ନୟାଗଡ଼ରେ ୭୫ତମ ସ୍ୱାଧୀନତା ଦିବସ ପାଳନ August 15, 2021August 15, 2021 Jajati ନୟାଗଡ଼ ପୁଲିସ ଟ୍ରେନିଂ ସ୍କୁଲ ପଡ଼ିଆରେ ୭୫ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାପାଳ ଡା. ପୋମା ଟୁଡୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ଜିଲ୍ଲାର ସମସ୍ତ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ। https://youtu.be/8FkeznlIYhQ Post Views: 145