ରୋହିବାଙ୍କ ଉଚ୍ଚ ବିଦ୍ୟାଳୟ ଛାତ୍ରୀ ରାଜ୍ୟପାଳଙ୍କ ଦ୍ଵାରା ପୁରସ୍କୃତ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ସେବା ତଥା ଶୃଙ୍ଖଳା ର ପ୍ରତୀକ ସମଗ୍ର ବିଶ୍ୱର ବୃହତ୍ତମ ଅନୁଷ୍ଠାନ ହେଉଛି ସ୍କାଉଟ ଗାଇଡ । ଦୀର୍ଘ ୩ବର୍ଷ ଧରି ନିଜର ସେବା ଓ ଶୃଙ୍ଖଳାର ଗୋଟିଏ ପରେ ଗୋଟିଏ ବ୍ୟେଚ ଧାରଣ କରିସାରିଲା ପରେ ଶେଷରେ ଦିଅନ୍ତି ରଜ୍ୟ ପୁରସ୍କର ପରୀକ୍ଷା। ରାଜ୍ୟ ପୁରସ୍କାର ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ର ଛାତ୍ରୀମାନଙ୍କୁ ରାଜ୍ୟପାଳ ଦିଅନ୍ତି ସାର୍ଟିଫିକେଟ। ଆଜି ଥିଲା ଓଡ଼ିଶା ଭାରତ ସ୍କାଉଟ ଗାଇଡ ର ରାଜ୍ୟ ପୁରସ୍କାର ଉତ୍ସବ । ପ୍ରତି ଜିଲ୍ଲା ଭଳି ନୟାଗଡ ଜିଲ୍ଲାର ୨ଜଣ କବ ଓ ବୁଲ ବୁଲ ଏବଂ ୨ଜଣ ସ୍କାଉଟ ଓ ଗାଇଡ ନୟାଗଡ ଜିଲ୍ଲା ତରଫରୁ ରାଜ୍ୟପାଳଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ। ସେମାନେ ହେଲେ କବ୍ ବିଭାଗରୁ ଆଶୁତୋଷ ପରିଡ଼ା ଯେକି କଳିଙ୍ଗ ଭାରତୀ ବିଦ୍ୟାନିକେତନ କନ୍ଧ ନୟାଗଡ ରଣପୁରର…

Read More