ଧର୍ମପରାୟଣ ମହିଳାଙ୍କ ପରଲୋକ

ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡଗାଁର ଅଞ୍ଚଳର ବିଶିଷ୍ଟ ଧର୍ମପରାୟଣ ମହିଳା ଉର୍ମିଳା ପଟ୍ଟନାୟକଙ୍କ ଦେହାନ୍ତ ହୋଇଥିବା ଜଣାପଡିଛି। ସେ ଜଣେ ଧର୍ମପରାୟଣା ମିଷ୍ଟଭାଷୀ ଓ ପରୋପକାରୀ ମହିଳା ଭାବେ  ଜଣାଶୁଣା ଥିଲେ ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଥିଲା । ସ୍ବର୍ଗତ ଉର୍ମିଳା ପଟ୍ଟନାୟକ ଅଲେଖ ଚନ୍ଦ୍ର ପଟ୍ଟନାୟକଙ୍କ ଧର୍ମପତ୍ନୀ। ମୃତ ବେଳକୁ ତାଙ୍କୁ ୮୩ବର୍ଷ ହୋଇଥିଲା। ମୃତ୍ୟୁ ସମୟରେ ତାଙ୍କର ପୁଅ, ବୋହୁ ଓ ନାତୁଣୀ, ଝିଅ, ଜ୍ୱାଇଁ ଉପସ୍ଥିତ ଥିଲେ।

Read More

ସୁଦାମା – ୧୯୬୮ମସିହା ବନ୍ଧୁ ମିଳନ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବଜେନ୍ଦ୍ର ହାଇସ୍କୁଲର ୧୯୬୮ବ୍ୟାଚ ସହପାଠୀ ମାନଙ୍କ ର ଏକ ବନ୍ଧୁମିଳନ ବୁଢାବୁଢିଆଣୀ ଜଳଭଣ୍ଡାର ଠାରେ ଗତ 2ତାରିଖ ମଧ୍ୟାହ୍ନ ରେ ଆନନ୍ଦ ଉଲ୍ଲାସ ମଧ୍ୟ ରେ ଅନୁଷ୍ଠିତ ହୋଇଛି, ବିଦାୟୀ ବନ୍ଧୁ ମାନଙ୍କ ର ଆତ୍ମା ର ସଦଗତି ନିମନ୍ତେ ନୀରବ ପ୍ରାର୍ଥନା ପରେ ସହପାଠୀ ମାନଙ୍କ ମଧ୍ୟ ରେ  ଆଲୋଚନା, ଛାତ୍ର ଜୀବନ ଅନୁଭୁତି, ସମ୍ପର୍କେ ଏବଂ ଅନେକ ସ୍ମରଣୀୟ କଥା କୁ ନିଜ ଭିତରେ ବାଣ୍ଟି ଥିଲେ,ମଉଜ ମଜଲିସ ମଧ୍ୟ ରେ ସାଙ୍ଗ ମନେ ସେମାନଙ୍କର ଧର୍ମପତ୍ନୀ ମାନଙ୍କ ସହ ଦୀର୍ଘ, 5ଘଣ୍ଟା ପର୍ଯ୍ୟନ୍ତ ଆନନ୍ଦ ର ସହ ବିତାଇଥିଲେ, ଡ଼କ୍ଟର ଅଶ୍ୱିନୀ କୁମାର ମିଶ୍ର ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ବନ୍ଧୁ ମିଳନ ଉତ୍ସବ କୁ ଅନ୍ୟତମ ସହପାଠୀ ସମାଜ ସେବୀ ପ୍ରମୋଦ ପଟ୍ଟନାୟକ ଙ୍କ ପ୍ରତ୍ୟକ୍ଷ…

Read More