ଓଡଗାଁ, (ନୟାଗଡ଼ ଦର୍ପଣ): ପ୍ରାକୃତିକ ଔଷଧୀୟ ବୃକ୍ଷର ଦୈନନ୍ଦିନ ଜୀବନରେ ମନୁଷ୍ୟ ପାଇଁ ଦରକାରିତା ଓ ଶରୀର ପ୍ରତି ପାର୍ଶ୍ଵ ପ୍ରତିକ୍ରିୟା କାରି ଭେଷଜ ଔଷଧ ଠାରୁ ଦୂରରେ ରହିବାପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କ ରେ ବୃକ୍ଷ ରୋପଣ ସାଙ୍ଗକୁ “ଚରକ” ଔଷଧୀୟ ବଗିଚା ଉନ୍ମୋଚନ ହୋଇସାରିଛି। ଏଥିରେ ମୁଖ୍ୟ ଅତିଥିଭାବେ ଓଡଗାଁ ବ୍ଲକରେ ନୂତନ ଭାବେ ଯୋଗଦେଇଥିବା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜକିଶୋର ସାହୁ, ସମ୍ମାନିତ ଅତିଥିଭାବେ ଓଡଗାଁ ଫରେଷ୍ଟର ସୌମ୍ୟ ରଞ୍ଜନ ଦଳେଇ ଓ ଦିପ୍ତିମୟୀ ରାଉତ, କୋମଣ୍ଡ ସାଧନ କେନ୍ଦ୍ର ସଂଯୋଜକ ଲଳିତ ମୋହନ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ ଓ ମୁଖ୍ୟ ଅତିଥି ଶ୍ରୀ ସାହୁଙ୍କ ଦ୍ୱାରା ପ୍ରଥମେ…
Read MoreDay: July 10, 2025
ପରମାନନ୍ଦ ମହାବିଦ୍ୟାଳୟରେ ଗୁରୁ ପୂର୍ଣ୍ଣିମା
ବୋଲଗଡ଼, (ନୟାଗଡ଼ ଦର୍ପଣ): ବୋଲଗଡ଼ ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟ ଠାରେ ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଏକ ନିରାଡ଼ମ୍ବର ଆଲୋଚନା ଚକ୍ରର ଆୟୋଜନ କରାଯାଇଥିଲା । କଲେଜର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତଃ ଭାସ୍କର ମହାପାତ୍ରଙ୍କ ସ୍ମୃତି ଚାରଣ ପୂର୍ବକ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । ଗୁରୁପୂର୍ଣ୍ଣିମା ମହତ୍ତ୍ୱ ସମ୍ପର୍କିତ ଆଲୋଚନା ଆଧାରରେ ମହାବିଦ୍ୟାଳୟର ଅଧ୍ୟାପକ ମାନେ ନିଜ ନିଜର ଭାବନାକୁ ଉପସ୍ଥାପନ କରିଥିଲେ। ଅଧ୍ୟକ୍ଷ ମହୋଦୟ ଭଗବାନ କୃଷ୍ଣ ଏବଂ ସନ୍ଦିପନି ଋଷିଙ୍କ ସଂପର୍କିତ ମାର୍ମିକ ବାଣୀରେ ପରିବେଶକୁ ମନ୍ତ୍ରମୁଗ୍ଧ କରିଦେଇଥିଲେ। ପରେପରେ ଅଧ୍ୟାପିକା ଗାୟତ୍ରୀ ପଟ୍ଟନାୟକ, ଅଧ୍ୟାପିକା ଅନୁସୟା ପୃଷ୍ଟି, ଅଧ୍ୟାପକ ରଞ୍ଜନ କୁମାର ଦାଶ, ଅଧ୍ୟାପକ ଗାନ୍ଧୀ କୁମାର ସାହୁ, ଅଧ୍ୟାପକ ଆଲୋକ କୁମାର ଦାସ, ଅଧ୍ୟାପକ ମିନୁସ ମଲ୍ଲିକ, ପଦାର୍ଥ ବିଜ୍ଞାନ ବିଭାଗର ରାଜ କିଶୋର ସାହୁ ମଧ୍ୟ ସେମାନଙ୍କ…
Read Moreବାପାଙ୍କ ମୃତ ଶରୀରକୁ ଛାତ୍ରଛାତ୍ରୀଙ୍କ ପାଇଁ କଟକ ମେଡିକାଲ କଲେଜକୁ ଦାନ କଲେ ପୁଅ ଇନ୍ଦ୍ରଜିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ମନୁଷ୍ୟର ମୃତ୍ୟୁ ଘଟିଲେ ଅନ୍ତିମ ସଂସ୍କାର କରିବାର ପ୍ରଥା ପୂର୍ବପୁରୁଷରୁ ରହି ଆସିଛି। ଆଜି ବି ସମସ୍ତେ ଏହାକୁ ପାଳନ କରି ଆସୁଛନ୍ତି, କିନ୍ତୁ ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ୍ ଶରଣକୁଳ କଟରାଝରୀ ଗ୍ରାମର କୃଷକ ନେତା ପବିତ୍ର କୁମାର ଇନ୍ଦ୍ରଜିତ୍ ଭିନ୍ନ କିଛି ଉଦାହରଣ ସୃଷ୍ଟି କରିଛନ୍ତି। ପବିତ୍ରଙ୍କ ପିତା ହଜାରୀ ବରାଡ଼ଙ୍କ (୮୬) ବର୍ଷ ବୟସରେ ମୃତ୍ୟୁ ହେବା ପରେ ପିତାଙ୍କ ମର ଶରୀରକୁ ଗାଁ ଶ୍ମଶାନରେ ଦାହ ନ କରାଇ ମେଡିକାଲ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ କଟକସ୍ଥିତ ଏସ୍ସିବି ମେଡିକାଲ କଲେଜକୁ ପ୍ରଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ଦିନକୁ ଦିନ ବିଭିନ୍ନ ରୋଗରେ ଯୁବକ ଓ ଯୁବତୀମାନେ ଆକ୍ରାନ୍ତ ହୋଇ ମୃତ୍ୟୁମୁଖରେ ପଡୁଛନ୍ତି। ମେଡିକାଲ କଲେଜ ଛାତ୍ରଛାତ୍ରୀ ପରୀକ୍ଷା-ନିରୀକ୍ଷା କରି ରୋଗର ନିରାକରଣ ଜାଣିବା…
Read More