ନୂଆଗାଁ, (ନୟାଗଡ଼ ଦର୍ପଣ): ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ନୟାଗଡ ଜିଲ୍ଲା ନୂଆଗାଁ ବ୍ଳକ ସଦର ମହକୁମାରେ ବିଜେଡିର ବିଶାଳ ଜନସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ନୂଆଗାଁ ବ୍ଳକର ୨୨ଟି ପଞ୍ଚାୟତରୁ ଶହ ଶହ ଲୋକ ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ଏହି ପଦଯାତ୍ରାରେ ନୟାଗଡ ବିଧାୟକ ଡ଼ ଅରୁଣ କୁମାର ସାହୁ, ରଣପୁରର ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଭାପୁର ବ୍ଲକ୍ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ଦଶପଲ୍ଲା ବ୍ଳକ୍ ଅଧ୍ୟକ୍ଷା ସୁନନ୍ଦା ସାହୁ, ଏନ୍ ଏ ସି ଅଧ୍ୟକ୍ଷା ପୁନମ ପ୍ରିୟଦର୍ଶିନୀ, ଗଣିଆ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ନୂଆଗାଁ ବ୍ଳକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ନୂଆଗାଁ ବ୍ଳକ ୧୭ନମ୍ୱର ଜୋନ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳବେହେରା, ୧୬ ନଂ ଜୋନ ଜିଲ୍ଲା ପରିଷଦ…
Read More