ଦଶପଲ୍ଲା,(ନୟାଗଡ଼ ଦର୍ପଣ): ଦଶପଲ୍ଲାରେ ଏଚଡିଏଫସି ବ୍ୟାଙ୍କ କାର୍ଯ୍ୟାଳୟ ଉଦଘାଟିତ ହୋଇଛି । ଦଶପଲ୍ଲାର ହରିଡ଼ାବାଡି ଛକଠାରେ ନୂତନ ବ୍ୟାଙ୍କ କାର୍ଯ୍ୟାଳୟକୁ ଜିଲ୍ଲାପାଳ ରବିନ୍ଦ୍ରନାଥ ସାହୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସମ୍ମାନିତ ଅତିଥିଭାବେ ଦଶପଲ୍ଲା ବ୍ଲକ ଚେୟାରମ୍ୟାନ ସୁନନ୍ଦା ସାହୁ, ଦଶପଲ୍ଲା ବିଡିଓ ସଞ୍ଜୟ କୁମାର ଆଚାର୍ଯ୍ୟ ଓ ଶାଖା ପରିଚାଳକ ରମାକାନ୍ତ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ । ଦଶପଲ୍ଲା ଅଞ୍ଚଳରେ ଉକ୍ତ ବ୍ୟାଙ୍କ ଉତ୍ତମ ସେବା ଯୋଗାଇ ଦେବ ବୋଲି ବ୍ୟାଙ୍କ ପରିଚାଳକ ସୂଚନା ଦେଇଥିଲେ। ସମସ୍ତ ଜନସାଧାରଣ କିପରି ସୁଚାରୁ ରୂପେ ବ୍ୟାଙ୍କିଙ୍ଗ ସେବାର ଉପଲବ୍ଧ ପାଇପାରିବେ ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ ।
Related posts
-
ନୟାଗଡ଼ ଜିଲ୍ଲା ମାଟି ତଳେ ମୂଲ୍ୟବାନ ଲିଥିୟମ ଧାତୁ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମାଟି ତଳେ ଲିଥିୟମ ଥିବା ନେଇ ମିଳିଛି ବଡ଼ ସଙ୍କେତ। ଭୁବନେଶ୍ବରରେ ଅନୁଷ୍ଠିତ ଜିଓଲଜିକାଲ... -
ଶେଖ୍ ତୌଫିକ୍ ଅଲ୍ଲୀ ଜିତିଲେ ଷ୍ଟାର ଅଫ୍ ନୟାଗଡ଼ ସିଜନ୍ ଓ୍ବାନ ର ଟାଇଟଲ
January 19, 2025 Jajati Comments Off on ଶେଖ୍ ତୌଫିକ୍ ଅଲ୍ଲୀ ଜିତିଲେ ଷ୍ଟାର ଅଫ୍ ନୟାଗଡ଼ ସିଜନ୍ ଓ୍ବାନ ର ଟାଇଟଲନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲାସ୍ତରୀୟ ସଂଗୀତ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଷ୍ଟାର ଅଫ୍ ନୟାଗଡ଼ର ଗ୍ରାଣ୍ଡ ଫାଇନାଲ ଅନୁଷ୍ଠିତ। ସତ୍ୟମ କମ୍ପ୍ୟୁଟର... -
ସିରିୟସ୍ ଜୋନ୍ ଆୟୋଜିତ ନାଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!”
January 18, 2025 Jajati Comments Off on ସିରିୟସ୍ ଜୋନ୍ ଆୟୋଜିତ ନାଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!”ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ଚାଲିଥିବା ନାଟକ ମହୋତ୍ସବର ଦ୍ଵିତୀୟ ସଂଧ୍ୟାରେ ବାଗଦେବୀ ଲିଟରେଚର ଟ୍ରଷ୍ଟ, ଭୁବନେଶ୍ବରର...