ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସଚେତନତା ଶିବିର

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଦୌରାଜଜ ତଥା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶକ୍ରମେ ସଚିବ ଅଞ୍ଜଳି ମଚ୍ଛଖଣ୍ଡଙ୍କ ତତ୍ବାବଧାନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସି.ଡି.ଏମ.ଓ., ନୟାଗଡଙ୍କ ସମ୍ମିଳନୀ କକ୍ଷରେ କଠିନ ଆବର୍ଜନାର ପରିଚାଳନା ଉପରେ ପାରା ମେଡିକାଲ ୱାର୍କର, ପାରା ଲିଗାଲ ସ୍ଵେଚ୍ଛାସେବୀ, ରୋଟେରୀ କ୍ଲବର ସଭ୍ଯମାନେ ତଥା ମୁଖ୍ୟ ଚିକିତ୍ସାଳୟର ପ୍ରତ୍ୟୋକ ବିଭାଗର କର୍ମଚାରୀ ମାନଙ୍କୁ ନେଇ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆଇନ ସେବା ପ୍ରାଧିକରଣର କର୍ମଚାରୀ ପବନ କୁମାର ବେହେରା ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲା ବେଳେ ମୁଖ୍ୟ ଅତିଥି ଭାବେ ଅଞ୍ଜଳି ମଚ୍ଛଖଣ୍ଡ ସ୍ଵାଗତ ଭାଷଣ ଦେଇ କଠିନ ଆବର୍ଜନାର ସଂଗ୍ରହ, ପରିବହନ, ପୁନଃଚକ୍ରଣ ଓ ପରିଚାଳନା ଏବଂ ପୋସ ଆକ୍ଟ ଉପରେ ଆଲୋକପାତ କରିଥିଲେ । ଏଥିରେ ବରିଷ୍ଠ…

Read More