ଓଡଗାଁ,(ନୟାଗଡ଼ ଦର୍ପଣ): ବିଦ୍ୟାଳୟ ପରିସରରେ ଓ ୧୯/୦୧/୨୦୨୪ ରିଖରେ ସ୍ଥାନୀୟ ମିନି ଷ୍ଟାଡିୟମ୍ ଦୁଇ ଦିନ ଧରି ମହା ଆଡମ୍ବରରେ ରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ପ୍ରାରମ୍ଭରେ ପାରମ୍ପରିକ ରୀତି ରେ ପ୍ରିନ୍ସିପଲ୍ ଶ୍ରୀଯୁକ୍ତ ରଞ୍ଜନ କୁମାରଙ୍କ ଦ୍ଵାରା ଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରାଯାଇଥିଲା । ପରବର୍ତ୍ତୀ ସମୟରେ ପ୍ରଥମ ଦିନରେ ସମସ୍ତ ଇଣ୍ଡୋର୍ ଖେଳଗୁଡ଼ିକ ଖେଳା ଯାଇଥିଲା ବେଳେ ଦ୍ଵିତୀୟ ଦିବସରେ ଆଉଡୋର ଖେଳ ଗୁଡ଼ିକୁ ଖେଳା ଯାଇଥିଲା । ସ୍କୁଲ ର ସମସ୍ତ ଛାତ୍ର ଓ ଛାତ୍ରୀ ଏହି କ୍ରୀଡାରେ ଭାଗ ନେଇଥିଲେ । ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ର ଓ ଛାତ୍ରୀଙ୍କୁ ବାର୍ଷିକ ଉତ୍ସବରେ ପୁରସ୍କୃତ କରାଯିବା ସୂଚନା ଦିଆଯାଇଛି । କ୍ରୀଡ଼ା ଶିକ୍ଷକ ଶ୍ରୀଯୁକ୍ତ ଜଗନ୍ନାଥ ପରିଡ଼ାଙ୍କ ସହଯୋଗରେ ଓ ବିଶ୍ବରଂଜନ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଉକ୍ତ କ୍ରୀଡ଼ା ପ୍ରତିଯୋଗିତାକୁ ସୁଚର ରୂପେ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷୟତ୍ରୀ ଓ ସହାୟିକା ଏଥିରେ ସହଯୋଗ କରିଥିଲେ ।
Related posts
-
ଡଃ.ସୁରେଶ ବରାଡଙ୍କ ପୁସ୍ତକ “ଗୀତାର ପ୍ରଥମ ଶବ୍ଦ” ବାଚସ୍ପତିଙ୍କ କରକମଳରେ ଉନ୍ମୋଚିତ
ଶରଣକୁଳ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସାରସ୍ଵତ ସାଧକ, ଗାଳ୍ପିକ, ଔପନ୍ୟାସିକ, କାବ୍ୟକାର, କବି ଡ.ସୁରେଶ ଚନ୍ଦ୍ର ବରାଡଙ୍କ ଆଧ୍ୟାତ୍ମିକ ପୁସ୍ତକ... -
ବ୍ଲକ ସ୍ତରୀୟ ଗୀତାଆବୃତ୍ତି ପ୍ରତିଯୋଗିତା ଆୟୋଜିତ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶା ଆନୁକୁଲ୍ୟରେ ଗୀତା ସୁଗୀତା କର୍ତବ୍ୟା କାର୍ଯକ୍ରମ ମାଧ୍ୟମରେ ଓଡ଼ଗାଁ ବ୍ଲକ ସ୍ତରୀୟ ଗୀତା... -
ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ମଇଦାନକୁ ଓହ୍ଲାଇବ ବିଜେଡି
Comments Off on ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ମଇଦାନକୁ ଓହ୍ଲାଇବ ବିଜେଡିନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ବିଜେଡି ମଇଦାନକୁ ଓହ୍ଲାଇବ। ଜନସାଧାରଣଙ୍କୁ...