ଓଡଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଆରଡା ପଞ୍ଚାୟତ ମହୁଲିଆ ଗ୍ରାମର ବର୍ଷିଆନ ସ୍ୱାଧୀନତା ସଂଗ୍ରାମୀ ବିଶ୍ୱନାଥ ରାଉତଙ୍କ ୧୧୨ ବର୍ଷ ବୟସରେ ନିଜ ଗ୍ରାମରେ ପରଲୋକ ହୋଇଯାଇଛି। ଏହି ସଚ୍ଚା ଦେଶପ୍ରେମୀଙ୍କ ବିୟୋଗରେ ‘ନୟାଗଡ଼ ଦର୍ପଣ’ର ଅଶ୍ରୁଳ ଶ୍ରଦ୍ଧାଞ୍ଜଳି।
ସ୍ୱାଧୀନତା ସଂଗ୍ରାମୀ ବିଶ୍ୱନାଥ ରାଉତଙ୍କ ପରଲୋକ
