ଦଶପଲ୍ଲା,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ବାଣୀଗୋଛା ପୋଲିସ ଏକ ବାଇକ୍ ଚୋର ଗ୍ୟାଙ୍ଗର ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ପାଖରୁ ୫ଟି ବାଇକ୍ ଉଦ୍ଧାର କରିଛି ପୋଲିସ । ବାଣୀଗୋଛା ଥାନାରେ କେସ୍ ନମ୍ବର ୦୭/୨୦୨୩ରେ ମାମଲା ରୁଜୁ କରି ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।
Related posts
-
ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ... -
ପଞ୍ଚୁପାଣ୍ଡବ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ସାନ ବଡ଼ ଘୁଡୁକା ଲୋକନୃତ୍ୟ ଏବଂ ନୂଆଗାଁ ବନ୍ଦନା
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ର... -
ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା
February 3, 2025 Jajati Comments Off on ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ...