ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ସ୍ଥିତ ହୋଲି ଫାମିଲି ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ, ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ପୋକ୍ସ ଏବଂ ସାଇବର ନିରାପତ୍ତା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । ଶିକ୍ଷୟତ୍ରୀ ଅନିତା ସାହୁ ସ୍ବାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ । ପ୍ରାଧିକରଣ କର୍ମଚାରୀ, ଆଇନସେବାର ମାଧ୍ୟମ ବର୍ଣନା କରିଥିଲେ । ପ୍ରାଧିକରଣ ସଚିବ ତଥା ବରିଷ୍ଠବର୍ଗ ବିଚାରପତି ଶ୍ରୀ ବିଶେଷ କୁମାର ସାହୁ ପୋକ୍ସ ଏବଂ ସାଇବର ନିରାପତ୍ତା ବୁଝାଇଥଲେ । ସଦସ୍ୟ ମହମ୍ମଦ ଉମର ମଲ୍ଲିକ ଏବଂ ଅଧିବକ୍ତା ରମେଶ ଚନ୍ଦ୍ର ମହାରଣା ଛାତ୍ର ଶୃଙ୍ଖଳା ଜାତୀୟତା ଏବଂ ନିରାପତା ଉପରେ ମତବ୍ୟକ୍ତ କରିଥିଲେ । ଅଧକ୍ଷା ସୁଶ୍ରୀ ହେଲନା ଜର୍ଜ, ପବିତ୍ର କୁମାର ବଡ଼ସେଠ, ଏହିପରି ସଚେତନତା କାର୍ଯ୍ୟକ୍ରମ ର ଉପାଦେୟତ ଉପଲବ୍ଧି କରିଥିଲେ । ରବୀନ୍ଦ୍ର କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।
Related posts
-
ବରିଷ୍ଠ କଂଗ୍ରେସ ନେତା,ଦୃଢ ସଙ୍ଗଠକଙ୍କ ପରଲୋକ
ରଣପୁର,(ନୟାଗଡ଼ ଦର୍ପଣ): ରଣପୁର ନିର୍ବାଚନ ମଣ୍ଡଳୀର ଚାନ୍ଦପୁର ଜୋନ୍ (୨୪ନଂ)ର ମୟୁରଝାଲିଆ ପଞ୍ଚାୟତର ତୃଣମୂଳ ସ୍ତରର ଜଣେ ଜଣାଶୁଣା ବିଶିଷ୍ଟ ପ୍ରଭାବଶାଳୀ... -
ବସ ଓ ବାଇକ ଧକ୍କା, ୨ ମୃତ
ରଣପୁର,(ନୟାଗଡ଼ ଦର୍ପଣ): ବସ ଓ ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଖବର ସଂଗ୍ରହରୁ ଜଣାପଡିଛି... -
ଖଣ୍ଡପଡ଼ାରେ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା
ଖଣ୍ଡପଡ଼ା,(ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ଖଣ୍ଡପଡ଼ା ଠାରେ...