ଇଟାମାଟି, (ନୟାଗଡ଼ ଦର୍ପଣ): ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ଇଟାମାଟି ଗ୍ରାମ ପଞ୍ଚାୟତ ସମୁଖରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ପାଇଁ ଶୁଭ ଦିଆଯାଇଛି। ଇତି ଅବସରରେ ଇଟାମାଟି କଂଗ୍ରେସ ଦଳର ସଭାପତି ମହେଶ୍ୱର ପ୍ରଧାନ ନଡ଼ିଆ ବାଡ଼େଇ ଏହି ଶୁଭ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ତାଙ୍କ ସହିତ ଗୋପବନ୍ଧୁ ସେବା ପରିଷଦର ସଭାପତି ପ୍ରଦ୍ୟୁମ୍ନ କୁମାର ସାହୁ ଏବଂ ସମ୍ପାଦକ କ୍ରିଷ୍ଣା କୁମାର ଅଗ୍ରୱାଲ ତାଙ୍କୁ ଏହି କାର୍ଯ୍ୟରେ ସହଯୋଗ କରିଥିଲେ। ସେଠାରେ ୧୪ ନମ୍ବର ଜୋନର ଜିଲ୍ଲା ପରିଷଦ ଆଶିଷ କୁମାର ଅଗ୍ରୱାଲ, ସମାଜସେବୀ ତଥା ସରପଞ୍ଚଙ୍କ ପ୍ରତିନିଧି ପ୍ରଦୀପ କୁମାର ସେଠୀ, ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ନାୟକ ଏବଂ ଅଧ୍ୟାପକ ପ୍ରଫେସର ଲକ୍ଷ୍ମୀଧର ପ୍ରଧାନ, ଇଟାମାଟି ବଜାର ବଣିକ ସଂଘର ପ୍ରାକ୍ତନ…
Read MoreDay: June 11, 2025
ଦେବସ୍ନାନ ପୂର୍ଣ୍ଣିମା ଅବସରରେ ନୟାଗଡ଼ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଭଜନ ସମାରୋହ
ନୟାଗଡ଼,(ନୟାଗଡ଼ ଦର୍ପଣ): ନବକଳେବର ରଥ ଚକ ସ୍ଥାପନ କମିଟି ଏବଂ ସଙ୍ଗୀତଧାରା, ନୟାଗଡ଼ର ମିଳିତ ଆନୁକୂଲ୍ୟରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଦିନ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ ଉପଲକ୍ଷେ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ କଳାକାର ମାନଙ୍କୁ ନେଇ ଏକ ଭବ୍ୟ ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସୁର ଗନ୍ଧର୍ବ କଣ୍ଠଶିଳ୍ପୀ ନବକିଶୋର ମିଶ୍ର,କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ, କଣ୍ଠଶିଳ୍ପୀ ଜୟଶ୍ରୀ ଦେବୀ,ଡ.ଆଶୁତୋଷ ମିଶ୍ର, ମାଧବ ଡାକୁଆ,କାଳିଦାସ ମହାପାତ୍ର,ବିଷ୍ନୁପ୍ରିୟା ବେହେରା, ଓମ ପ୍ରକାଶ ମହାରଣା,ଶୁଚିସ୍ମିତା ଦୋରା,ଓମ ପ୍ରସାଦ ପାତ୍ର, ସୋମାଲିନ ପୃଷ୍ଟି,ଜନ୍ମେଜୟ ପ୍ରଧାନ, ଲିପ୍ସାରାଣୀ ପଣ୍ଡା ପ୍ରମୁଖ ଭଜନ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମକୁ ଜିଲ୍ଲା ପରିଷଦ ସଭାପତି ଇଂ ଦେବାଶିଷ ପଟ୍ଟନାୟକ ଉଦଘାଟନ କରିଥିବା ବେଳେ ସଙ୍ଗୀତଧାରା ସଭାପତି ଡ.ବିଜୟ କୁମାର ଚୌଧୁରୀ, ରଥଚକ ସ୍ଥାପନା କମିଟି ସଭାପତି ପ୍ରମୋଦ ପଟ୍ଟନାୟକ, ସମ୍ପାଦକ ପ୍ରଶାନ୍ତ ଦାଶ ପ୍ରମୁଖ ପରିଚାଳନା…
Read More