତ ସ୍ବର୍ଗତ ଚନ୍ଦ୍ରମଣି ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ବିଶିଷ୍ଟ କବି, ଲେଖକ, ସାହିତ୍ୟ ବିଶାରଦ, ପ୍ରବଚକ ଓ ସଂସ୍କୃତ ଭାଷା ପଣ୍ଡିତ ସ୍ବର୍ଗତ ଚନ୍ଦ୍ରମଣି ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ସଭା ଇଟାମାଟିସ୍ଥ “ଚନ୍ଦ୍ରକାନ୍ତି ନିଳୟ” ଠାରେ ଅନୁଷ୍ଠିତ ହୋଇଯାଇଛି l ଆଜିର ସ୍ମୃତିଚାରଣ ସଭାରେ ନୟାଗଡ଼ ଜିଲ୍ଲା ଓ ଜିଲ୍ଲା ବାହାରର ଶତାଧିକ କବି, ଲେଖକ ଓ ଶିକ୍ଷାବିତ ଏକତ୍ରିତ ହୋଇଥିଲେ l ଏଥି ସହିତ ସ୍ବର୍ଗତ ପ୍ରଧାନଙ୍କ ବାଲ୍ୟ ସହପାଠୀ ଓ ଶିକ୍ଷକତା ସମୟର ଅନେକ ସହକର୍ମୀ ମଧ୍ୟ ଏକତ୍ରିତ ହୋଇଥିଲେ l ବଶିଷ୍ଟ କବି ତଥା ଚନ୍ଦ୍ରମଣି ପ୍ରଧାନଙ୍କ ବନ୍ଧୁ ବିରଞ୍ଚି ନାରାୟଣ ତ୍ରିପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ସ୍ମୃତିଚାରଣ ସଭାରେ ନାଟ୍ୟଭୂଷଣ ଡ. ବିଜୟ କୁମାର ଚୌଧୁରୀ, ସମାଜସେବୀ ପ୍ରମୋଦ ପଟ୍ଟନାୟକ, ଶିକ୍ଷାବିତ ଚକ୍ରଧର ପଟ୍ଟନାୟକ, ଶିଶୁ ସାହିତ୍ୟିକା ବସିରନ ବିବି, ଓଡିଶା ସାହିତ୍ୟ ଏକାଡେମୀର ନୟାଗଡ଼…

Read More