କବି ପ୍ରଭାତ ମିଶ୍ରଙ୍କ ‘ପ୍ରହରୀ’ ଉନ୍ମୋଚିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ପଠାଣି ସାମନ୍ତ ପ୍ରେକ୍ଷାଳୟରେ ନୟାଗଡ଼ ସିରିଅସ ଜୋନ୍ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ନାଟକ ମହୋତ୍ସବରେ କବି ପ୍ରଭାତ ମିଶ୍ରଙ୍କ ପ୍ରଥମ କବିତା ସଂକଳନ  ‘ପ୍ରହରୀ’ ଉନ୍ମୋଚିତ ହୋଇଯାଇଛି। ଆଦିଦ୍ୟ ଭାରତ ପ୍ରକାଶନ ଦ୍ଵାରା ପ୍ରକାଶିତ ଏହି ପୁସ୍ତକ ଉନ୍ମୋଚନ ପର୍ବରେ ପୂର୍ବତନ ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ, ଗୋକୁଳ କୁମାର ଷଡ଼ଙ୍ଗୀ, ଗୋପୀନାଥ ସେଠୀ, ଯାମିନୀକାନ୍ତ ମିଶ୍ର, ଡ. ବିଜୟ କୁମାର ଚୌଧୁରୀ, ସୁଦର୍ଶନ ରାଉତ, କଥାକାର ଶୁଭ୍ରାଂଶୁ ବିଶ୍ବାଳ ପ୍ରମୁଖ ସାମିଲ ହୋଇଥିଲେ।

Related posts