ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଆଜି ଜିଲ୍ଲା ପରିଷଦର ସୃଜନ ସମ୍ମିଳନୀ କକ୍ଷରେ ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ ମାନ୍ୟବର ବିଧାୟକ, ଖଣ୍ଡପଡ଼ା ତଥା ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଇଂ ଦୁଷ୍ମନ୍ତ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଓଡ଼ିଶା ସରକାର ସୁରେଶ ପୂଜାରୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ  ମାନନୀୟା ବାଚସ୍ପତି, ଓଡ଼ିଶା ବିଧାନ ସଭା ସୁରମା ପାଢ଼ୀ, ମାନ୍ୟବର ବିଧାୟକ, ନୟାଗଡ଼ ଡ଼ଃ ଅରୁଣ କୁମାର ସାହୁ, ମାନ୍ୟବର ବିଧାୟକ,ଦଶପଲ୍ଲା  ରମେଶ ଚନ୍ଦ୍ର ବେହେରା, ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଇଂ ଦେବାଶିଷ ପଟ୍ଟନାୟକ, ଉପାଧ୍ୟକ୍ଷା, ଜିଲ୍ଲା ପରିଷଦ ବିଷ୍ନୁପ୍ରିୟା ବେହେରା, ଜିଲ୍ଲାପାଳ ମଧୁମିତା ରଥ, ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ…

Read More