ଓଡ଼ଗାଁ,(ନୟାଗଡ଼ ଦର୍ପଣ): ୧୩ତମ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୁହ ଦୌଡକୁଦ ପ୍ରତିଯୋଗିତା ୨୦୨୬ ଓଡଗାଁ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କ ଠାରେ ଅନୁଷ୍ଠିତ ହୋଇସାରିଛି। ପୁରୀ ଲୋକସଭା ସାଂସଦ ଡ଼ଃ ସମ୍ବିତ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ପୂର୍ବତନ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ସହିତ ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ଗୀତାଞ୍ଜଳି ସାହୁଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଅନ୍ୟତମ ଅତିଥିଭାବେ ଓଡଗାଁ ତହସିଲଦାର ଡ଼ଃ ମାନସ ରଞ୍ଜନ ଭୋଈ, ଓଡଗାଁ ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ରାଜକିଶୋର ସାହୁ ଓ ସନ୍ତୋଷ କୁମାର କର, ରୋହିବାଙ୍କ ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ସୁରେନ୍ଦ୍ର ସେନାପତି, ପ୍ରଧାନଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ, ଓଡଗାଁ ଏକ ନମ୍ବର ଜୋନର ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ…
Read MoreMonth: September 2026
ରୋହିବାଙ୍କ ଉଚ୍ଚ ବିଦ୍ୟାଳୟରେ ୧୩ତମ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୁହ ଦୌଡକୁଦ ପ୍ରତିଯୋଗିତା ଉଦଯାପିତ
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ୧୩ତମ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୁହ ଦୌଡକୁଦ ପ୍ରତିଯୋଗିତା ୨୦୨୬ ଓଡଗାଁ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କ ଠାରେ ଅନୁଷ୍ଠିତ ହୋଇସାରିଛି। ପୁରୀ ଲୋକସଭା ସାଂସଦ ଡ଼ଃ ସମ୍ବିତ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ପୂର୍ବତନ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ସହିତ ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ଗୀତାଞ୍ଜଳି ସାହୁଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଅନ୍ୟତମ ଅତିଥିଭାବେ ଓଡଗାଁ ତହସିଲଦାର ଡ଼ଃ ମାନସ ରଞ୍ଜନ ଭୋଈ, ଓଡଗାଁ ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ରାଜକିଶୋର ସାହୁ ଓ ସନ୍ତୋଷ କୁମାର କର, ରୋହିବାଙ୍କ ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ସୁରେନ୍ଦ୍ର ସେନାପତି, ପ୍ରଧାନଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ, ଓଡଗାଁ ଏକ ନମ୍ବର ଜୋନର ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ…
Read Moreରୋହିବାଙ୍କ ଉଚ୍ଚ ବିଦ୍ୟାଳୟରେ ୧୩ତମ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୁହ ଦୌଡକୁଦ ପ୍ରତିଯୋଗିତା ଉଦଯାପିତ
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ୧୩ତମ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୁହ ଦୌଡକୁଦ ପ୍ରତିଯୋଗିତା ୨୦୨୬ ଓଡଗାଁ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କ ଠାରେ ଅନୁଷ୍ଠିତ ହୋଇସାରିଛି। ପୁରୀ ଲୋକସଭା ସାଂସଦ ଡ଼ଃ ସମ୍ବିତ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ପୂର୍ବତନ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ସହିତ ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ଗୀତାଞ୍ଜଳି ସାହୁଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଅନ୍ୟତମ ଅତିଥିଭାବେ ଓଡଗାଁ ତହସିଲଦାର ଡ଼ଃ ମାନସ ରଞ୍ଜନ ଭୋଈ, ଓଡଗାଁ ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ରାଜକିଶୋର ସାହୁ ଓ ସନ୍ତୋଷ କୁମାର କର, ରୋହିବାଙ୍କ ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ସୁରେନ୍ଦ୍ର ସେନାପତି, ପ୍ରଧାନଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ, ଓଡଗାଁ ଏକ ନମ୍ବର ଜୋନର ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ…
Read Moreନୟାଗଡ଼ ପୌର ପରିଷଦ ପକ୍ଷରୁ ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର
୧୪୨ ଜଣ ସଫେଇ କର୍ମଚାରୀ ଓ ପରିବାର ସଦସ୍ୟ ସାମିଲ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପୌର ପରିଷଦ ପକ୍ଷରୁ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଏକ ମେଗା ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ୧୪୨ ଜଣ ସଫେଇ କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟ ଯୋଗଦେଇ ବିଭିନ୍ନ ସ୍ୱାସ୍ଥ୍ୟ ପରୀକ୍ଷା କରାଇଥିଲେ। ଏହା ମାଧ୍ୟମରେ ସଫେଇ କର୍ମଚାରୀମାନେ ନିଜ ସ୍ୱାସ୍ଥ୍ୟ ପ୍ରତି ଅଧିକ ସଚେତନ ହୋଇଥିଲେ। ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦ୍ଘାଟନ କରିଥିଲେ। ପୌରାଧ୍ୟକ୍ଷା ନିରୂପମା ଖଟେଇ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡା. ସନ୍ତୋଷ କୁମାର ଭୁଜବଳ ଓ ଡା. ଅଭିପ୍ସା ପଟ୍ଟନାୟକ ଯୋଗଦେଇ ସଫେଇ କର୍ମଚାରୀମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ମୁଖ୍ୟ…
Read Moreଗୀତାପାଠ ହିଁ ମନୁଷ୍ୟର ମନକୁ ଶୁଦ୍ଧ ଓ ଶାନ୍ତ କରିଥାଏ: ଜିଲ୍ଲାପାଳ
ନୟାଗଡ଼,(ନୟାଗଡ଼ ଦର୍ପଣ): ଚିନ୍ମୟ ମିଶନ ନୟାଗଡ଼ ଶାଖା ପକ୍ଷରୁ ସ୍ଥାନୀୟ ପିଟିଏସ ରୋଡ଼ସ୍ଥିତ ଭାରତ ବିକାଶ ପରିଷଦ ଭବନରେ ଏକ ଜିଲ୍ଲାସ୍ତରୀୟ ଗୀତାଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୟାଗଡ଼ ଜିଲ୍ଲାର ବିଭିନ୍ନ ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବେଶ୍ ଆଗ୍ରହର ସହ ଅଂଶଗ୍ରହଣ କରିଥିଲେ।ଏହି ଅବସରରେ ଆୟୋଜିତ ସ୍ୱତନ୍ତ୍ର ଉଦ୍ଘାଟନୀ ସମାରୋହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ.ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ମଧୁମିତା ରଥ ଏବଂ ଚିନ୍ମୟ ମିଶନ ଭୁବନେଶ୍ୱରର ଅଧ୍ୟକ୍ଷ ସ୍ୱାମୀ ଚିତଘନାନନ୍ଦ ସରସ୍ୱତୀ ପ୍ରମୁଖ ଅତିଥି ଭାବେ ଯୋଗଦାନ କରିଥିଲେ। ପ୍ରଥମେ ଜିଲ୍ଲାପାଳଙ୍କୁ ମିଶନ ପକ୍ଷରୁ ସଭାପତିଙ୍କ ନେତୃତ୍ୱରେ ବେଦମନ୍ତ୍ର ପାଠ ସହିତ ଏକ ଆଧ୍ୟାତ୍ମିକ ପରିବେଶରେ ସ୍ୱାଗତ କରାଯାଇ ସଭାସ୍ଥଳକୁ ପାଛୋଟି ନିଆଯାଇଥିଲା।ଜିଲ୍ଲାପାଳ ଆଜିର ଯାନ୍ତ୍ରିକ ଯୁଗରେ ମାନବ ଜୀବନରେ ଶ୍ରୀମଦ୍ ଭାଗବତ ଗୀତାର ଶିକ୍ଷା ଓ ଆବଶ୍ୟକତା…
Read Moreଶତାୟୁ ଜଳଧରଙ୍କ ସ୍ମୃତି ଚାରଣ ଓ ସ୍ମରଣିକା ଉନ୍ମୋଚନ
ରଣପୁର, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର ଗ୍ରାମର ସ୍ବର୍ଗତ ଜଳଧର ରାଉତରାୟଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକି ଅବସରରେ ତା୨୬.୦୭.୨୦୨୬ରିଖ ପବିତ୍ର ଭଗବତ ଜନ୍ମ ତିଥିରେ ସ୍ମୃତି ଚାରଣ ସହ ଏକ ସ୍ମରଣିକା ‘ଗାଁ ବୟଃଜେଷ୍ଠ’ ଉନ୍ମୋଚନ ହୋଇଥିଲା। ଗତବର୍ଷ ୧୦୭ ବର୍ଷ ବୟସରେ ଆଜିର ତିଥିରେ ସ୍ବର୍ଗତ ଜଳଧର ରାଉତରାୟ ଇହଲୀଳା ସମ୍ବରଣ କରିଥିଲେ। ତାଙ୍କର ଜ୍ୟେଷ୍ଠ ପୁତ୍ର ପୂର୍ବତନ ମୁଖ୍ୟ ଚିକିତ୍ସାଧିକାରୀ, ନୟାଗଡ଼ ଡକ୍ଟର ହାଡିବନ୍ଧୁ ରାଉତରାୟ ଓ ଭଣଜା ଅବସରପ୍ରାପ୍ତ ଶିକ୍ଷକ ଭାସ୍କର ଚନ୍ଦ୍ର ପ୍ରଧାନଙ୍କ ସହଯୋଗରେ ନରସିଂହପୁର ଗ୍ରାମରେ ତାଙ୍କ ବାସଭବନଠାରେ ଏକ ସ୍ତୁତି ଚାରଣ ସଭାର ଆୟୋଜନ କରାଯାଇଥିଲା। ଆଞ୍ଚଳିକ ପୂଜ୍ୟ ପୂଜା ପରିଷଦ, ଚାନ୍ଦପୁରର ସଭାପତି ଖାଉଟି ଅଦାଲତର ପୂର୍ବତନ ବିଚାରପତି ଶ୍ରୀଯୁକ୍ତ ନାରାୟଣ ମହାପାତ୍ର ସଭାପତିତ୍ବ କରିଥିଲେ। ଅବସରପ୍ରାପ୍ତ କୁହୁଡି ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ…
Read Moreଜାତୀୟ ଷ୍ଟାଟ ଅପ୍ କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କ ସଫଳତା
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକରେ ଷ୍ଟାର୍ଟଅପ୍ ଓ ଉଦ୍ୟମିତା ପରିବେଶକୁ ସୁଦୃଢ଼ କରିବା ଲକ୍ଷ୍ୟରେ ସେପ୍ଟେମ୍ବର ୫ ତାରିଖରେ ଫ୍ୟାକଲ୍ଟି ମ୍ୟାନେଜମେଣ୍ଟ ଡେଭଲପମେଣ୍ଟ ପ୍ରୋଗ୍ରାମ୍ (FMDP)ର ଶୁଭାରମ୍ଭ କରାଯାଇଥିଲା। ଏହାର ଜାତୀୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସେପ୍ଟେମ୍ବର ୨୧ରୁ ୨୬ ତାରିଖ ପର୍ଯ୍ୟନ୍ତ ଗୁଜରାଟର ଅହମଦାବାଦସ୍ଥିତ ଏଣ୍ଟରପ୍ରେନ୍ୟୁରସିପ୍ ଡେଭଲପମେଣ୍ଟ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (EDII)ରେ ଅନୁଷ୍ଠିତ ହୋଇଥିଲା। ରାଜ୍ୟର ବିଭିନ୍ନ ସରକାରୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରୁ ମନୋନୀତ ୪୦ ଜଣ ଅଧ୍ୟାପକଙ୍କ ମଧ୍ୟରେ ନୟାଗଡ଼ ମଡେଲ୍ ଡିଗ୍ରୀ କଲେଜର ନୃତତ୍ତ୍ୱ ବିଭାଗର ସହକାରୀ ପ୍ରଫେସର ଡ. ଅପରାଜିତା ମିଶ୍ର ଭାଗ ନେଇ କୃତିତ୍ୱ ଅର୍ଜନ କରିଛନ୍ତି । ଏହି ପ୍ରଶିକ୍ଷଣରେ ଷ୍ଟାର୍ଟଅପ୍ ଇକୋସିଷ୍ଟମ୍, ନବସୃଜନ, ଉଦ୍ୟମିତା ବିକାଶ ଓ ଶିକ୍ଷାନୁଷ୍ଠାନରେ ଉଦ୍ୟୋଗୀ ପରିବେଶ ସୃଷ୍ଟି ସମ୍ପର୍କରେ ବ୍ୟବହାରିକ ପ୍ରଶିକ୍ଷଣ…
Read Moreଗଣିଆ ଥାନା କିଶୋରପ୍ରସାଦ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ ପଛରେ ପିଟିହେଲା ବାଇକି , ଜଣଙ୍କର ମୃତ୍ୟୁ ଓ ବ୍ୟଙ୍ଗକବି ଆର୍ତ୍ତତ୍ରାଣ ମିଶ୍ର ଗୁରୁତର
ଗଣିଆ,(ନୟାଗଡ଼ ଦର୍ପଣ): ଗଣିଆ ଥାନା ଅନ୍ତର୍ଗତ କିଶୋରପ୍ରସାଦ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଶନିବାର ଦିନ ସନ୍ଧ୍ୟା ସମୟରେ ଘଟିଯାଇଛି। ଗଣିଆ ପଟୁ ଯାଉଥିବା ଏକ ବାଇକି ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ ପଛରେ ପିଟିହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ସୁଶାନ୍ତ ପୃଷ୍ଟି। ଏହି ଦୁର୍ଘଟଣାରେ ଜଣାଶୁଣା ବ୍ୟଙ୍ଗକବି ଆର୍ତ୍ତତ୍ରାଣ ମିଶ୍ର ଗୁରୁତର ଆହତ ହୋଇଛନ୍ତି।ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଆହତ ବ୍ୟଙ୍ଗକବି ଆର୍ତ୍ତତ୍ରାଣ ମିଶ୍ର ଓ ସୁଶାନ୍ତ ପୃଷ୍ଟିଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଗଣିଆ ଗୋଷ୍ଠୀ ସ୍ଵାଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ସୁଶାନ୍ତଙ୍କୁ ମୃତ ଘୋଷଣା କରିଥିବା ବେଳେ ବ୍ୟଙ୍ଗକବି ଆର୍ତତ୍ରାଣ ମିଶ୍ର ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା…
Read Moreପୌରପାଳିକାର ତ୍ୱରିତ ପଦକ୍ଷେପ: ଜଳବନ୍ଦୀରେ ଥିବା ୪ କଲୋନୀକୁ ସ୍ୱାଭାବିକ କଲେ ଅଧିକାରୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ନୟାଗଡ଼ ସହରର ବିଭିନ୍ନ ଅଞ୍ଚଳ ବେହାଲ ହୋଇପଡ଼ିଥିଲା। ସହରର ୪ଟି କଲୋନୀରେ ପ୍ରାୟ ୪ ଫୁଟ ଉଚ୍ଚତାରେ ବର୍ଷାଜଳ ଜମି ରହିବାରୁ କଲୋନୀବାସୀ ଗତକାଲି ଦିନତମାମ ଘରୁ ବାହାରି ପାରିନଥିଲେ। ରାସ୍ତାରେ ଅତ୍ୟଧିକ ପାଣି ଜମି ରହିବାରୁ ସାଧାରଣ ଲୋକଙ୍କ ଗମନାଗମନ ମଧ୍ୟ ବାଧାପ୍ରାପ୍ତ ହୋଇଥିଲା। ନୟାଗଡ଼ ପୌରପାଳିକା କାର୍ଯ୍ୟାଳୟରେ ଖୋଲାଯାଇଥିବା ସମ୍ଭାବ୍ୟ ବାତ୍ୟା କଣ୍ଟ୍ରୋଲ ରୁମ୍କୁ ଫୋନ୍ ଯୋଗେ ସୂଚନା ମିଳିବା ପରେ ପୌରପାଳିକା ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ ତୁରନ୍ତ ସମସ୍ୟାଗ୍ରସ୍ତ ଅଞ୍ଚଳରେ ପହଞ୍ଚିଥିଲେ। ଏନଫୋର୍ସମେଣ୍ଟ ଟିମ୍ ଓ ସଫେଇ କର୍ମଚାରୀଙ୍କୁ ସାଙ୍ଗରେ ନେଇ ତୁରନ୍ତ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ନିର୍ବାହୀ ଅଧିକାରୀ ନିଜେ ଘଟଣାସ୍ଥଳରେ ଉପସ୍ଥିତ ରହି କାର୍ଯ୍ୟର ତଦାରଖ କରିଥିଲେ। ପ୍ରାୟ ୬ ଘଣ୍ଟାର ନିରନ୍ତର ପରିଶ୍ରମ…
Read Moreପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ମାଇଁ ଭାରତ, ନୟାଗଡ଼ ଆନୁକୂଲ୍ୟରେ ଖଣ୍ଡପଡ଼ାସ୍ଥିତ ପଠାଣୀ ସାମନ୍ତ ମହାବିଦ୍ୟାଳୟ ପରିସରରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହା ସହିତ ମାଇଁ ଭାରତର ଯୁବ ସ୍ୱେଚ୍ଛାସେବୀ ତଥା ଯୁବ ସମାଜସେବୀ ସଂଗ୍ରାମ କେଶରୀ ଜେନା ଉପସ୍ଥିତ ଥିଲେ। ଏହି ଅବସରରେ ଦେଶ ଗଠନରେ ଯୁବପିଢ଼ିଙ୍କ ସକ୍ରିୟ ଅଂଶଗ୍ରହଣ ଓ ନେତୃତ୍ୱକୁ ପ୍ରୋତ୍ସାହିତ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଅତିଥିମାନେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୀବନୀ, ଆଦର୍ଶ ଓ ଦେଶ ପ୍ରତି ତାଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ‘ବିକଶିତ ଭାରତ ୨୦୪୭’ର ଲକ୍ଷ୍ୟ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଏଥିସହ VBYLD କୁଇଜ୍ରେ ଯୁବପିଢ଼ିଙ୍କ ଅଂଶଗ୍ରହଣ ଓ ପଞ୍ଜୀକରଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଦେଶକୁ ଏକ ବିକଶିତ ରାଷ୍ଟ୍ରରେ…
Read More