ନୟାଗଡ଼,(ନୟାଗଡ଼ ଦର୍ପଣ):- ରୋଟାରୀ ଗ୍ରୀନ ମିଶନ କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ନୟାଗଡ ରୋଟାରୀ କ୍ଲବ ତରଫରୁ ଗମ୍ଭାରୀଡିହି ଗ୍ରାମରେ ୩୦୦ ଫଳ ଚାରା ସ୍ଥାନୀୟ ସରପଞ୍ଚଙ୍କ ସହାୟତା ଓ କ୍ଲବ ଅଧ୍ୟକ୍ଷ ଧିରେନ୍ଦ୍ର ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଗ୍ରାମବାସୀଙ୍କୁ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ରୋଟାରିଆନ ଆରିଫ ଖାନ ଏବଂ ସହାୟତା କରିଥିଲେ ରୋଟାରିଆନ ପ୍ରସନ୍ନ ବସନ୍ତିଆ, ଆଦିତ୍ୟ ମିଶ୍ର ଓ କ୍ଲବ କୋଷାଧ୍ୟକ୍ଷ ଲକ୍ଷ୍ମୀ ନାରାୟଣ ରଥ ।
Related posts
-
ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ... -
ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା
ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଶ୍ରୀ ପଞ୍ଚମୀ ଅବସରରେ ଆଜି ନୟାଗଡ଼ ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା କରାଯାଇଛି । ସଭାପତି ବୈଦ୍ୟ... -
ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକ
January 31, 2025 Jajati Comments Off on ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକନୟାଗଡ଼,(ନୟାଗଡ଼ ଦର୍ପଣ): ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ଜଣ ଶିକ୍ଷକ ଯୋଗଦାନ...