ଭୁବନେଶ୍ବର,(ନୟାଗଡ଼ ଦର୍ପଣ): ଓଡିଶାର ନୂଆ ଡିଜିପି ଭାବେ ମୁଖ୍ୟମନ୍ତ୍ରୀ ଜଣଙ୍କୁ ନିଯୁକ୍ତ କରିଛନ୍ତି। ସେ ହେଉଛନ୍ତି ୧୯୮୭ ବ୍ୟାଚର ଆଇପିଏସ ଅଫିସର ସୁନୀଲ କୁମାର ବଂଶଲ। ସେ ବର୍ତ୍ତମାନ ଆଇବିର ନିର୍ଦ୍ଦେଶକ ଅଛନ୍ତି। ବିଧବଧ ଭାବେ ତାଙ୍କ ନାମକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଫଳରେ ସେ ନୂଆ ବର୍ଷରେ ନୂଆ ଡିଜିପି ଦ୍ବାୟିତ୍ବ ଗ୍ରହଣ କରିବେ। ଚଳିତ ଡିସେମ୍ବରରେ ଶେଷରେ ଡିଜିପି ଅଭୟଙ୍କ କାର୍ଯ୍ୟକାଳ ଶେଷ ହେଉଛି। ସେଥିପାଇଁ କେନ୍ଦ୍ର ସରକାରଙ୍କୁ ରାଜ୍ୟ ତରଫରୁ 14 ଜଣିଆ ନାମ ପଠାଯାଇଥିଲା। ଏଥିରେ କେନ୍ଦ୍ର ସରକାର ତିନିଜଣଙ୍କ ନାମ ମନୋନିତ କରି ପଠାଇଥିଲେ। ସେହି ଅନୁସାରେ ମୁଖ୍ୟମନ୍ତ୍ରୀ ସୁନୀଲ ବଂଶଲ ନାମକୁ ନୂଆ ଡିଜିପି ଭାବେ ଘୋଷଣା କରିଛନ୍ତି।
Related posts
-
ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ... -
ପଞ୍ଚୁପାଣ୍ଡବ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ସାନ ବଡ଼ ଘୁଡୁକା ଲୋକନୃତ୍ୟ ଏବଂ ନୂଆଗାଁ ବନ୍ଦନା
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ର... -
ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା
February 3, 2025 Jajati Comments Off on ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ...