ନୟାଗଡ, (ନୟାଗଡ଼ ଦର୍ପଣ): କଟକର ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ୩ୟ ରାଜ୍ୟସ୍ତରୀୟ ଓପନ ଟାଇକୋଣ୍ଡ ଚମ୍ପିୟନସିପ ୨୦୨୬ ଚଳିତ ଏପ୍ରିଲ ମାସ ତା ୨୪ ଠାରୁ ତା ୨୬ ମଧ୍ଯରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ନୟାଗଡ ମାର୍ଶାଲ ଆର୍ଟ ଆକାଡେମୀ, ନୂଆ ରାଜବାଟି, ନୟାଗଡର ମୋଟ ୭ଜଣ ଖେଳାଳି ତଥା ଟିମକୋଚ ଶିବାନନ୍ଦ ରାୟଗୁରୁ ତଥା ଟିମ ମ୍ୟାନେଜର ସୌମ୍ୟରଞ୍ଜନ ସାହୁ ଏବଂ ଜାତୀୟ ରେଫରୀ ଆସିସ ଓମ ପ୍ରକାଶ ଭାଗ ନେଇଥିଲେ। ସେଥିମଧ୍ୟରୁ କ୍ୟାଡେଟ ବିଭାଗରେ ସାସ୍ବତ ସମ୍ବିତ ପ୍ରଧାନ ସ୍ବର୍ଣ୍ଣପଦକ, ଅଜିତେସ ପ୍ରଧାନ ରୌପ୍ୟପଦକ, ଶ୍ରୀୟାସି ସାହୁ ରୌପ୍ୟପଦକ ଏବଂ ଅଖିଳେଶ ମହାନ୍ତି କାଂସ୍ୟପଦକ ହାସଲ କରିଥିବା ବେଳେ ସବ-ଜୁନିୟର ବିଭାଗରେ ପ୍ରିତମ ପିୟୁସ ମିଶ୍ର ସ୍ବର୍ଣ୍ଣପଦକ, ଏସ ମମରାଜ ସାହିବ ରୌପ୍ୟପଦକ ଏବଂ ଦେବାଶିଷ ପ୍ରଧାନ କାଂସ୍ୟପଦକ ହାସଲକରି ମୋଟ…
Read More