ନୟାଗଡ଼:- ୧ ଆଉ ୨ତାରିଖ ସଟଡାଉନ ପରେ ଅର୍ଥାତ ମେ ୩ତାରିଖରୁ ସାରା ରାଜ୍ୟରେ ଦିନ ଦୁଇ ଟାରୁ ସମସ୍ତ ଦୋକାନ ବଜ଼ାର ବନ୍ଦ ରହିବ ବୋଲି ରାଜ୍ୟ ବ୍ୟବସାୟୀ ମହାସଂଘ ଘୋଷଣା କରଛି। କୋଭିଡ-୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ ବ୍ୟବସାୟୀ ମହାସଂଘ ଏହି ନିଷ୍ପତି ନେଇଛି।ଏହା ଆସନ୍ତା ମେ ୧୫ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସୂଚନା ମିଳିଛି।
Related posts
-
ସହରରେ ପାର୍କିଂ ଓ ଟ୍ରାଫିକ ସମସ୍ୟା ନେଇ ସାମ୍ବାଦିକଙ୍କ ଅସନ୍ତୋଷ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟା ଓ ପାର୍କିଂ ସମସ୍ୟାକୁ ନେଇ ଜିଲ୍ଲା ସାମ୍ବାଦିକମାନେ ଗଭୀର ଉଦବେଗ... -
ଜିଲ୍ଲା ଏ.ଡି.ଇ.ଓ ସଂଘର ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଅନ୍ତର୍ଗତ ଓଡଗାଁ ବ୍ଲକ ଦୁତିକେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଏ.ଡି.ଇ.ଓ ସଂଘର ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା... -
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ପାଳନ ହୋଇଯାଇଛି ନେତାଜୀ ସୁବାଷ ଚନ୍ଦ୍ର...