ମା ସୁନାଦେଇ କ୍ରିକେଟ୍ ଟୁର୍ଣ୍ଣମେଣ୍ଟରେ ‘ବାଗଦେଵୀ କ୍ରିକେଟ୍ ଟିମ୍’ ଚାମ୍ପିଅନ

ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଗୁମୀ ପଞ୍ଚାୟତ ଅଧିନରେ ଥିବା କୁସୁମ ଗାଡିଆ ଗ୍ରାମ ରେ ମା ସୁନାଦେଇ କ୍ରିକେଟ୍ କ୍ଳବ୍ ଆନୁକୁଲ୍ୟରେ ଘୋଡକବାରି କ୍ରିକେଟ୍ କ୍ଳବ୍ ସହିତ ମା ବାଗଦେବୀ କ୍ରିକେଟ୍ କ୍ଳବ୍ ମଧ୍ୟରେ ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ଘୋଡ଼କ ବାରି କ୍ରିକେଟ୍ ଟିମ୍ ଟଚ୍ ୱିନ୍ କରି ନିର୍ଦ୍ଧାରିତ ୧୫ ଓଭରରେ ସମସ୍ତ ଉଇକେଟ ହରାଇ ୬୩ ରନ୍ ସଂଗ୍ରହ କରିଥିଲେ।ଏହାର ଜବାବରେ ମା ବାଗଦେବୀ କ୍ରିକେଟ୍ କ୍ଳବ୍ ୭ ଓଭରରେ ଗୋଟିଏ ଉଇକେଟ୍ ହରାଇ ମ୍ୟାଚ୍ ଟିକୁ ଜିତି ନେଇଥିଲେ।ଖେଳକୁ ମୁନା ଜାନୀ ଏବଂ ଶ୍ରୀକାନ୍ତ ପ୍ରଧାନ ପରିଚାଳନା କରିଥିଲେ।ଏହି ଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷାଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା ସମ୍ମାନୀତ ଅତିଥି ଭାବେ ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ, ସ୍ଥାନୀୟ ସରପଞ୍ଚ ବବୃ ମହାରଣା,…

Read More

ଉଦଯାପିତ ହେଲା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଦିବ୍ୟାଙ୍ଗ ଦ୍ୱାରାଦେଶ ଅଭିଯାନ, ଭିନ୍ନକ୍ଷମଙ୍କୁ ସହାୟତା ପ୍ରଦାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନୟାଗଡ ତରଫରୁ ଦିବ୍ୟାଙ୍ଗଙ୍କ ପାଇଁ ସପ୍ତାହବ୍ୟାପୀ ଦ୍ବାରଦେଶ ଅଭିଯାନ ଆଜି ଶେଷ ହୋଇଛି। ଏହି ଅଭିଯାନ ଚଳିତ ମାସ ୨୨ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ସଦର ମହକୁମା ସମେତ ସମସ୍ତ ତାଲୁକରେ ଏହି ଅଭିଯାନ ଜାରି ରହିଥିଲା। ଏହି ଅଭିଯାନରେ ପ୍ରାୟ ୧ ହଜାରରୁ ଉର୍ଦ୍ଧ୍ବ ଦରଖାସ୍ତ ଗ୍ରହଣ କରାଯାଇ ତତ୍ ସମ୍ପର୍କିତ ପଦକ୍ଷେପ ଗ୍ରହଣ କରାଯାଉଥିବା ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଅନ୍ତିମ ଦିବସରେ ୯ଜଣ ଦିବ୍ୟାଙ୍ଗଙ୍କ ମଧ୍ୟରେ ୫ଜଣଙ୍କୁ ଟ୍ରାଇ ସାଇକେଲ, ୩ଜଣଙ୍କୁ ଶ୍ରବଣ ଯନ୍ତ୍ର ଏବଂ ଜଣକୁ ଆଶା ବାଡ଼ି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଵିଶେଷ କୁମାର ସାହୁ, ସଦସ୍ୟ ଓମାର ମଲ୍ଲିକ, ଜିଲା ସାମାଜିକ ନିରାପତ୍ତା ଅଧିକାରୀ ଆଦିପତି କଅଁର,…

Read More

ନୂଆଗାଁ ବ୍ଲକରେ ଗଡିଲା ବିଶ୍ଵ ପରିବେଶ ରଥ

ନୂଆଗାଁ,(ନୟାଗଡ଼ ଦର୍ପଣ): ଆନ୍ତର୍ଜାତିକ ମାଣ୍ଡିଆ ଦିବସ ଉପଲକ୍ଷେ ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକରୁ ବିଶ୍ଵ ପରିବେଶ ଦିବସ ପାଳନ ଆରମ୍ଭ କରାଯାଇଛି। ଆତ୍ମା ଏବଂ ହାମ୍ସ ସ୍ୱେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ନୂଆଗାଁ ବ୍ଲକରେ ଏକ ପରିବେଶ ରଥକୁ ଉଦଘାଟନ କରାଯାଇଛି। ଏହି ରଥ ଗ୍ରାମ ମାନଙ୍କରେ ବୁଲି ଜଳବାୟୁ ପରିବର୍ତ୍ତନ ପ୍ରଭାବରେ କୃଷି ଓ କୃଷକ ଉପରେ ପଡ଼ୁଥିବା ପ୍ରଭାବ, ପରିବେଶ ସନ୍ତୁଳନ ପାଇଁ ଚାରା ରୋପଣ, ମାଣ୍ଡିଆ ଚାଷର ଗୁରୁତ୍ଵ ଆଦି ଉପରେ ଲୋକମାନଙ୍କୁ ସଚେତନ କରିଥିଲେ। ବ୍ଲକ୍ କୃଷି ବିଭାଗର ବିରେନ୍ଦ୍ର କୁମାର ମହାନ୍ତି, ସିଡିପିଓ ଶୁଭ୍ରକେଶୀ ମଲିକ, ଓଡ଼ିଶା ଜୀବିକା ମିଶନ ପ୍ରକଳ୍ପ ସଂଯୋଜିକା ସସ୍ମିତା ପଣ୍ଡା, ଶିଶୁ ଓ ମହିଳା ବିକାଶ ବ୍ଲକ୍ ପ୍ରକଳ୍ପ ସଂଯୋଜକ ସୁବ୍ରତ କୁମାର ସାହୁ ପ୍ରମୁଖ ରଥକୁ ଉଦଘାଟନ କରିଥିଲେ। ହାମ୍ସ ସ୍ୱେଚ୍ଛାସେବୀ ଅନୁଷ୍ଠାନର…

Read More

ଜିଲ୍ଲା ଶିକ୍ଷା ସମୂହ ସଂଗଠନ ଦ୍ବାରା ମେଧା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଶିକ୍ଷା ସମୂହ ସଂଗଠନ ଦ୍ବାରା ମେଧା ସମ୍ମାନ କାର୍ଯ୍ୟକ୍ରମ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟଅଡିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ, ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନ, ବିଡିଓ ପଦ୍ମଲୋଚନ ସାହୁ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ପୌର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରୁ ପ୍ରସାଦ ଜେନା, ଜିଲ୍ଲା ପରିଷଦ ସଦସ୍ୟ କ୍ଷୀରୋଦ ମହାପାତ୍ର, ସରୋଜ ରଣସିଂହ, ଆଶିଷ ଅଗ୍ରୱାଲ, ସୁବାଷ କଅଁର ପ୍ରମୁଖ ଉପସ୍ଥିତ ରହିଥିଲେ। ମୁଖ୍ୟ ଅତିଥି ଡ଼ଃ. ସାହୁ ତାଙ୍କ ବକ୍ତବ୍ୟରେ, ପାଠ ବହି ସହ ଅନ୍ୟ ବହି ପଢ଼ିବା ପାଇଁ ଉପଦେଶ…

Read More

ଦଶପଲ୍ଲା ବିଧାୟକଙ୍କ ଦ୍ଵାରା ଗୋପୀନାଥ ଜୀଉଙ୍କ ମନ୍ଦିର ଭିତ୍ତିପ୍ରସ୍ତର ସ୍ଥାପନ

ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ କୋରଡ଼ା ପଞ୍ଚାୟତ ଅନ୍ତର୍ଗତ ମହିତମା ଗ୍ରାମ ରେ ପାର୍ବତୀ ଦେବୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଏବଂ ଗୋପୀନାଥ ଜୀଉଙ୍କ ନୂତନ ମନ୍ଦିର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଗୋପୀନାଥ ଜୀଉଙ୍କ ନୂତନ ମନ୍ଦିର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ମା ପାର୍ବତୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ରେ ଯୋଗଦେଇ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ। ତତ୍ ସହିତ ଗ୍ରାମ ପରିକ୍ରମା କରିବା ସହିତ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ ଦଶପଲ୍ଲା ଯୁବ ବିଧାୟକ। ବିଧାୟକଙ୍କ ସହିତ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ଦଶପଲ୍ଲା ବ୍ଲକ୍ ଅଧ୍ୟକ୍ଷା…

Read More

ମହିପୁର ବନାଞ୍ଚଳ କାପ୍ତାପଲ୍ଲୀ ବିଟ ବରକୋଳା ନିକଟରେ ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର

ନୂଆଗାଁ,(ନୟାଗଡ଼ ଦର୍ପଣ): ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର। ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ମହିପୁର ବନାଞ୍ଚଳ ଅଧିନ କାପ୍ତାପଲ୍ଲୀ ବିଟ ବରକୋଳା ହରିଜନ ସାହିରେ। ସବୁଦିନ ଭଳି ଆଜି ସକାଳୁ ଗୋବିନ୍ଦ ନାଏକ ଆମ୍ବ ଗୋଟାଇବା ଏବଂ କାଠ ପାଇଁ ପାଖ ଜଙ୍ଗଲକୁ ଯାଇଥିଲେ। ସବୁଦିନ ଭଳି ଆଜି ମଧ୍ୟ ଖୁସିରେ ଫେରିବେ ବୋଲି ଭାବିଥିଲେ ଗୋବିନ୍ଦ ଦୁର୍ଭାଗ୍ୟ ବଶତଃ ଆଜି ରାସ୍ତାରେ ଏକ ବିରାଟ ହାତି ସହ ମୁହାଁମୁହିଁ ହୋଇଥିଲେ । ହାତିଟି ଗୋବିନ୍ଦକୁ ଆକ୍ରମଣ କରିବା ପାଇଁ ପାଖକୁ ଦୌଡ଼ ଆସି ବାମ ଗୋଡ଼କୁ ଦଳିଦେଇ ଚାଲିଗଲା। ଜୀବନ ବିକଳରେ ଦୁଈ କିମି ଗୁରୁଣ୍ଡି ଗୁରୁଣ୍ଡି ଆସିବା ପରେ ଗାଁ’ର କିଛି ସ୍ତ୍ରୀ ଲୋକ ମଧ୍ୟ ଆମ୍ବ ଗୋଟାଇବା ପାଇଁ ଆସିଥିଲେ। ଗୋବିନ୍ଦଙ୍କ ଚିକ୍ତାର ଶୁଣି ପାଖକୁ ଦେଖିବା ବେଳକୁ…

Read More

ନବୀନଙ୍କ ବିକାଶ ଧାରାକୁ ପାଥେୟ କରିବା ପାଇଁ ଆହ୍ୱାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ବଡ଼ପଣ୍ଡୁସର ଗ୍ରାମ ପଞ୍ଚାୟତ ସାନପଣ୍ଡୁସର ଗ୍ରାମର ବିଜୁ ଜନତା ଦଳର କର୍ମୀଙ୍କୁ ନେଇ କର୍ମୀ ସମିଳନୀ ଅନୁଷ୍ଠିତ ହୋଇଯାଇଛି । ସାନପଣ୍ଡୁସର ନିକଟସ୍ଥ ପାଟଚଣ୍ଡିପ୍ରସାଦର ଆମ୍ବତୋଟାଠାରେ ଅନୁଷ୍ଠିତ କର୍ମି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ଏହି ଅବସରରେ ଡ.ସାହୁ କର୍ମୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ହାତ ମୁଠାକୁ ଟାଣ କରିବା ପାଇଁ ଅଭିଭାଷଣ ରଖିଥିଲେ । ସାରା ଭାରତ ବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଉଛନ୍ତି ବିକାଶ ପୁରୁଷ । ଗ୍ରାମାଞ୍ଚଳଠାରୁ ସହରାଞ୍ଚଳ ପର‌୍ୟ୍ୟନ୍ତ ଯେଉଁ ବିକାଶ ଘଟିଛି ସମସ୍ତଙ୍କର ଶ୍ରେୟ ହେଉଛନ୍ତି ନବୀନ । ନବୀନଙ୍କ ବିକାଶ ଧାରାକୁ ପାଥେୟ କରିବା ପାଇଁ ଡ. ସାହୁ ଆହ୍ୱାନ ଦେଇଥିଲେ । ବଡ଼ପଣ୍ଡୁସର ଗ୍ରାମ ପଞ୍ଚାୟତରେ ଅନେକ ବିକାଶ…

Read More

ନିଖିଳ ଉତ୍କଳ ଶିକ୍ଷକ ମହାସଂଘ ପକ୍ଷରୁ ରାଜ୍ୟ ନେତୃବୃନ୍ଦଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ନୟାଗଡ଼,(ନୟାଗଡ଼ ଦର୍ପଣ): ନିଖିଳ ଉତ୍କଳ ଶିକ୍ଷକ ମହାସଂଘ, ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ନିକଟରେ ନିର୍ବାଚିତ ରାଜ୍ୟ ନେତୃବୃନ୍ଦଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଜିଲ୍ଲାପରିଷଦ ସୃଜନ ସଭାଗୃହରେ ଏ ନେଇ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ ଅରୁଣ କୁମାର ସାହୁ ଯୋଗଦାନ କରି ପିଲାମାନଙ୍କୁ ଚିରାଚରିତ ଢଙ୍ଗରେ ଶିକ୍ଷାଦାନ ନକରି ସେମାନଙ୍କୁ ନୈତିକ ଶିକ୍ଷା ଏବଂ ନୀତିଶାସ୍ତ୍ର ଉପରେ ଶିକ୍ଷାଦାନ କରିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ। ଶିକ୍ଷକମାନେ ସମାଜରେ ନିଜର ଆଦର୍ଶ ଓ ପରାକାଷ୍ଠା ବଜାୟ ରଖିବା ଉଚିତ ବୋଲି ମୁଖ୍ୟଅତିଥି ତାଙ୍କ ବକ୍ତବ୍ୟରେ ଉପସ୍ଥିତ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ। ଅବସରପ୍ରାପ୍ତ ଶିକ୍ଷକ ନେତା ଦୀନବନ୍ଧୁ ମହାପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷ ଇଂ…

Read More

ଜାତୀୟ ଅଲମ୍ପିଆଡକୁ ମନୋନୀତ ହେଲେ ଜଗବନ୍ଧୁ

ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ସଂପଡ଼ା ଚିନ୍ତାମଣି ବିଦ୍ୟାପୀଠ ଅଷ୍ଟମ ଶ୍ରେଣୀର ଛାତ୍ର ଜଗବନ୍ଧୁ ସାମନ୍ତରା ରାଜ୍ୟସ୍ତରୀୟ ଯୋଗ ଅଲମ୍ପିଆଡ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନ ଅଧିକାର କରି ଜାତୀୟ ଅଲମ୍ପିଆଡ଼ କୁ ମନୋନୀତ ହୋଇଛନ୍ତି। ସୂଚନା ଥାଉକି ଗତ ୨୪ ତାରିଖ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ସୟତ ମମତାଜ ଅଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟ ,ନୟାପଲ୍ଲୀ ଭୁବନେଶ୍ବର ପରିସରରେ ଆୟୋଜିତ ହେଉଥିବା ୧୪ ବର୍ଷ ରୁ କମ ବାଳକ ବିଭାଗରେ ଚିନ୍ତାମଣି ବିଦ୍ୟାପୀଠ ସଂପଡ଼ା ର ଅଷ୍ଟମ ଶ୍ରେଣୀର ଛାତ୍ର ଜଗବନ୍ଧୁ ସାମନ୍ତରା ଅଂଶ ଗ୍ରହଣ କରି ଦ୍ୱିତୀୟ ସ୍ଥାନ ଅଧିକାର କରି ଜିଲ୍ଲା ତଥା ରାଜ୍ୟର ଗୌରବ ଆଣିଛନ୍ତି। ସେ ମାଇଛେଳି ପଞ୍ଚାୟତ କୋଷାକଟା ଗ୍ରାମର ମାତା ସ୍ଵର୍ଣ୍ଣଲତା ସାମନ୍ତରା ଓ ବାପା ଆନନ୍ଦ ଚନ୍ଦ୍ର ସାମନ୍ତରାଙ୍କ…

Read More

ସାଉଦି ଆରବରେ ପାଳିତ ହେଲା ଉତ୍କଳ ଦିବସ

ପାଞ୍ଚ ଜଣ ଓଡ଼ିଆଙ୍କୁ ମିଳିଲା “ଉତ୍କଳ ରତ୍ନ” ଓ ପଦ୍ମଶ୍ରୀ ଦିଲିପ ତିର୍କୀ ହେଲେ ବ୍ରାଣ୍ଡ ଅମ୍ବାସଡର ନୟାଗଡ଼,(ନୟାଗଡ଼ ଦର୍ପଣ): ସାଉଦି ଆରବର ଜୁବେଲ ସିଟି ଠାରେ ପ୍ରବାସୀ ଓଡ଼ିଆ ମାନଙ୍କ ସଂଗଠନ ‘ଉତ୍କଳିକା’ ତରଫରୁ ୮୮ତମ ଉତ୍କଳ ଦିବସ ଏବଂ ନିଜର ୧୪ ତମ ବାର୍ଷିକ ଉତ୍ସବ ଧୁମ୍ ଧାମ ରେ ପାଳନ ହୋଇ ଯାଇଛି। ଏହି ଅବସରରେ “ପଦ୍ମଶ୍ରୀ ଦିଲିପ” ତିର୍କୀ ଉତ୍କଳିକା ର ବ୍ରାଣ୍ଡ ଆମ୍ବାସଡର ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି, ଯାହାକି ସାଉଦି ଆରବରେ ଥିବା ପ୍ରତ୍ଯେକ ଓଡିଆଙ୍କ ପାଇଁ ଗର୍ବର ବିଷୟ। ଏଥିସହିତ ଉତ୍ସବରେ ୫ ଜଣ ଓଡ଼ିଆଙ୍କୁ ଉତ୍କଳିକା ତରଫରୁ ସର୍ବୋଚ୍ଚ ଓଡ଼ିଆ ସମ୍ମାନ “ଉତ୍କଳ ରତ୍ନ” ସମ୍ମାନରେ ସମ୍ମାନିତ କରାଯାଇଛି। ଏଥି ମଧ୍ୟରେ ରହିଛନ୍ତି ପଦ୍ମଭୂଷଣ ପ୍ରତିଭା ରାୟ, ପଦ୍ମଶ୍ରୀ ହଳଧର ନାଗ, ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ,…

Read More