ନୂଆଗାଁ ତହସିଲରେ ନୂତନ ତହସିଲଦାର ଭାବେ ଯୋଗଦେଲେ ପ୍ରଳୟ ନନ୍ଦ ଶତପଥୀ May 5, 2021May 5, 2021 Jajati ନୂଆଗାଁ: ନୂଆଗାଁ ତହସିଲ କାର୍ଯ୍ୟାଳୟରେ ନୂତନ ତହସିଲଦାର ଭାବେ ପ୍ରଳୟ ନନ୍ଦ ଶତପଥୀ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ପୁରୀ ଜିଲ୍ଲାରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଥିଲେ । ସାମ୍ପ୍ରତିକ କରୋନାର ଦ୍ଵିତୀୟ ଲହରୀ ଯୋଗୁଁ ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଥିବା ବେଳେ କରୋନା ନୀତି ନିୟମ ପାଳନ ପୂର୍ବକ ସାମାଜିକ ଦୂରତା ବଜାୟ ରଖିବା ସହ ମାସ୍କ ବ୍ୟବହାର କରିବା ପାଇଁ ଜନସାଧାରଣଙ୍କୁ ନୂତନ ତହସିଲଦାର ପ୍ରଳୟ ନନ୍ଦ ଶତପଥୀ ନିବେଦନ କରିଛନ୍ତି। Post Views: 246