ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଖ୍ୟାତନାମା ଆଇନଜୀବୀ ତଥା ଜିଲ୍ଲା ଓକିଲ ସଙ୍ଘ ପ୍ରାକ୍ତନ ସଭାପତି ବୃନ୍ଦାବନ ପଣ୍ଡାଙ୍କ ବିୟୋଗରେ ଆଜି ଜିଲ୍ଲା ଓକିଲ ସଙ୍ଘ ସଭାପତି ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କୋର୍ଟ ସମ୍ମିଳନୀ କକ୍ଷଠାରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇ ଶ୍ରୀ ପଣ୍ଡାଙ୍କ ବିୟୋଗ ନୟାଗଡ଼ ଜିଲ୍ଲା ଆଇନ ଜଗତ ପାଇଁ ଅପୂରଣୀୟ କ୍ଷତି ହୋଇଥିବା କୁହାଯାଇଛି। ବାର ବେଞ୍ଚ ମିଳିତ ଶୋକ ସଭାରେ ସ୍ବର୍ଗତ ପଣ୍ଡାଙ୍କ ଅମର ଆତ୍ମା ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇ ଥିଲା। ଏହି ପୂଜ୍ୟପୂଜା କାର୍ଯ୍ୟକ୍ରମରେ ଜିଲ୍ଲା ପରିବାର ଅଦାଲତ ଜଜ ଇନ୍ଦୁ ଶର୍ମା, ସ୍ୱତନ୍ତ୍ର ପୋକ୍ସ ଜଜ ମାନସ ରଞ୍ଜନ ପଣ୍ଡା, ଅତିରିକ୍ତ ଜିଲ୍ଲା ଜଜ ରୀଜା ରାୟଙ୍କ ସମେତ ଅନ୍ୟନ୍ୟ ବିଚାର ବିଭାଗୀୟ ଅଧିକାରୀ ମାନେ ସ୍ବର୍ଗତ ପଣ୍ଡାଙ୍କ ସ୍ମୃତିଚାରଣ…
Read MoreDay: September 22, 2025
ଏବିଭିପି ଦଶପଲ୍ଲା ପକ୍ଷରୁ ନଗର ସମ୍ମିଳନୀ
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ବିଶ୍ବର ସର୍ବବୃହତ ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ଦଶପଲ୍ଲା ଶାଖା ପକ୍ଷରୁ ଦଶପଲ୍ଲା ମହାବୀର ମନ୍ଦିର ଠାରେ ନଗର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି। ଚଳିତ ଶିକ୍ଷାବର୍ଷ ପାଇଁ ଏବିଭିପି ନଗର ଟିମ୍ ଘୋଷଣା କରାଯାଇଛି। ନଗର ସଭାପତି ଭାବେ ଅଧ୍ୟାପକ ସରୋଜ କୁମାର ପଣ୍ଡା ମନୋନୀତ ହୋଇଛନ୍ତି। ନଗର ସମ୍ପାଦକ ଭାବେ ମାନସ୍ ବାରିକ, ସାହସମ୍ପାଦକ ଭାବେ- ଚନ୍ଦନ ନାୟକ, ଯାଜ୍ଞସେନି ନାୟକ, ଜାନକୀ ମହାକୁଡ଼, ଶୁଭମ ବାରିକ, ଅଙ୍କିତା ବେହେରା, ଗାୟତ୍ରୀ ପୃଷ୍ଟି, ସୁନୀଲ କିରଣ ବାରିକ, ସୋସିଆଲ ମିଡିଆ- ସତ୍ୟବ୍ରତ ପ୍ରଧାନ, ଗୋକୁଳ ପ୍ରଧାନ, ସେବା ପ୍ରମୁଖ- ପୁଷ୍ପାଞ୍ଜଳି ସାହୁ, ଲିଜାରାଣୀ ମୁଦୁଲି, ରାଷ୍ଟ୍ରୀୟ କଳା ମଞ୍ଚ ପ୍ରମୁଖ- ସୋନାଲି ନାୟକ, ଦୀପିକା ଖିଲାର, ଖେଲୋ ଭାରତ- ପିଙ୍କୁ ବେହେରା, ରାକେଶ ରଣା, କାର୍ଯ୍ୟକାରିଣୀ ସଦସ୍ୟ-…
Read Moreଡ୍ୟାନ୍ସ ନୟାଗଡ ଡ୍ୟାନ୍ସରେ ନୈନା ତନୟା ଡ୍ୟାନ୍ସ ଟପ୍ପର
ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡର ଭାଷା ସାହିତ୍ୟ ଓ ସଂସ୍କୃତି ପରିଷଦ ସୃଜନିକା ଆନୁକୁଲ୍ୟରେ ଡ୍ୟାନ୍ସ ନୟାଗଡ ଡ୍ୟାନ୍ସର ଫାଇନାଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ରବିବାର ଦିନ ସ୍ଥାନୀୟ ନୀଳମାଧବ ହୋଟେଲରେ ଏହା ଅନୁଷ୍ଠିତ ହୋଇଥିଲା। ସେମି ଫାଇନାଲରେ ଥିବା ୨୦ ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୧୦ ଜଣ ଫାଇନାଲକୁ ଉନ୍ନୀତ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ନୈନା ତନୟା, ସୃଷ୍ଟି ମୟୀ ସାହୁ ଓ ସାଇଶ୍ରୀ ମହାପାତ୍ର ଯଥାକ୍ରମେ ପ୍ରଥମ , ଦ୍ଵିତୀୟ ଓ ତୃତୀୟ ଭାବରେ ଯୋଗ୍ୟ ବିବେଚିତ ହୋଇଥିଲେ। ନୈନା ତନୟା ନୟାଗଡ ଡ୍ୟାନ୍ସ ଟପ୍ପର ଭାବେ ବିଜୟୀ ହୋଇ ଟ୍ରଫି ସହ ପ୍ରଶଂସା ପତ୍ର ଏବଂ ୧୦ ହଜାର ଟଙ୍କା ପୁରସ୍କାର ରାଶି ଅତିଥିଙ୍କ ଠାରୁ ଗ୍ରହଣ କରିଥିଲେ। ଦ୍ଵିତୀୟ ବିଜେତାଙ୍କୁ ୭ ହଜାର ଟଙ୍କା ଟ୍ରଫି ଓ ପ୍ରଶଂସା ପତ୍ର ଏବଂ ତୃତୀୟ…
Read More