ଖଣ୍ଡପଡ଼ା ଜର୍ଣ୍ଣାଲିଷ୍ଟ ଆସୋସିଏସନ କର୍ମକର୍ତ୍ତା ଚୟନ ଓ ବନ୍ଧୁମିଳନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଖଣ୍ଡପଡ଼ା ପୂର୍ତ୍ତ ଡାକ ବଙ୍ଗଳା  ପରିସରରେ ଖଣ୍ଡପଡ଼ା ଜର୍ଣ୍ଣାଲିଷ୍ଟ ଆସୋସିଏସନର ନୂତନ କର୍ମକର୍ତ୍ତା ଚୟନ ଏବଂ ଖଣ୍ଡପଡ଼ା ଓ ଭାପୁର ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଶାରଦୀୟ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖଣ୍ଡପଡ଼ା ଜର୍ଣ୍ଣାଲିଷ୍ଟ ପ୍ରାକ୍ତନ  ସଭାପତି ତଥା ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଜିଲ୍ଲା ସଭାପତି ଚିତ୍ତରଞ୍ଜନ ମିଶ୍ର ଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ରବୀନ୍ଦ୍ର କୁମାର ପଟ୍ଟନାୟକ, ଉତ୍କଳ ସାମ୍ବାଦିକ ସଂଘ ଜିଲ୍ଲା ସମ୍ପାଦକ ବୈଦ୍ୟ ଭୂଷଣ ମହାପାତ୍ର, କାର୍ଯ୍ୟକାରୀ ସଭାପତି ରବୀନ୍ଦ୍ର କୁମାର ଦାସ, ଜିଲ୍ଲା କାର୍ଯ୍ୟ କାରିଣୀ ସଦସ୍ୟ ପ୍ରଶାନ୍ତ କୁମାର ସାହୁ, ଭାପୁର ପେସାଦାର ସାମ୍ବାଦିକ ସଂଘ ସଭାପତି ଶୁଭେନ୍ଦ୍ର କୁମାର ପଟ୍ଟନାୟକ, ଖଣ୍ଡପଡ଼ା ଜର୍ଣ୍ଣାଲିଷ୍ଟ ଆସୋସିଏସନ ଉପଦେଷ୍ଟା ଆଇନଜୀବୀ ବିକ୍ରମ କେଶରୀ ଦେଓ ପ୍ରମୁଖ ଅତିଥି…

Read More