ଦଶପଲ୍ଲା, (ନୟାଗଡ଼ ଦର୍ପଣ) : ବାଣୀଗୋଛା ପଶ୍ଚିମ ବନ୍ୟପ୍ରାଣୀ ବନାଞ୍ଚଳ ତରଫରୁ ବନାଞ୍ଚଳ ଅଧିକାରୀ ସଂସାର ବର୍ଗିଆଙ୍କ ନେତୃତ୍ୱରେ ସବୁଜରଥ କାର୍ଯ୍ୟକ୍ରମର ଉଦ୍ଘାଟନ ହୋଇଥିଲା। ଏଥିରେ ବନପାଳ ରାଜ କୁମାର ଶତପଥୀ, ପୁଷ୍ପଲତା ପ୍ରଧାନ, ଗୋଲକ ବେହେରାଙ୍କ ସମେତ ସମସ୍ତ ବନକର୍ମଚାରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ସମ୍ପର୍କରେ ବନପାଳ ରାଜ କୁମାର ଶତପଥୀ ଗଣମାଧ୍ୟମ ପ୍ରତିନିଧିଙ୍କୁ ପୂର୍ବରୁ ଅବଗତ କରାଇ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କହିଥିଲେ।ଗଣମାଧ୍ୟମ ପ୍ରତିନିଧି ମଧ୍ୟ ଖବର ସଂଗ୍ରହ କରିବା ଉଦ୍ଦେଶ୍ୟରେ ବାଣୀଗୋଛାରେ ପହଂଚିଥିଲେ। କିନ୍ତୁ ସେତେବେଳେ ବନପାଳ ଆଉ ଟିକିଏ ସମୟ ପରେ କାର୍ଯ୍ୟକ୍ରମ ଆରମ୍ଭ କରାଯିବ ଆପଣ ଅପେକ୍ଷା ଟିକେ କରିଥାନ୍ତୁ କହି ସାମ୍ବାଦିକଙ୍କୁ ଆଉ ନ ଜଣାଇ ଅପେକ୍ଷା କରାଇ କାର୍ଯ୍ୟକ୍ରମ କୁ ସାରିଦେଇଥିଲେ। କିଛି ଘଣ୍ଟାପରେ ଗଣମାଧ୍ୟମ ପ୍ରତିନିଧି ବନପାଳଙ୍କୁ ଫୋନକରି କାର୍ଯ୍ୟକ୍ରମ ସମ୍ପର୍କରେ ପଚାରିବାରୁ ବନପାଳ…
Read MoreDay: September 10, 2025
ଜାତୀୟ ଶିକ୍ଷକ ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୫ ପ୍ରଧାନ ଶିକ୍ଷକଙ୍କ ଯୋଗଦାନ
ନୟାଗଡ଼,(ନୟାଗଡ଼ ଦର୍ପଣ): ଅଜିମ୍ ପ୍ରେମଜି ୟୁନିଭରସିଟି, ବାଙ୍ଗାଲୋର ଠାରେ ପାଞ୍ଚ ଦିନ ବ୍ୟାପି ଚାଲିଥିବା ଦ୍ଵିତୀୟ ପର୍ଯ୍ୟାୟ ପ୍ରଧାନଶିକ୍ଷକଙ୍କ ନେତୃତ୍ୱ ଦକ୍ଷତା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାରୁ ପାଞ୍ଚ ଜଣ ପ୍ରଧାନଶିକ୍ଷକ ଯୋଗ ଦେଇଥିଲେ। ରଣପୁର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମହତପଲାର ପ୍ରଧାନ ଶିକ୍ଷକ ଜ୍ୟୋତି ରଞ୍ଜନ ଦାଶ, ଗୋଳଗୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ନୂଆଗାଁ ବ୍ଲକର ପ୍ରଧାନ ଶିକ୍ଷୟିତ୍ରୀ ଡ.ବାସନ୍ତୀ ବେହେରା,ମଶାବାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଓଡ଼ଗାଁ ବ୍ଲକର ଭାବଗ୍ରାହୀ ମହାପାତ୍ର ଏବଂ ଜନତା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗମ୍ଭାରିଡିହିର ଭକ୍ତ ରଞ୍ଜନ ମିଶ୍ର ତଥା ଲେଙ୍କୁଡ଼ିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ନୟାଗଡ଼ ବ୍ଲକର ପ୍ରଧାନ ଶିକ୍ଷକ ପ୍ରଦ୍ୟୁମ୍ନ କୁମାର ନାୟକ ପ୍ରମୁଖ ଉକ୍ତ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଜିଲ୍ଲାରୁ ପ୍ରତିନିଧିତ୍ୱ କରି ପବିତ୍ର ଗୁରୁଦିବସରେ ୟୁନିଭରସିଟିର ଡାଇରେକ୍ଟର ଜୁଲଫିକର ହାଇଦରଙ୍କ ଠାରୁ…
Read More