ନୟାଗଡ଼, (ନୟାଗଡ଼ ଦର୍ପଣ): ବଂଶୀଧର ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ ଫର ପିସ ଆଣ୍ଡ ଡେଭଲପମେଣ୍ଟ ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ରାଜନେତା, ସାହିତ୍ୟିକ, ଶିକ୍ଷାବିତ୍, ନାଟ୍ୟକାର ସମାଜସେବୀ ତଥା ପୂର୍ବତନ ବିଧାୟକ ନୟାଗଡ଼ ସ୍ୱର୍ଗତ ବଂଶୀଧର ସାହୁଙ୍କ ସ୍ମୃତିରେ ପ୍ରତିବର୍ଷ ପରି ଚଳିତ ବର୍ଷ ୩୨ତମ ବିଷୁବ ମିଳନ ଓ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ୨୦୨୫ ବଂଶୀଧର ମହାବିଦ୍ୟାଳୟ, ଇଟାମାଟି ପରିସରରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ଅଧକ୍ଷ ମନୋଜ କୁମାର ସାହୁଙ୍କ ପରିଚାଳନାରେ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଡ଼. ଜ୍ୟୋତି ରଞ୍ଜନ ସାମନ୍ତରାୟ, ମୁଖ୍ୟ ବକ୍ତା ଭାବେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ପ୍ରାଧ୍ୟାପକ ଡ଼. ଆଶୁତୋଷ ମିଶ୍ର, ନୟାଗଡ଼ ଜିଲ୍ଲା ଲେଖକ ପରିଷଦର ସମ୍ପାଦକ ଶେଖ ଅବଦୁଲ…
Read MoreDay: April 14, 2025
ବହୁ ଆଡ଼ମ୍ବରରେ ପାଳିତ ହେଲା ବନ୍ଧୁମିଳନ ଉତ୍ସବ, ସହପାଠୀ ମାନଙ୍କ ପୁନଃ ମିଳନ!
ନୟାଗଡ଼ (ନୟାଗଡ଼ ଦର୍ପଣ): ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ଥିତ ରଘୁନାଥ ବିଦ୍ୟାପୀଠ ଏବଂ ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ ର ମାଟ୍ରିକ ୨୦୦୯ ବ୍ୟାଚ୍ ବନ୍ଧୁବାନ୍ଧବୀ ମାନଙ୍କ ଦ୍ଵାରା ଏକ ବନ୍ଧୁମିଳନ ଉତ୍ସବ ସ୍ଥାନୀୟ ସେପଟା ବଗିଚା, ବୁଢ଼ାବୁଢ଼ୀଆଣି ଡ୍ୟାମ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବନ୍ଧୁମିଳନ ଉତ୍ସବ ରେ ଉପରୋକ୍ତ ଦୁଇ ବିଦ୍ୟାଳୟ ର ସମସ୍ତ ବନ୍ଧୁବାନ୍ଧବୀ ସେମାନଙ୍କ ପରିବାର ସହିତ ପ୍ରାୟ ୮୦ ରୁ ଉର୍ଦ୍ଧ୍ବ ବନ୍ଧୁବାନ୍ଧବୀ ଉପସ୍ଥିତ ରହି ଉତ୍ସବ ଟିକୁ ସାଫଲ୍ୟ ମଣ୍ଡିତ କରିଛନ୍ତି।ଏହି ବନ୍ଧୁମିଳନ କାର୍ଯ୍ୟକ୍ରମ ପ୍ରାରମ୍ଭରେ ଏକତ୍ରିତ ହୋଇଥିବା ବାଲ୍ୟ ବନ୍ଧୁମାନେ ଅତୀତର ଶିକ୍ଷାର୍ଥୀ ଜୀବନର ସ୍ମୃତି ରୋମନ୍ଥନ କରିବା ଏବଂ ଅତୀତର ସ୍ମୃତି ସବୁ କୁ ମନେପକାଇ ଭାବବିହ୍ବଳ ହୋଇପଡ଼ିଥିଲେ। ଏହା ସହିତ ପୂର୍ବରୁ ସମସ୍ତ ବନ୍ଧୁମାନଙ୍କ ଦ୍ଵାରା ଅନେକ୍ ସମାଜସେବା କାର୍ଯ୍ୟ (ପ୍ରତିବର୍ଷ ଅଭାବୀ/…
Read More