ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ପୌରହିତ୍ୟରେ ଜିଲ୍ଲା କୋର୍ଟ ପରିସରରେ ଶତାଧିକ ଗ୍ରାମୀଣ ଆଇନ ସଚେତନତା କର୍ମୀ, ସିଆର୍ପି, ୱାନ୍ଷ୍ଟପ୍ ସେଣ୍ଟରର କର୍ମୀ ଏବଂ କୋର୍ଟ କର୍ମଚାରୀମାନଙ୍କୁ ନେଇ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ସକାଳ ୯ଟା ସମୟରେ ନୟାଗଡ଼ ପୁରୁଣା କୋର୍ଟ ପରିସରରୁ ଏକ ଶୋଭଯାତ୍ରା ବାହାରି ଆନ୍ତର୍ଜାତୀୟ ମହିଳା ଦିବସର ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରି ନୂତନ ଜିଲ୍ଲା କୋର୍ଟକୁ ଆସିଥିଲେ । ଏହାପରେ କୋର୍ଟ ପରିସରରେ ଏକ ସଭାର ଆୟୋଜନ ହୋଇଥିଲା । ସଭା ପ୍ରାରମ୍ଭରେ ସଚିବ ଅଞ୍ଜଳି ମଛଖଣ୍ଡ ଆନ୍ତର୍ଜାତୀୟ ମହିଳାଦିବସରେ ଯୋଗଦେଇଥିବା ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହିତ ଆଜିର ଦିବସର ମହତ୍ୱ ଉପରେ ସୂଚନା ଦେଇଥିଲେ। ମୁଖ୍ୟଅତିଥି ଜିଲା ଦୌରାଜଜ୍…
Read MoreDay: March 8, 2025
ବିଜେଡି କାର୍ଯ୍ୟାଳୟରେ ମହିଳା ଦିବସ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଆଜି ଆର୍ନ୍ତଜାତୀକ ମହିଳା ଦିବସ ପାଳିତ ହୋଇଯାଇଛି। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ଜିଲ୍ଲା ମହିଳା ବିଜେଡି ସଭାପତି ବିରଜା ଲକ୍ଷ୍ମୀ ସାହୁ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ଜିଲ୍ଲା ପରିଷଦ ସଦସ୍ୟ ଝିଲ୍ଲୀ ପ୍ରଧାନ ପ୍ରମୂଖ ଯୋଗ ଦେଇଥିଲେ। ମହିଳାମାନେ ଆଗକୁ ଆସିବା ଶୁଭ ଲକ୍ଷଣ । ନବୀନ ସରକାରରେ ମହିଳାଙ୍କୁ ଅଗ୍ରାଧିକାର ମିଳିଛି ବୋଲି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ କହିଥିଲେ। ମହିଳା ଯେଉଁଠି ସୁରକ୍ଷିତ ମଣନ୍ତି, ସେଠି ସ୍ନେହ ଶ୍ରଦ୍ଧା ଢାଳି ଦିଅନ୍ତି ବୋଲି କହିଥିଲେ । ଜଣଙ୍କ ଉପରେ ବିପଦ ପଡ଼ିଲେ ସମସ୍ତେ…
Read Moreନାଟ୍ୟମେଳାର ଅନ୍ତିମ ସନ୍ଧ୍ୟା, ପ୍ରଜ୍ଞାଙ୍କ ‘ସୋମରସ’ରେ ହସି ହସି ବେଦମ ହେଲେ ଦର୍ଶକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଗତ ଛଅଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ନାଟ୍ୟମେଳାର ଅନ୍ତିମ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ହାସ୍ୟରସାତ୍ମକ ନାଟକ ‘ସୋମରସ’। ଆଜିକାଲି ଦୁନିଆରେ ସବୁକିଛି ପରିବର୍ତ୍ତନ ହେଇଛି । ମଣିଷର ଚାଲିଚଳନ, ଆଚାର ବ୍ୟବହାର, ସଂପର୍କ ସବୁକିଛି । ନିଜ ହାତରେ ନିଜେ ୨୨ ହାତେ । ଯେକୌଣସି କାମ ପାଇଁ ସାହାଯ୍ୟର ହାତ ବଢ଼ାଇଲେ ଖୋସାମତି କରିବାକୁ ପଡ଼ୁଛି । ଶୁଭ କାମ ହେଉ କିମ୍ବା ବିପଦବେଳେ,ବିନା ସୋମରସ ବା ବିନା ମଦରେ କିଛି ବି କାମ ହେଉନି । ବର୍ତ୍ତମାନ ସମାଜର ମୁଖ୍ୟ ରସ ହେଉଛି ସୋମରସ। ଏପରି ଏକ ବିଷୟ ବସ୍ତୁକୁ ନେଇ ମଞ୍ଚସ୍ଥ ହୋଇଥିଲା ନାଟକ ସୋମରସ। ଚଳଚିତ୍ର ଓ ଟିଭି ଜଗତର ସୁପ୍ରସିଦ୍ଧ ହାସ୍ୟ କଳାକାର ପ୍ରଜ୍ଞାରଞ୍ଜନ ଖଟୁଆଙ୍କ ରଚିତ ଏବଂ ନିର୍ଦ୍ଦେଶିତ ଏହି ନାଟକକୁ ଭୁବନେଶ୍ୱରର ମ୍ୟାଜିକ ଥିଏଟରର…
Read More