ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଅନ୍ତର୍ଗତ ପାଣିପୋଇଲାସ୍ଥିତ ନୟାଗଡ଼ ଚିନିକଳକୁ ପୁନଃରୁଦ୍ଧାର କରିବା ନିମନ୍ତେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ,ଭା.ପ୍ର.ସେ.ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଏକ ପ୍ରାରମ୍ଭିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଚିନିକଳର ପୁନଃରୁଦ୍ଧାର ନିମନ୍ତେ ଜିଲ୍ଲାପାଳ ଶ୍ରୀ ଅଗ୍ରୱାଲ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ।
Related posts
-
ବିକାଶ ମେଳା, ସୁଭଦ୍ରା ଯୋଜନା ଶୁଭାରମ୍ଭ, ସ୍ୱଚ୍ଛତା ପକ୍ଷ ପାଳନ ସମ୍ବନ୍ଧେ ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ବିକାଶ ମେଳା,ସୁଭଦ୍ରା ଯୋଜନା ଶୁଭାରମ୍ଭ, ସ୍ୱଚ୍ଛତା ପକ୍ଷ ପାଳନ ନିମନ୍ତେ ଓସୱାନ୍ ସଭାକକ୍ଷରେ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ... -
ନୟାଗଡ଼ ଜିଲ୍ଲାର ଧନ୍ଦାମୂଳକ ଶିକ୍ଷାର୍ଥୀ ଙ୍କ ବିଶ୍ଵକର୍ମା ପୂଜା ପାଳନ।
ନୟାଗଡ଼, (ନୟାଗଡ଼ ଦର୍ପଣ): ପବିତ୍ର ବିଶ୍ଵକର୍ମା ପୂଜା ଧୂମଧାମରେ ରାଜ୍ୟ ସାରା ପାଳିତ ହୋଇଛି। ଦେବଶିଳ୍ପି ବିଶ୍ଵକର୍ମା ସମସ୍ତ ଶିଳ୍ପ ଏବଂ... -
ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଓଡ଼ିଶା ତରଫରୁ ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ,...