ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ପୌରାଞ୍ଚଳ ଦିନକୁ ଦିନ ବିକଶିତ ହେବାରେ ଲାଗିଛି । ନୟାଗଡ ସହର ମଧ୍ୟରେ ଥିବା ସମସ୍ତ ମଠ, ମନ୍ଦିରର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଛି । ଏହି ଅବସରରେ ୧୨ନଂ ୱାର୍ଡର ଶ୍ରୀହରି ବିହାର ଲେନରେ ହନୁମାନ ମନ୍ଦିରର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ପାଇଁ ଭୁମି ପୂଜନ ଉତ୍ସବ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା ଯୋଜନାରେ ୪ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ କରାଯାଇଛି। ଆଜି ନୟାଗଡ ବିଧାୟକ ଡ଼ଃ. ଅରୁଣ କୁମାର ସାହୁ ଉକ୍ତ ଉତ୍ସବରେ ଉପସ୍ଥିତ ରହି ଖୁବଶୀଘ୍ର କାର୍ଯ୍ୟ ସାରିବା ପାଇଁ ପରାମର୍ଶ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ପୌରାଧ୍ଯକ୍ଷା ନିରୁପମା ଖଟେଇଙ୍କ ସମେତ ସମସ୍ତ କାଉନସିଲର, ସହରର ବୁଦ୍ଧିଜିବୀମାନେ ଯୋଗ ଦେଇଥିଲେ।
ଶ୍ରୀହରି ବିହାରରେ ହନୁମାନ ମନ୍ଦିର ଭୁମି ପୂଜନ ଉତ୍ସବରେ ଯୋଗଦେଲେ ବିଧାୟକ
Related posts
-
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ପତାକା ଉତ୍ତୋଳନ କଲେ ରଣପୁରର ପ୍ରାକ୍ତନ ବିଧାୟକ ସତ୍ଯ ନାରାୟଣ ପ୍ରଧାନ
ନୟାଗଡ଼, (ନୟାଗଡ଼ ଦର୍ପଣ): ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ସମଗ୍ର ଦେଶ ଉତ୍ସବ ମୁଖର। ପୁରପଲ୍ଲୀ ସବୁଠି ଫରଫର... -
ପଠାଣି ସାମନ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ପବିତ୍ର ୭୬ତମ ସାଧାରଣତନ୍ତ୍ର ଦିବସର ଐତିହାସିକ ପରମ୍ପରାକୁ ସ୍ମରଣ କରି ପଠାଣି ସାମନ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ... -
ସହରରେ ପାର୍କିଂ ଓ ଟ୍ରାଫିକ ସମସ୍ୟା ନେଇ ସାମ୍ବାଦିକଙ୍କ ଅସନ୍ତୋଷ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟା ଓ ପାର୍କିଂ ସମସ୍ୟାକୁ ନେଇ ଜିଲ୍ଲା ସାମ୍ବାଦିକମାନେ ଗଭୀର ଉଦବେଗ...