ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡର ଆରାଧ୍ୟ ଦେବୀ ମା ଦକ୍ଷିଣକାଳୀଙ୍କ ପଡ଼ିଆରେ ଆଞ୍ଚଳିକ ସ୍ତରୀୟ ‘ଆମ ଲୋକକଳା ଆମ ସଂସ୍କୃତି’ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନୟାଗଡ଼ ବିଧାୟକ ତଥା ମାନ୍ୟବର ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଯୋଗଦେଇ ଏହାକୁ ଉଦଘାଟନ କରିଥିବା ବେଳେ ସମ୍ମାନୀତ ଅତିଥି ଭାବେ ଜିଲ୍ଲାପାଳ ଡା. ପୋମା ଟୁଡୁ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଂଜନ କୁମାର ଦାସ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରକଳ୍ପ ସଂଯୋଜକ ବାସୁଦେବ ବିଶୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ, ଜିଲ୍ଲା କଳା ସଂସ୍କୃତି ସଂଘ ଉପ ସଭାପତି ଶରତ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।
Related posts
-
ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ... -
ପଞ୍ଚୁପାଣ୍ଡବ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ସାନ ବଡ଼ ଘୁଡୁକା ଲୋକନୃତ୍ୟ ଏବଂ ନୂଆଗାଁ ବନ୍ଦନା
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ର... -
ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା
February 3, 2025 Jajati Comments Off on ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ...