ଭୁବନେଶ୍ଵର(ନୟାଗଡ ଦର୍ପଣ): ଏପ୍ରିଲ ୨୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ’ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ପରୀକ୍ଷା ୨ଟି ସିଟିଙ୍ଗରେ ହେବ। ପ୍ରଥମ ସିଟିଙ୍ଗ ସକାଳ ୮ ଟାରୁ ଆରମ୍ଭ ହେବାକୁ ଥିବା ବେଳେ ଦ୍ଵିତୀୟ ସିଟିଙ୍ଗ ସକାଳ ୧୧ ଟାରୁ ଆରମ୍ଭ ହେବେ। ପ୍ରତ୍ୟେକ ବିଷୟ ପାଇଁ ଦୁଇ ଘଣ୍ଟା ସମୟ ଧାର୍ଯ୍ୟ କରାଯାଇଥିବା ବେଳେ କେବେଳ ଗଣିତ ପାଇଁ ୨ ଘଣ୍ଟା ୧୫ ମିନିଟ ସମୟ ଧାର୍ଯ୍ୟ କରାଯାଇଛି। ପ୍ରତ୍ୟେକ ବିଷୟ ପାଇଁ ୮୦ ମାର୍କ ଧାର୍ଯ୍ୟ କରାଯାଇଥିବା ବେଳେ ୪ ଟି ସେଟର ପ୍ରଶ୍ନ ପତ୍ର ଆସିବ। କିନ୍ତୁ ରେଗୁଲାର ଏବଂ ଏକ୍ସ-ରେଗୁଲାର ପାଇଁ ଅଲଗା ଅଲଗା ପ୍ରଶ୍ନ ପତ୍ର ଆସିବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ସୂଚନା ଦେଇଛନ୍ତି।
Related posts
-
ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପଦର୍ଶନୀ ବଜେନ୍ଦ୍ର ଉଚ୍ଚ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ... -
ଧନ୍ଦାମୂଳକ ଶିକ୍ଷାର୍ଥୀଙ୍କ ଶିଳ୍ପ ପରିଭ୍ରମଣ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଶରଣକୁଳ ସ୍ଥିତ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ... -
ନୟାଗଡରେ ଜିଲ୍ଲାସ୍ତରୀୟ ବହୁଭାଷୀ ପ୍ରଶିକ୍ଷଣ ଶିବିର
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର ଡିମିରିପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ନୟାଗଡ ଜିଲ୍ଲାର ଆଶ୍ରମ ଓ ସେବାଶ୍ରମରେ କାର୍ଯ୍ୟରତ ସେବକ...