ଉତ୍କଳ ସାମ୍ବାଦିକ ସଂଘ କାର୍ଯ୍ୟକାରିଣୀ ବୈଠକ, ପ୍ରମୋଦ ପଟ୍ଟନାୟକଙ୍କୁ ରାଜ୍ୟ ସଭାପତି ଦାୟିତ୍ଵ

ନୟାଗଡ଼,(12/08):- ରାଜ୍ୟର ସର୍ବପୁରାତନ ଉତ୍କଳ ସାମ୍ବାଦିକ ସଙ୍ଘର ସଭାପତି ଡ଼ଃ. ଜିମୁତ ମଙ୍ଗରାଜଙ୍କ ଅକାଳ ବିୟୋଗ ପରେ କାର୍ଯ୍ୟକାରିଣୀ ବୈଠକରେ ସର୍ଵସମ୍ମତି କ୍ରମେ ନୂତନ ରାଜ୍ୟ ସଭାପତି ଭାବେ ମନୋନୀତ ହେଲେ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ସଭାପତି ପ୍ରମୋଦ ପଟ୍ଟନାୟକ। ଆଗାମୀ କର୍ମକର୍ତ୍ତା ନିର୍ବାଚନ ପର୍ଯ୍ୟନ୍ତ ସେ ଏହି ଦାୟିତ୍ଵ ତୁଲାଇବା ପାଇଁ କାର୍ଯ୍ୟକାରିଣୀ କମିଟିରେ ନିଷ୍ପପତି ନିଆଯାଇଛି। ଏହି କାର୍ଯ୍ୟକାରିଣୀ ବୈଠକରେ ବିଭିର୍ଣ୍ଣ ଜିଲ୍ଲାର କର୍ମକର୍ତ୍ତାମାନେ ଯୋଗଦେଇଥିଲେ ।

Related posts