ଓଡ଼ଗାଁ ଏନଏସିରେ ଅରୁଣଙ୍କ ଦମଦାର ପ୍ରଚାର

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନମଣ୍ଡଳୀର ଓଡ଼ଗାଁ ବ୍ଲକର ୧୮ଟି ପଞ୍ଚାୟତରେ ବିଭିନ୍ନ ଯୋଜନା ଲୋକଙ୍କ ନିକଟରେ ପହଞ୍ଚିଥିବା ବେଳେ ରାସ୍ତାଘାଟଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ଉପରେ ସରକାର ଗୁରୁତ୍ବ ଦେଇଛନ୍ତି। ଏହା ସହ ଏନ୍‌ଏସି ଅଞ୍ଚଳରେ ବ୍ୟାପକ କାର୍ଯ୍ୟ ହୋଇଥିବା ବିଧାୟକ ପ୍ରାର୍ଥୀ ଅରୁଣ ସାହୁ କହିଛନ୍ତି। ଆଜି ଓଡ଼ଗାଁ ସହରର ବିଭିନ୍ନ ସାହି ବୁଲି ଜୋର୍‌ଦାର୍ ପ୍ରଚାର ଆରମ୍ଭ କରିଛନ୍ତି। ଲୋକଙ୍କ ସେବା ପାଇଁ ମୁଁ ସବୁବେଳେ ତତ୍ପର ଏବଂ କାର୍ଯ୍ୟ କରିବା ମୋର ଏକ ନିଶା ବୋଲି କହିଥିଲେ। ଏହି ବିଜୟ କେବଳ ମୋର ହେବନାହିଁ,ବରଂ ମୋ ଅଞ୍ଚଳବାସୀଙ୍କର ବିଜୟ ହେବ ବୋଲି କହିବା ସହ ଦିନେ ଓଡ଼ଗାଁ ଏକ ଗାଁରେ ପରିଣତ ହୋଇଥିଲା କିନ୍ତୁ ଆଜି ଓଡ଼ିଶା ମାନଚିତ୍ରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି ବୋଲି ସୂଚାଇଛନ୍ତି।ଠିକ ସେହିପରି…

Read More

ଇଟାମାଟି ଓ ନାଟୁଗାଁ ଗ୍ରାମ ପଞ୍ଚାୟତର ବହୁ ବିରୋଧୀ ନେତା ବିଜେଡିରେ ସାମିଲ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୨୨୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ମାନେ ନିର୍ବାଚନ ପ୍ରଚାର କାର୍ଯ୍ୟକୁ ଯୋରଦାର କଲେଣି । ଏହି ସମୟରେ ପ୍ରତ୍ୟେକ ଦିନ ଅନେକ ବିରୋଧୀ ଦଳର ନେତା ମାନେ ବିଜେଡିରେ ଯୋଗ ଦେଉଛନ୍ତି । ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ବହୁ ପୁରୁଖା କର୍ମୀ ମାନେ ବିଜେଡିରେ ଯୋଗ ଦେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର…

Read More

ବିରୋଧୀ ସରପଞ୍ଚ ପ୍ରାର୍ଥୀ ବିଜେଡିରେ ସାମିଲ

ନୟାଗଡ଼,(ନୟାଗଡ଼ ଦର୍ପଣ): ଦିନକୁ ଦିନ ଶକ୍ତିଶାଳୀ ହେଉଛି ନୟାଗଡ଼ ବିଜେଡି । ବିରୋଧୀ ଦଳର ନେତାମାନେ ନିଜ ଦଳ ତ୍ୟାଗ କରି ବିଜେଡିରେ ସାମିଲ ହେଉଛନ୍ତି । ବିରୋଧୀ ଦଳରୁ ୨୨୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ନିର୍ବାଚନ ଯେତିକି ପାଖେଇ ଆସୁଛି ବିଜୁ ଜନତା ଦଳ ସେତିକି ଶକ୍ତିଶାଳୀ ହେବାରେ ଲାଗିଛି । ଏହି ସମୟରେ ପ୍ରତ୍ୟେକ ଦିନ ଅନେକ ବିରୋଧୀ ଦଳର ନେତା ମାନେ ବିଜେଡିରେ ଯୋଗ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି । ଓଡ଼ଗାଁ ବ୍ଲକ ଅନ୍ତର୍ଗତ…

Read More

ବିଭିନ୍ନ ପଞ୍ଚାୟତରେ ବିଜେପିର ନିର୍ବାଚନୀ ରାଲି ଓ ଦଳୀୟ କାର୍ଯ୍ୟାଳୟ ଉଦଘାଟନ

ଖଣ୍ଡପଡ଼ା, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ଭାପୁର ବ୍ଲକର ବିଜିପୁର, ପଦ୍ମାବତୀ ଓ ବାଉଁଶବାଟି ପଞ୍ଚାୟତ ରେ ବୁଧବାର ଦିନ ଭାରତୀୟ ଜନତା ପାର୍ଟି ପକ୍ଷରୁ ନିର୍ବାଚନ ରାଲି ଓ ଦଳୀୟ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି। ପ୍ରଥମେ ବିଜିପୁର ସାଇ ମନ୍ଦୀର ପରିସରରୁ ହଜାର ହଜାର ଦଳୀୟ ମହିଳା ଓ ପୁରୁଷ କର୍ମୀମାନଙ୍କ ଗହଣରେ ବିଜେପି ବିଧାୟକ ପ୍ରାର୍ଥି ଦୁଷ୍ମନ୍ତ ସ୍ବାଇଁ, କଟକ ଲୋକସଭା ସାଂସଦଙ୍କ ପୁଅ ଲୋକରଞ୍ଜନ ମହତାବ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୟାଧର ପରିଡା, ବିଜେପି ସଂଗଠକ ଜିତେନ୍ଦ୍ର କୁମାର ରଣସିଂହ, ପୂର୍ବତନ ସରପଞ୍ଚ କୈଳାଶ ଚନ୍ଦ୍ର ରାଉତରାୟ, ଯୁବ ସଂଗଠକ ଶଶୀଭୂଷଣ ରାଉତରାୟ, ସରପଞ୍ଚ ବାସନ୍ତୀ ପରିଡା, ସମିତି ସଭ୍ୟା ମଧୁସ୍ମିତା ମହାନ୍ତି, ଫତେଗଡ ପଞ୍ଚାୟତ ପୂର୍ବତ୍ତନ ସରପଞ୍ଚ ତୋଫାନ କୁମାର ପ୍ରଧାନ, କେନ୍ଦୁପଲ୍ଲୀ ପଞ୍ଚାୟତ ସରପଞ୍ଚ ତାରେଶ୍ୱର…

Read More

ରାସ୍ତା ପ୍ରଶସ୍ତିକରଣ ଆଳରେ ମନଇଚ୍ଛା ଗଛ କଟାକୁ ବିରୋଧ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲ ଛକ ଠାରୁ ପୁରୁଣା ସହର ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଯାଇଥିବା ଭିଆଇପି ରୋଡ଼ର ପ୍ରଶସ୍ତିକରଣ କାର୍ଯ୍ୟ ଚାଲୁ ରହିଛି। ତେବେ ପ୍ରଶସ୍ତିକରଣ ଆଳରେ ଏହି ରାସ୍ତାର ଉଭୟ ପାର୍ଶ୍ୱରେ ଥିବା ନୂଆ ପୁରୁଣା ସମସ୍ତ ଗଛ ଗୁଡ଼ିକୁ ମନ ଇଚ୍ଛା କଟା ଚାଲିଛି। ଏପରି କି ଦେଢ଼ଶହ ଦୁଇଶହ ବର୍ଷର ପୁରୁଣା ଆମ୍ବ, ଚାକୁଣ୍ଡା, ଲିମ୍ବ, ବରଗଛ ଆଦିକୁ ନିର୍ବିଘ୍ନରେ କଟା ଚାଲିଛି। ସୂଚନାଯୋଗ୍ୟ ଯେ ଗତ ଦୁଇ ମାସ ତଳେ ଏହି ଗଛକଟାକୁ ବିରୋଧ କରି ପରିବେଶବିତ ମାନେ ଜିଲାପାଳ, ଡିଏଫଓ, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ, ଜିଲା ପରିଷଦ ଅଧ୍ୟକ୍ଷ, ମୁଖ୍ୟମନ୍ତ୍ରୀ, ପରିବେଶ ମନ୍ତ୍ରୀ ଓ ଗ୍ରୀନ ଟ୍ରିବ୍ୟୁନାଲ ପୂର୍ବାଞ୍ଚଳ ଶାଖାଙ୍କୁ ଫେରାଦ୍ ହୋଇଥିଲେ। ଏହାକୁ ଦୃଷ୍ଟିରେ ରଖି ଗଛ କଟା ବନ୍ଦ ରହିଥିଲା। ଏବେ…

Read More

ଅଚ୍ୟୁତ ସାମନ୍ତ ଓ ରମେଶ ବେହେରାଙ୍କ ମାରାଥନ ପ୍ରଚାର

ନୂଆଗାଁ, (ନୟାଗଡ଼ ଦର୍ପଣ): ଦଶପଲ୍ଲା ନିର୍ବାଚନୀ ମଣ୍ଡଳି ବିଜେଡ଼ି ବିଧାୟକ ପ୍ରାର୍ଥୀ ରମେଶ ଚନ୍ଦ୍ର ବେହେରା ଓ କନ୍ଧମାଳ ବିଜେଡ଼ି ସାଂସଦ ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଏକ ବିଶାଳ ବାଇକ୍ ରାଲିରେ ଶକ୍ତି ପ୍ରଦର୍ଶନ ସହ ମାରାଥନ ପ୍ରଚାର କରିଛନ୍ତି । ନୂଆଗାଁ ବ୍ଳକର ମାଳିସାହି, ଖଣ୍ଡୁଗାଁ, ମହିପୁର୍ ବାହାଡଝୋଲା, କପ୍ତାପଲ୍ଲଇ, ଗୁମି, ଜକଡା, ନୂଆଗାଁ, କୋରଡ଼ା, ସୋରଡା ପଞ୍ଚାୟତର ବିଭିନ୍ନ ଗ୍ରାମରେ ଘର ଘର ବୁଲି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖି ଯୋଜନା, ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ଲୋକମାନଙ୍କୁ କହିବା ସହ ଆଗାମୀ ୨୦ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ଯୋଡ଼ି ଶଙ୍ଖରେ ଭୋଟ ଦେବାପାଇଁ ନିବେଦନ କରିଥିଲେ। ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ଅଧିକରୁ ଅଧିକ ବିକଶିତ କରିବା ପାଇଁ ପ୍ରଚେଷ୍ଟା ଜାରି ଥିଲା ଆଗକୁ ମଧ୍ୟ ଜାରି ରହିବ…

Read More

ପୁଣି ବିଜେଡିର ମିଶ୍ରଣ ପର୍ବ, ବାଉଁଶଗାଡିଆ ଓ ଭାଡିକିଳାର ବିରୋଧୀ ନେତା ବିଜେଡିରେ ସାମିଲ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୨୧୦୦ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶ ଏବଂ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗଦେଉଛନ୍ତି । ବିଧାୟକ ଡ. ଅରୁଣ କୁମାର ସାହୁ ଓ ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ ସମସ୍ତଙ୍କୁ ସ୍ୱାଗତ କରିଛନ୍ତି। ଓଡ଼ଗାଁ ବ୍ଲକ ଅନ୍ତର୍ଗତ ବାଉଁଶଗାଡିଆ ଗ୍ରାମର ଦିଲ୍ଲୀପ ତ୍ରିପାଠୀ, ପ୍ରକାଶ ଚନ୍ଦ୍ର କର, ନିରଞ୍ଜନ ତ୍ରିପାଠୀ, ପ୍ରଦୀପ କର, ବିଶ୍ୱବନ୍ଦିତ କର ଓ ଭାଡିକିଳା ଗ୍ରାମର ରବିନ୍ଦ୍ର ପ୍ରଧାନ ବିରୋଧୀ ଦଳ ଛାଡି ବିଜେଡିରେ ସାମିଲ ହୋଇଛନ୍ତି । ଆଜିର ଏହି…

Read More

ଗୋଟିଏ ଦିନରେ ୨୨ଟି ଗାଁରେ ଅରୁଣଙ୍କ ଗ୍ରୀନ୍ କ୍ୟାମ୍ପେନ୍‌

ଯୋଡ଼ିଶଙ୍ଖରେ ମତଦାନ ପାଇଁ ଭୋଟରଙ୍କୁ ଦେଲେ ଆହ୍ୱାନ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେପି, କଂଗ୍ରେସ ଓ ବିଜେଡି ପକ୍ଷରୁ ଜୋରଦାର ଚାଲିଛି ପ୍ରଚାର। ବିଜେଡି ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ ଗ୍ରୀନ କ୍ୟାମ୍ପେନକୁ ଦେଉଛନ୍ତି ଗୁରୁତ୍ୱ । ଆଜି ଗୋଟିଏ ଦିନରେ ଡ. ସାହୁ ୨୨ଟି ଗାଁକୁ ଯାଇ କରିଛନ୍ତି ପ୍ରଚାର । ପ୍ରତ୍ୟେକ ଭୋଟରଙ୍କ ପାଖରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୋଡ଼ି ଶଙ୍ଖରେ ମତଦାନ ଆହ୍ୱାନକୁ ପହଞ୍ଚାଇବାକୁ ଲକ୍ଷ ରଖିଛନ୍ତି । ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ଓ ଉନ୍ନତିକୁ ମୁଦା କରି ବିପୁଳ ଭୋଟରେ ବିଜୟ ଲାଭ କରିବା ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି ଡ଼ ଅରୁଣ । ଆଜି ବିଜେଡି ବିଧାୟକ ପ୍ରାର୍ଥୀ ଡ. ସାହୁ ନୟାଗଡ଼ ବ୍ଲକର ୨୨ ଟି ଗାଁରେ ପ୍ରଚାର…

Read More

ପୁଣି ୧୦ରୁ ଉର୍ଦ୍ଧ୍ୱ ବିରୋଧୀ ନେତା ବିଜେଡିରେ ସାମିଲ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୨୧୦୦ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି। ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀମାନେ ନିର୍ବାଚନ ପ୍ରଚାର କାର୍ଯ୍ୟକୁ ଯୋରଦାର କରିଥିବା ବେଳେ ଏହି ସମୟରେ ପ୍ରତ୍ୟେକ ଦିନ ଅନେକ ବିରୋଧୀ ଦଳର ନେତା ବିଜେଡିରେ ଯୋଗ ଦେଉଛନ୍ତି । ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଓ ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ ସମସ୍ତଙ୍କୁ ସ୍ୱାଗତ କରିଛନ୍ତି । କାଳିକାପ୍ରସାଦ…

Read More

ନୟାଗଡ଼ ଟାଉନ ପୋଲିସ ଦ୍ୱାରା ଦୁଇ ଗଞ୍ଜେଇ ବେପାରୀ ଗିରଫ

ନୟାଗଡ଼,(ନୟାଗଡ଼ ଦର୍ପଣ): ଗଞ୍ଜେଇ ବେପାର କରୁଥିବା ଦୁଇ ଭାଇଙ୍କୁ ଗିରଫ କଲା ନୟାଗଡ଼ ଟାଉନ ଥାନା ପୁଲିସ। ନୟାଗଡ଼ ଟାଉନ ଥାନାଅଧିକାରୀ ରଶ୍ମିରଞ୍ଜନ ମହାପାତ୍ର ଏକ ବିଶେଷ ସୁତ୍ରରୁ ଖବର ପାଇ ଚଢ଼ଉ କରିଥିଲେ। ନୟାଗଡ଼ ଟାଉନ ଥାନା ସବ୍‌ ଇନିସ୍ପେକ୍ଟର ସିମାଞ୍ଚଳ ନାୟକଙ୍କ ସମେତ ଟାଉନଥାନାର କର୍ମଚାରୀମାନେ ଦୁର୍ଗାପ୍ରସାଦ ଛକଠାରେ ଛକି କରି ରହିଥିଲେ। ଦୁର୍ଗାପ୍ରସାଦ ଗ୍ରାମର ଶିବରାମ ପ୍ରଧାନଙ୍କ ପୁଅ ବିଜୟ କୁମାର ପ୍ରଧାନ ଓ ଜିତୁ ପ୍ରଧାନ ଏକ ଆପାଚି ଗାଡିରେ ଗଞ୍ଜେଇ ଧରି ଆସୁଥ‌ିବା ଦେଖି ଟାଉନ ଥାନା ପୁଲିସ ଉଭୟଙ୍କୁ ମାଡ଼ି ବସିଥିଲେ । ତାଙ୍କ ଠାରୁ ୧୦କେଜି ୫୦୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଥିଲା । ଯାହାର ଆନୁମାନିକ ମୂଲ୍ୟ ୧ଲକ୍ଷ ୫ହଜାର ଟଙ୍କା ହେବ । ନୟାଗଡ଼ ଟାଉନ ଥାନାରେ ୧୬୯/୨୪ ରେ ମାମଲା ରୁଜ କରାଯାଇ…

Read More