ନୟାଗଡ଼ ସହରରୁ ପୁଣି ଜବରଦଖଲ ଉଚ୍ଛେଦ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରୁ ପୁଣି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ନୟାଗଡ଼ ସହରରେ ରାସ୍ତା ପାର୍ଶ୍ବରେ ଜବରଦଖଲ କରି ବ୍ୟବସାୟ କରୁଥିବା ଦୋକାନ ଉପରେ ଆଜି ପଡ଼ିଛି ଜେସିବି ପାହାର । ପୌର ପରିଷଦ ପକ୍ଷରୁ ଜେସିବି ଲଗାଇ ଦୋକାନ ସାମ୍ନାରୁ ଜବର ଦଖଲ ଜବରଦଖଲ ଉଚ୍ଛେଦ କରାଯାଇଛି । ଏଥିସହିତ ଉଠାଦୋକାନ ଗୁଡ଼ିକ ମଧ୍ୟ ହଟା ଯାଇଛି । ପୌର ପରିଷଦ କାର୍ଯ୍ୟାଳୟ ଠାରୁ ନୟାଗଡ଼ କଲେଜ ରାସ୍ତା ପର୍ଯ୍ୟନ୍ତ ଜବରଦଖଲ ମୁକ୍ତି ଅଭିଯାନ ଆରମ୍ଭ କରାଯାଇଛି । ପୌର ପରିଷଦ କର୍ମଚାରୀ ଓ ପୌର ପରିଷଦର ନିର୍ବାହୀ ଅଧିକାରୀ ସନ୍ତୋଷ ଜେନା ପ୍ରମୁଖ ଉପସ୍ଥିତ ରହି ଜବରଦଖଲ ମୁକ୍ତ କରୁଥିବା ଦେଖିବାକୁ ମିଳିଛି ।

Related posts