ସକାଳ ୫ଟା ପୂର୍ବରୁ ଉଠନ୍ତୁ । ଖାଲି ପେଟରେ ଗୋଟିଏ ଲିଟର ଉଷୁମ ପାଣି ପିଅନ୍ତୁ (ପାଣି ପିଇବାର ଅଧ ଘଣ୍ଟା ଆଗରୁ କିଛି ଖାନ୍ତୁ ନାହିଁ ଓ ଅଧଘଣ୍ଟା ପରେ ଯାହା ଖାନ୍ତୁ) । ସକାଳ ଜଳଖିଆ ୮୦ ପରସେଣ୍ଟ ପେଟ ଭରି ଖାନ୍ତୁ । ମଧ୍ୟାହ୍ନ ଭୋଜନରେ ୭୦ ପରସେଣ୍ଟ ପେଟ ଭରି ଖାନ୍ତୁ । ରାତ୍ରୀ ଭୋଜନରେ ଅଧା ପେଟ ଖାନ୍ତୁ । ସକାଳେ, ଦି ପହରେ ଓ ରାତିରେ ଖାଇବାର ଅଧଘଣ୍ଟା ପରେ ଅଧା ଲିଟର ଲେଖା ପାଣିପିଅନ୍ତୁ । ପ୍ରତିଥର ଖାଇବାର ଅଧଘଣ୍ଟା ଆଗରୁ ଗୋଟିଏ ଗ୍ଲାସ ପାଣି ପିଅନ୍ତୁ । ରାତିରେ ଭୋଜନର ୧ ଘଣ୍ଟା ପରେ ଶୁଅନ୍ତୁ । ରାତିରେ ଶୋଇବା ଆଗରୁ ଏକ ଗ୍ଲାସ ଉଷୁମ ପାଣି ପିଅନ୍ତୁ । ରାତିରେ ଶୋଇବା ସମୟରେ ପ୍ରଥମେ ଚିତ୍ ହୋଇ ଶୁଅନ୍ତୁ ଓ ୩ ଟୋପା ସୋରିଷ ତେଲ ନାଭିରେ ପକାନ୍ତୁ ଓ ନାଭି ଚାରିପଟେ ଟିକେତେଲ ଧିରେ ମାଲିସ୍ କରନ୍ତୁ, ତା’ପରେ ଆରାମରେ ଶୋଇଯାନ୍ତୁ । ସପ୍ତାହରେ ୨ରୁ୩ ଥର ପିତା (କଲରା) ଖା’ନ୍ତୁ ୨ରୁ ୩ଥର ଅମୃତଭଣ୍ଡା (କଞ୍ଚା) ସନ୍ତୁଳା ଖା’ନ୍ତୁ । ୨ ରୁ ୩ ଥର ଲାଉ ଖାନ୍ତୁ । (କଲରା, ଅମୃତଭଣ୍ଡା ଓ ଲାଉର ପରିମାଣ ଅତି କମରେ ଥରକୁ ୨୦୦ଗ୍ରାମ । ଆଇଁଷ ନ ଖାଇଲେ ବହୁତ ଭଲ । ସକାଳେ ଗାଧେଇଲା ବେଳେ, ପ୍ରଥମେ ଗୋଡ଼ଆଡ଼ୁ ପାଣି ଢ଼ାଳି ଢ଼ାଳି ବେକଯାଏ ଗାଧାନ୍ତୁ ଓ ଶେଷରେ ମୁଣ୍ଡରେ ପାଣି ଢ଼ାଳି ଗାଧାନ୍ତୁ ।
Related posts
-
ଯେଉଁମାନେ ଆମ ଜିଲ୍ଲାର ଅସ୍ମିତା ସେହି ମହାପୁରୁଷଙ୍କୁ ନୟାଗଡ଼ ଜିଲ୍ଲା ମହୋତ୍ସବରେ ସ୍ଥାନ ନାହିଁ
December 24, 2024 Jajati Comments Off on ଯେଉଁମାନେ ଆମ ଜିଲ୍ଲାର ଅସ୍ମିତା ସେହି ମହାପୁରୁଷଙ୍କୁ ନୟାଗଡ଼ ଜିଲ୍ଲା ମହୋତ୍ସବରେ ସ୍ଥାନ ନାହିଁନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜିବିତ କରିବା ପାଇଁ ପାଳନ ହୋଇ ଆସୁଛି... -
ଭଏସ୍ ଅଫ୍ ନୟାଗଡ଼ ଫାଇନାଲରେ “ଭଏସ୍ ଅଫ୍ ନୟାଗଡ଼” ହେଲେ ବିଷ୍ଣୁ ପ୍ରିୟା ବେହେରା
December 23, 2024 Jajati Comments Off on ଭଏସ୍ ଅଫ୍ ନୟାଗଡ଼ ଫାଇନାଲରେ “ଭଏସ୍ ଅଫ୍ ନୟାଗଡ଼” ହେଲେ ବିଷ୍ଣୁ ପ୍ରିୟା ବେହେରାନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବବୃହତ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍ ୫ର ଫାଇନାଲ ଅଡିସନ୍ ରୋଟାରୀ... -
ନୟାଗଡ଼ ଜିଲ୍ଲା ମହୋତ୍ସବ ପାଇଁ ଇଭେଣ୍ଟ ମ୍ୟାନେଜମେଣ୍ଟ ବୈଠକରେ ପ୍ରବଳ ହଟ୍ଟଗୋଳ
December 23, 2024 Jajati Comments Off on ନୟାଗଡ଼ ଜିଲ୍ଲା ମହୋତ୍ସବ ପାଇଁ ଇଭେଣ୍ଟ ମ୍ୟାନେଜମେଣ୍ଟ ବୈଠକରେ ପ୍ରବଳ ହଟ୍ଟଗୋଳନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମହୋତ୍ସବ ପଲ୍ଲିଶ୍ରୀ, ପୁସ୍ତକ ଓ କୃଷି ମେଳା ଆସନ୍ତାକାଲି ତଥା ୨୪ ତାରିଖଠାରୁ ଅନୁଷ୍ଠିତ...