ନୟାଗଡ଼, (ନୟାଗଡ଼ ଦର୍ପଣ): ଉତ୍କଳ ବିଶ୍ୱବିଦ୍ୟାଳୟ, ଓଡ଼ିଆ ବିଭାଗର ଛାତ୍ର ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକ ଗୋଡିପଡାର ସୁଧାଂଶୁ ସାହୁ ୨୦୨୦-୨୧ ବର୍ଷ ପାଇଁ ବିଶ୍ୱବିଦ୍ୟାଳୟ ସ୍ତରୀୟ ଜାତୀୟ ସେବା ପୁରସ୍କାରରେ ପୁରସ୍କୃତ ହୋଇଛନ୍ତି l ସେ ପୂର୍ବରୁ ନୟାଗଡ଼, ସ୍ଵୟଂଶାସିତ ମହାବିଦ୍ୟାଳୟରେ ପଢିବା ସମୟରୁ NSS ସହ ଯୋଡ଼ି ହୋଇ ଅନେକ ଉନ୍ନତ ମାନର କାମ କରିଆସିଛନ୍ତି। ସେ ପୂର୍ବରୁ ରାଜୀବ ଗାନ୍ଧୀ ପୁରସ୍କାର, ବେଷ୍ଟ ଭଲ୍ଯୁଣ୍ଟର ପୁରସ୍କାର, ସେବା ପୁରସ୍କାର, ଜିଲ୍ଲାପାଳଙ୍କ ଠାରୁ ବେଷ୍ଟ ଭଲ୍ଯୁଣ୍ଟର ପୁରସ୍କାର, ଏକକ ଅଭିନୟ ପାଇଁ ପୁରସ୍କାର, ସାହିତ୍ୟ ପୁରସ୍କାର ଏହି ପରି ଅନେକ ପୁରସ୍କାର ସହ ରକ୍ତଦାନ ଶିବିର ଆୟୋଜନ ସହ NSS ମାଧ୍ୟମରେ ନିଜ ଅଞ୍ଚଳରେ ଅନେକ ବୃକ୍ଷରୋପଣ କାଯ୍ୟ କରିଛନ୍ତି ବିଶ୍ୱବିଦ୍ୟାଳୟରେ ଏନଏସଏସ ସହ ଯୋଡ଼ି ହୋଇ ଅନେକ କାଯ୍ୟ କରିଆସିଛନ୍ତି ।
Related posts
-
ଉଦଯାପିତ ହେଲା ସିରିୟସ୍ ଜୋନର ନାଟକ ମହୋତ୍ସବ, ମଞ୍ଚସ୍ଥ ହେଲା ନାଟକ ଚିତ୍ରପ୍ରତିମା
ନୟାଗଡ଼, (ନୟାଗଡ଼ ଦର୍ପଣ): ଦୀର୍ଘ ୪ ଦିନ ଧରି ପଠାଣି ସାମନ୍ତ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହେଉଥିବା ନାଟକ ମହୋତ୍ସବ ଉଦଯାପିତ ହୋଇଯାଇଛି।... -
ନବବର୍ଷରେ ପାଇଥିବା ଉପହାରକୁ ଛାତ୍ରଛାତ୍ରୀଙ୍କୁ ବିତରଣ କଲେ ନୟାଗଡ଼ ଜିଲ୍ଲାପାଳ
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ନବବର୍ଷର ଶୁଭେଚ୍ଛାରେ ଫୁଲତୋଡ଼ା, ମିଠା ପ୍ୟାକେଟ୍, ଡାଇରୀ ପରିବର୍ତ୍ତେ... -
କବି ପ୍ରଭାତ ମିଶ୍ରଙ୍କ ‘ପ୍ରହରୀ’ ଉନ୍ମୋଚିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ପଠାଣି ସାମନ୍ତ ପ୍ରେକ୍ଷାଳୟରେ ନୟାଗଡ଼ ସିରିଅସ ଜୋନ୍ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ନାଟକ ମହୋତ୍ସବରେ କବି ପ୍ରଭାତ ମିଶ୍ରଙ୍କ...