ନୟାଗଡ଼,(ନୟାଗଡ଼ ଦର୍ପଣ): ମଧ୍ୟଯୁଗୀୟ ଓଡ଼ିଆ ତଥା ବୈଷ୍ଣବ ସାହିତ୍ୟର ମହାନ କବି, ଓଡ଼ିଶା ଆକାଶର ଅନ୍ୟତମ ଉଜ୍ଜ୍ୱଳ ଜ୍ୟୋତିଷ୍କ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ମହାକବି କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ୨୮୮ତମ ଜୟନ୍ତୀ ପାଳନ ସହିତ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି । କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମଜସେବୀ ପ୍ରମୋଦ ପଟ୍ଟନାୟକ, ସମାଜସେବୀ ଦାମୋଦର ସାହୁ, ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠୀ, କବି ନିର୍ମଳ ଚନ୍ଦ୍ର ଶୁରଦେଓ, ବରିଷ୍ଠ ନାଗରିକ ସୁରେନ୍ଦ୍ର କୁମାର ମହାପାତ୍ର, କବି ଶେଖ ଅବଦୁଲ ଖାଲିକ, ପ୍ରଫୁଲ୍ଲ କୁମାର ନାୟକ, ଲକ୍ଷ୍ମୀଧର ସାହୁ,ପ୍ରଶାନ୍ତ କୁମାର ପଟ୍ଟନାୟକ,ଅଶୋକ କୁମାର ମଲ୍ଲ, ପ୍ରଦୀପ କୁମାର ସାହୁ ପ୍ରମୁଖ ଯୋଗଦାନ କରି…
Read MoreDay: January 28, 2026
କେ.ସି କ୍ଲବ୍ ଶତବାର୍ଷିକ ଉତ୍ସବ ଦ୍ଵିତୀୟ ଦିନର କାର୍ଯ୍ୟକ୍ରମ
ନୟାଗଡ, (ନୟାଗଡ଼ ଦର୍ପଣ): କେ.ସି କ୍ଲବ୍ ଶତ ବାର୍ଷିକ ଉତ୍ସବ ଅବସରରେ ଦ୍ଵିତୀୟ ଦିନ କାର୍ଯକ୍ରମରେ ମୂଖ୍ୟ ଅତିଥି ଭାବେ ଯୋଗଦେଇ ସ୍ଥାନୀୟ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ ଅରୁଣ କୁମାର ସାହୁ ଯୋଗଦେଇ କେ.ସି କ୍ଲବର ସାମାଜିକ ଉତ୍ତର ଦାୟିତ୍ଵ କାର୍ଯ୍ୟର ଭୂୟସୀ ପ୍ରଶଂସା କରିବା ସହ ଆଗାମୀ ଦିନରେ କ୍ଲବ୍ ସକରାତ୍ମକ ଚିନ୍ତାଧାରା ମାଧ୍ୟମରେ ଆହୁରି ଜନ କଲ୍ୟାଣ ଚେତନାରେ ପରିପୃଷ୍ଟ ହେଉ ବୋଲି ଆହ୍ବାନ ଦେଇଥିଲେ|ସେହିପରି ଅନ୍ୟତମ ସମ୍ମାନୀତ ଅତିଥି ଭାବେ ଦଶପଲ୍ଲାର ବିଧାୟକ ରମେଶ ଚନ୍ଦ୍ର ବେହେରା ସାମାଜିକ ବିଫଳତା ସମାଜର କିଭଳି ଅଶେଷ କ୍ଷତି ସାଧନ କରେ ସେ ସମ୍ପର୍କରେ ଏକ ସାର ଗର୍ଭକ ବକ୍ତବ୍ୟ ପ୍ରଦାନ କରିଥଲେ|ଅନ୍ୟତମ ସମ୍ମାନୀତ ଅତିଥି ଜିଲ୍ଲାପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏହି ଠାରୁ କ୍ଲବ୍ ମାଧ୍ୟମରେ ନୟାଗଡ଼ର ନୂଆ ଇତିହାସ…
Read More