୧୭ରେ ସୁଭଦ୍ରା ଯୋଜନାର ପ୍ରଥମ ଟଙ୍କା

ନୟାଗଡ଼, (ନୟାଗଡ଼ ଦର୍ପଣ: ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ।


– ‘ସୁଭଦ୍ରା’ର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ।


– ଗୋଟିଏ ସ୍କିମ୍‌ରେ ସବୁଠୁ ବେଶୀ ମହିଳା ଉପକୃତ ଯୋଜନା ‘ସୁଭଦ୍ରା’।


– ଓଡ଼ିଶାର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ‘ସୁଭଦ୍ରା’ର ସୁଫଳ ପାଇବେ।


– ଭୁବନେଶ୍ୱରରେ ୨୮୦୦ କୋଟିର ରେଲ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ।


– ୧ ହଜାର କୋଟିର ନ୍ୟାସନାଲ ହାଇୱେ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମ।


– ଦେଶର ୧୩ ଲକ୍ଷ PMAY-G ହିତାଧିକାରୀଙ୍କ ପ୍ରଥମ କିସ୍ତି ରିଲିଜ କରିବେ।


– ୧୪ଟି ରାଜ୍ୟର PMAY-G ହିତାଧିକାରୀ ଏହାର ଉପକାର ପାଇବେ।

Related posts