ରାଜ୍ୟ ସରକାର ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମି ବିକାଶ ପାଇଁ ଏକ ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି । ଯାହାକୁ ନେଇ ସାରା ରାଜ୍ୟରେ ୮୯ଟି ଇନଡୋର ଷ୍ଟାଡିୟମ ନିର୍ମାଣ ପାଇଁ କ୍ୟାବିନେଟ ଅନୁମୋଦନ ମିଳିଛି । ଏହାରି ମଧ୍ୟରେ ନୟାଗଡ଼ ଜିଲ୍ଲାରେ ୫ଟି ଇନଡୋର ଷ୍ଟାଡିୟମ ପାଇଁ ଅନୁମତି ପ୍ରଦାନ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନୟାଗଡ଼ ପୈାରାଞ୍ଚଳ ସହିତ ଓଡ଼ଗାଁ, ଖଣ୍ଡପଡ଼ା, ଦଶପଲ୍ଲା, ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ୫ଟି ଇନ୍ଡୋର ଷ୍ଟାଡିୟମ ନିର୍ମାଣ ହେବ।
Related posts
-
ରୋଟାରୀ କ୍ଳବ୍ ନୟାଗଡ଼ରେ ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ। – ଶିକ୍ଷକମାନେ ସମାଜର ଆଲୋକ ବର୍ତ୍ତିକା- ମୁଖ୍ଯ ଅତିଥି
Comments Off on ରୋଟାରୀ କ୍ଳବ୍ ନୟାଗଡ଼ରେ ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ। – ଶିକ୍ଷକମାନେ ସମାଜର ଆଲୋକ ବର୍ତ୍ତିକା- ମୁଖ୍ଯ ଅତିଥିନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ରୋଟାରୀ ଭବନ ପରିସରରେ ରୋଟାରୀ କ୍ଳବ୍ ନୟାଗଡ଼ ତରଫରୁ ବିଶ୍ବ ସାକ୍ଷରତା ଦିବସ ତଥା ରାଷ୍ଟ୍ର... -
ନୟାଗଡ଼ ଟାଉନ ପୋଲିସ ଦ୍ୱାରା ସାଇକେଲ ଚୋର ଗିରଫ। ୬ଟି ସାଇକେଲ ଜବତ।
Post Views: 38 -
ଧାଡ଼ିକିଆ ଖବର, ତାରିଖ ୨୧.୦୪.୨୪ (ରବିବାର)
୧-ଭୁବନେଶ୍ୱର:୪୫ ଡିଗ୍ରୀ ଟପିଲା ତାତି, ୧୩ଟି ସହରରେ ତାପମାତ୍ରା ୪୩ ଡ଼ିଗ୍ରୀରୁ ଅଧିକ। ୨-କାଳବୈଶାଖୀ ଓ ବଜ୍ରପାତ ପାଇଁ ସତର୍କ ରହିବାକୁ...