ନୂଆବର୍ଷରେ ନୟାଗଡ଼କୁ ସ୍ୱର୍ଣ୍ଣ January 1, 2023January 1, 2023 Jajati ନୟାଗଡ଼ ଜିଲ୍ଲା ପାଇଁ ପୁଣି ଥରେ ଗୌରବ ଆଣିଲେ ଦଶପଲ୍ଲାର ସୁନା ଝିଅ ଝିଲ୍ଲୀ ଦଳବେହେରା। ତାମିଲନାଡୁରେ ଅନୁଷ୍ଠିତ ଜାତୀୟ ଭାରତ୍ତୋଳନ ପ୍ରତିଯୋଗିତାର ୪୯କେଜି ବର୍ଗରେ ଭାଗ ନେଇଥିଲେ ଝିଲ୍ଲୀ। Post Views: 137