ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ରୋଟାରୀ ଭବନ ପରିସରରେ ରୋଟାରୀ କ୍ଳବ୍ ନୟାଗଡ଼ ତରଫରୁ ବିଶ୍ବ ସାକ୍ଷରତା ଦିବସ ତଥା ପବିତ୍ର ଗୁରୁ ଦିବସରେ ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। କ୍ଳବର ସଭାପତି ଶ୍ରୀକାନ୍ତ କୁମାର ଖଟେଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗ ଦେଇ ଶିକ୍ଷକମାନେ ଆଗାମୀ ଭବିଷ୍ଯତ ଶିଶୁମାନଙ୍କୁ ଉତ୍ତମ ମଣିଷ ଭାବେ ଗଢୁଥିବାରୁ ଶିକ୍ଷକମାନେ ହେଉଛନ୍ତି ସମାଜର ଆଲୋକ ବର୍ତ୍ତିକା ବୋଲି କହିଥିଲେ। ମୁଖ୍ଯ ବକ୍ତା ଭାବେ ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରିଣୀ ରାଜଶ୍ରୀ ପଟ୍ଟନାୟକ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ନୟାଗଡ଼ ପୌରପରିଷଦ ପୌରାଧ୍ୟକ୍ଷା ନିରୁପମା ଖଟେଇ ଯୋଗଦେଇଥିଲେ। ରୋଟାରୀ କ୍ଳବର ସଂପାଦକ ଅବିନାଶ ସାହୁ ମଞ୍ଚାସୀନ ହୋଇ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲାବେଳେ…
Read MoreDay: September 6, 2024
ବରିଷ୍ଠ ନାଗରିକ ସମ୍ବର୍ଦ୍ଧନା ଓ ପରିଚୟ ପତ୍ର ପ୍ରଦାନ ଉତ୍ସବ
ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଚାନ୍ଦପୁର ଥାନା ଅନ୍ତର୍ଗତ ଝାଡପଡା ପଞ୍ଚାୟତର ଦୁର୍ଗାମଣ୍ଡପ ଠାରେ ପବିତ୍ର ଗୁରୁ ଦିବସ ଅବସରରେ ବରିଷ୍ଠ ନାଗରିକ କଲ୍ୟାଣ ପରିଷଦ, ଝାଡପଡାର ପ୍ରଥମ ବାର୍ଷିକ ପ୍ରତିଷ୍ଠା ଉତ୍ସବ ପାଳିତ ହୋଇଯାଇଛି। ଏହି ପବିତ୍ର ଦିବସରେ ୧୫୦ଜଣ ବୟୋ ବୃଦ୍ଧବୃଦ୍ଧାଙ୍କୁ ପୁଷ୍ପ ଚନ୍ଦନ ସହ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ପରିଷଦର ସଭାପତି ଶ୍ରୀଯୁକ୍ତ ଭାସ୍କର ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ବରେ ସଭାକାର୍ଯ୍ୟ ପରିଚାଳନା କରା ଯାଇଥିଲା। ସମ୍ପାଦକ ଶ୍ରୀଯୁକ୍ତ ମାଧବ ରାଉତ ସମ୍ପାଦକୀୟ ବିବରଣୀ ପାଠ କରିଥିଲା ବେଳେ ରାଜ୍ୟ ବରିଷ୍ଠ ନାଗରିକ ମହାସଂଘର ସାଧାରଣ ସଂପାଦକ ଶ୍ରୀଯୁକ୍ତ ରାଜକିଶୋର ସାମନ୍ତରାୟ, ଯୁଗ୍ମ ସଂପାଦକ ଶ୍ରୀଯୁକ୍ତ ବସନ୍ତ କୁମାର ବାରିକ, ନୟାଗଡ଼ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ପଣ୍ଡା, ଚାନ୍ଦପୁର ଆରକ୍ଷୀ ଅଧିକାରୀ ବିନୟ…
Read Moreରୋଟାରୀ କ୍ଳବ୍ ନୟାଗଡ଼ରେ ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ। – ଶିକ୍ଷକମାନେ ସମାଜର ଆଲୋକ ବର୍ତ୍ତିକା- ମୁଖ୍ଯ ଅତିଥି
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ରୋଟାରୀ ଭବନ ପରିସରରେ ରୋଟାରୀ କ୍ଳବ୍ ନୟାଗଡ଼ ତରଫରୁ ବିଶ୍ବ ସାକ୍ଷରତା ଦିବସ ତଥା ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। କ୍ଳବ୍ ର ସଭାପତି ଶ୍ରୀକାନ୍ତ କୁମାର ଖଟେଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗ ଦେଇ ଶିକ୍ଷକ ମାନେ ଆଗାମୀ ଭବିଷ୍ଯତ ଶିଶୁ ମାନଙ୍କୁ ଉତ୍ତମ ମଣିଷ ଭାବେ ଗଢୁଥିବାରୁ ଶିକ୍ଷକ ମାନେ ହେଉଛନ୍ତି ସମାଜର ଆଲୋକ ବର୍ତ୍ତିକା ବୋଲି କହିଥିଲେ। ମୁଖ୍ଯ ବକ୍ତା ଭାବେ ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରିଣୀ ରାଜଶ୍ରୀ ପଟ୍ଟନାୟକ ଯୋଗ ଦେଇ ଶିକ୍ଷକ ମାନେ ସ୍ବାଭିମାନୀ ହେବା ଆବଶ୍ଯକ ଏବଂ ସଚ୍ଚୋଟ ତଥା ନିଷ୍ଠାପର ଭାବେ ନିଜର କର୍ତ୍ତବ୍ଯ ସମ୍ପାଦନ କରିବା ଉଚିତ୍ ବୋଲି କହିଥିଲେ।…
Read More